Home Middle

ଚଳିତ ବର୍ଷ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା: ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪

ପ୍ୟାରିସ୍‌, ୧୮।୧୨: ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶରେ ମୋଟ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଚଳିତ ବର୍ଷ କମ୍‌ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ସେଥିମଧ୍ୟରୁ ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪ ଜଣଙ୍କୁ…

ପ୍ରଧାନମନ୍ତ୍ରୀ ଦୌଡ଼ରେ ମୁଁ ନାହିଁ: ଶାହ

ନୂଆଦିଲ୍ଲୀ,୧୮।୧୨: ପ୍ରଧାନମନ୍ତ୍ରୀ ଦୌଡ଼ରେ ନ ଥିବା କଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତିି। ଏକ ସାକ୍ଷାତ୍‌କାରରେ ଶାହ ଏହା ପ୍ରକାଶ କରିଛନ୍ତି। ଦଳରେ ବହୁ ବରିଷ୍ଠ ନେତା ରହିଛନ୍ତି। ସେମାନଙ୍କ ତୁଳନାରେ ସେ ବହୁ ଜୁନିଅର ବୋଲି ଶାହ କହିଛନ୍ତି।…

ସିଏଏ ହିଂସା ପାଇଁ ପାକିସ୍ତାନକୁ ଦୋଷୀ ଦର୍ଶାଇବା ମୋଦି ସରକାରଙ୍କ ବଡ଼ ଦୁର୍ବଳତା: ଶିବସେନା

ନୂଆଦିଲ୍ଲୀ,୧୮।୧୨: ସିଏଏ ନେଇ ଦେଶ ବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦେଶରେ ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଦେଶୀ ଶକ୍ତିର ହାତ ଥିବା କଥା କୁହାଯାଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପାକିସ୍ତାନର ପ୍ରଚ୍ଛନ୍ନ ହାତ ଥିବା…

ଜାମିଆ ଛାତ୍ରଙ୍କୁ ଲାଠିମାଡ଼: ପୋଲିସ ଜୁଲମ ହାଏ ହାଏ

ଓ୍ବାଶିଂଟନ,୧୮ା୧୨: ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଏବଂ ଉତ୍ତରପ୍ରଦେଶର ଆଲିଗଡ଼ ମୁସ୍‌ଲିମ୍‌ ୟୁନିଭସର୍ସିଟି (ଏଏମ୍‌ୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଜୁଲମକୁ ବିଦେଶୀ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ପକ୍ଷରୁ ଦୃଢ଼ନିନ୍ଦା କରାଯାଇଛି। ଅକ୍ସଫୋର୍ଡ, ହାଓ୍ବାର୍ଡ, ୟେଲ୍‌, କଲମ୍ବିଆ,…

ଓଡ଼ିଶା ବିଜୁ ସଂଯୋଗ: ଅନଲାଇନ ପଞ୍ଜିକରଣର ୪୮ ଘଣ୍ଟା ମଧ୍ୟରେ ପାଇପାରିବେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ) – ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରେ ବଞ୍ଚତ୍ତ ହେବେ…

ବୁଧବାର ବନକଲାଗି, ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ବେଢା ପରିସର ଅନ୍ୟାନ୍ୟେ ମନ୍ଦିର ବୁଲି…

‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ ୩ଟାରେ…

ନିର୍ଭୟା ମାମଲା: ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ଦୂରେଇଲେ ପ୍ରଧାନ ବିଚାରପତି; ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସୁପ୍ରିମ୍‌କୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ। ମଙ୍ଗଳବାର ଏହାର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ନିଜକୁ ଦୂରେଇ ରଖିବାରୁ ଏହାର ଶୁଣାଣି…

‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମୋ ସରକାରରେ ସାମିଲ ହୋଇଛି। ଫଳରେ ସରକାର ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ସିଧାସଳଖ କଥା ହେବେ। ମଙ୍ଗଳବାର ଲୋକସେବା ଭବନରୁ…

ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି ଆସିଛି। ଗତ ବର୍ଷ ଏହା ୧୦୮ ସ୍ଥାନରେ ଥିଲା। ଏନେଇ ଜେନେଭାର ଓ୍ବାଲର୍‌ଡ ଇକୋନୋମି…

ସିଏଏ ବିରୋଧରେ ହିଂସା: ୨୨ ବିଶ୍ୱବିଦ୍ୟାଳୟରେ ଅଶାନ୍ତି; ଆସାମରେ ୪ ମୃତ ୧୯୦ରୁ ଅଧିକ ଗିରଫ; ୩ ହଜାରରୁ ଅଧିକ ଅଟକ

ନୂଆଦିଲ୍ଲୀ,୧୭।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶର ୨୨ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ବଢ଼ିଚାଲିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ପ୍ରଶାସନ ପକ୍ଷରୁ ଉଦ୍ୟମ ହେଉଥିଲେ ମଧ୍ୟ ସଫଳତା ମିଳିପାରୁ ନାହିଁ। ଆସାମରେ ଏହାକୁ ନେଇ ଘଟିଥିବା ହିଂସାରେ ୪ ଜଣଙ୍କ…

ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ମୋଦି ସରକାରଙ୍କୁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ ଦୂରେଇ ରଖିବାକୁ ସେ କହିଛନ୍ତି। ଜନତାଙ୍କ ଦ୍ୱାରା ବହୁମତରେ କ୍ଷମତାକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?