ସାଇକେଲ ଚଢି ଅଫିସ୍ ଆସିଲେ ବିଏମ୍ସି, ବିଡିଏ କର୍ମଚାରୀ
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ ନିମନ୍ତେ ଅଣମୋଟର ଯାନ ଉପଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତି ଶୁକ୍ରବାର ନିଶ୍ଚିତ ଭାବେ…
ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ ପଡିଛି ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେଙ୍କ ଭାରତ ଗସ୍ତ ଉପରେ। ଜାପାନ ଗଣମାଧ୍ୟମର ସୂଚନା…
ସଂସଦ ଆକ୍ରମଣରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ୧୮ ବର୍ଷ ତଳେ ଅର୍ଥାତ୍ ୨୦୦୧ରେ ସଂସଦରେ ହୋଇଥିବା ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଟୁଇଟ୍ କରି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ…
ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ…
ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର
ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍ ଧରି ଆକ୍ରମଣ…
ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଥିଲେ ତାକୁ ବିରୋଧ କରି ପୁନର୍ବିଚାର ଆବେଦନ…
ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ ସରକାର…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ କସବା ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ…
ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ
ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ବି.ଏସ୍. ସିରପୁରକରଙ୍କୁ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଆୟୋଗରେ ବମ୍ବେ…
ନାଗରିକତା ସଂଶୋଧନ ବିଲ୍ ବିରୋଧରେ ସୁପ୍ରିମ୍କୋର୍ଟରେ ଆବେଦନ ଦାଖଲ: ମୁସଲିମ୍ ଲିଗ୍ ପକ୍ଷରୁ ଲଢ଼ିବେ ସିିବଲ୍
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍ ୟୁନିୟନ ମୁସଲିମ୍ ଲିଗ୍ ପକ୍ଷରୁ ଆବେଦନ ଦାଖଲ କରାଯାଇଛି। ମୁସଲିମ୍ ଳିଗ୍ ପକ୍ଷରୁ କପିଲ୍ ସିବଲ୍ ଏହି…
ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ
ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ ଅଧିକ ଛୋଟ ଛୋଟ ଭଙ୍ଗାରୁଜା ଅଂଶ ମଧ୍ୟ ରହିଛି। ଫଳରେ ମହାକାଶ ପ୍ରଦୂଷିତ ହେବାରେ…
ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ
ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୮ଟି ଜିଲାର ୧୭ଟି ଆସନ ଲାଗି ମତଦାନ କରାଯାଉଛି। ଶାନ୍ତିପୂର୍ଣ୍ଣ…

