Home Middle

ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍‌। ଏହା ଆଇନରେ ପରିଣତ ହେବା ପାଇଁ କେବଳ ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା। ତେବେ ଏହି ବିବାଦୀୟ ବିଲ୍‌ ସାମ୍ନାରୁ ପ୍ରତିବନ୍ଧକ…

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ ଉଚ୍ଚ ସଦନରେ ଉପସ୍ଥାପନ କରିବାବେଳେ ବିଲ୍‌କୁ ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ରାଜ୍ୟରେ…

ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌

ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ଭାରତରେ ଆସି ରହିଥିବା ଅଣମୁସଲମାନମାନଙ୍କୁ…

ଭାରତ ସିରିଜ ବିଜୟୀ

ମୁମ୍ବାଇ, ୧୧।୧୨-ରୋହିତ ଶର୍ମା, ଲୋକେଶ ରାହୁଲ ଓ ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬୭ ରନରେ ହରାଇ ଦେଇଛି। ଭାରତ ପକ୍ଷରୁ ଧାର୍ଯ୍ୟ ବୃହତ୍‌…

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପ୍ରଶାସନ…

ରିସାଟ୍‌-୨ବିଆର୍‌-୧ର ସଫଳ ଉତ୍‌କ୍ଷେପଣ କଲା ଇସ୍ରୋ: ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୧୧।୧୨: ଭାରତୀୟ ମହାକାଶ କେନ୍ଦ୍ର ଇସ୍ରୋ ପକ୍ଷରୁ ସଫଳତାର ସହିତ ରିସାଟ୍‌-୨ବିଆର୍‌-୧ର ଉତ୍‌କ୍ଷେପଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ କେନ୍ଦ୍ରରୁ ବୁଧବାର ଅପରାହ୍ନ ୩ଟା ୨୫ରେ ଏହାକୁ ଉତ୍‌କ୍ଷେପଣ କରାଯାଇଛି। ଏହା ସହିିତ ଇସ୍ରାଏଲ୍‌, ଇଟାଲୀ ଏବଂ ଜାପାନର ଗୋଟିଏ ଲେଖାଏଁ…

ଗୁଜରାଟ ଦଙ୍ଗା: ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଲେ ନାନାବତୀ କମିଶନ

ନୂଆଦିଲ୍ଲୀ,୧୧।୧୨: ଗୁଜରାଟ ଦଙ୍ଗାର ତଦନ୍ତ କରୁଥିବା ନାନାବତୀ କମିଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ଲିନ୍‌ ଚିଟ୍‌ ଦେଇଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ଗୁଜରାଟର ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଥିବା ମୋଦି ବିନା ସୂଚନାରେ ଗୋଧ୍ରା ଗସ୍ତ କରିଥିବା ଅଭିଯୋଗ ହୋଇଥିଲା। ତେବେ ନାନାବତୀ…

ରାଜ୍ୟ ସଭାରେ ଆଗତ ହେଲା ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ, ୧୧।୧୨: ରାଜ୍ୟ ସଭାରେ ଆଗତ ହୋଇଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବିଲ୍‌ ଆଗତ କରିଛନ୍ତି। ମଧ୍ୟାହ୍ନ ୧୨ଟାରେ ଏହି ବିଲ ଉପସ୍ଥାପନ କରାଯାଇଥିଲା। ରାଜ୍ୟସଭା ଅଧ୍ୟକ୍ଷ ଏମ. ଭେଙ୍କେୟା ନାଇଡୁ…

ନାଗରିକତ୍ୱ ସଂଶୋଧନ ବିଲ୍‌: ଶିବସେନାର ୟୁ-ଟର୍ନ: ରାଜ୍ୟ ସଭାରେ ଅସଲ ପରୀକ୍ଷା ଆଜି

ନୂଆଦିଲ୍ଲୀ,୧୧ା୧୨: ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣମୁସଲିମ୍‌ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ ସକାଶେ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ବିଲ୍‌ ସୋମବାର ମଧ୍ୟରାତ୍ରିରେ ଲୋକ ସଭାରେ ଗୃହୀତ ହୋଇଥିବାବେଳେ ରାଜ୍ୟ ସଭାରେ ଅସଲ ପରୀକ୍ଷା ବାକି ଅଛି। ଉଚ୍ଚ…

ବକେୟା ପାଇଁ ଦେବାଳିଆ ହେଲେଣି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ବିଦ୍ୟୁତ୍‌ କାଟ ଚେତାବନୀ ଦେଲା ସେସୁ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଉପଭୋକ୍ତାଙ୍କ ବିଦ୍ୟୁତ୍‌ ବିଲ୍‌ ବକେୟା ବଣ୍ଟନ କମ୍ପାନୀଗୁଡିକୁ ଦେବାଳିଆ କରି ସାରିଲାଣି। ବାକି ଟଙ୍କା ଆଦାୟ ନ କଲେ କମ୍ପାନୀଗୁଡିକୁ ଚଳାଇବା ସମ୍ଭବ ହେବ ନାହିଁ। ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବା ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ୨୦୨୦…

ଆସନ୍ତା ଶିକ୍ଷାବର୍ଷରୁ ପିଜି ପାଠ୍ୟକ୍ରମ ପାଇଁ ହେବ ଏକକ ପ୍ରବେଶିକା ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ)- ପିଜି ପାଠ୍ୟକ୍ରମ ପାଇଁ ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଏହା ସହିତ ଜୁନ୍‌ ୧୫ ସୁଦ୍ଧା ସବୁ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶ କରିବେ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ବିଶ୍ୱବିଦ୍ୟାଳୟ କୁଳପତି…

ବିଦ୍ୟୁତ୍‌ ବକେୟା ପୈଠ ନ କଲେ ଜାନୁୟାରୀ ୧୫ରୁ ଲାଇନ୍‌ ବନ୍ଦ: ସେସୁ ସିଇଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକ ମାନଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏହାକୁ ନେଇ ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ବକେୟା ବିଲ୍‌ ସମ୍ପର୍କରେ ଖାଉଟିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?