Home Middle

ପିଆଜର ଦରଦାମ ବୃଦ୍ଧି ପ୍ରତିବାଦ: ଯୋଗାଣ ମନ୍ତ୍ରୀଙ୍କ ଘର ଉପରକୁ ପିଆଜ ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ପିଆଜର ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସରକାରୀ ବାସଭବନ ଉପରେ ପିଆଜ ମାଡ଼ କରାଯାଇଛି। ମଙ୍ଗଳବାର କଂଗ୍ରେସର ଶତାଧିକ ଯୁବକର୍ମୀ ଏକ ରାଲିରେ କଂଗ୍ରେସ ଭବନରୁ…

ଦୁନିଆରେ ହାହାକାର: ବିପଦରେ ମାନବାଧିକାର; ୧୧୯ ଦେଶରେ ଲୋକଙ୍କ ସ୍ବାଧୀନତା ଉପରେ ପହରା

ଓ୍ବାଶିଂଟନ,୧୦।୧୨: ପ୍ରତିବର୍ଷ ଡିସେମ୍ବର ୧୦ରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଥାଏ। ଲୋକଙ୍କ ମଧ୍ୟରେ ମାନବାଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହା କରାଯାଇଥାଏ। ତେବେ ଏବେ ଦୁନିଆରେ ହାହାକାର ସୃଷ୍ଟି ହୋଇଛି। ମାନବାଧିକାର ବିପଦରେ ପଡ଼ିଛି। ୧୧୯ଟି ଦେଶରେ ସ୍ଥାନୀୟ…

୨୬ ବର୍ଷରେ ୩୧ ହଜାର ୮୪୫ ହାଜତ ମୃତ୍ୟୁ: ୫ ରାଜ୍ୟରେ ସର୍ବାଧିକ

ନୂଆଦିଲ୍ଲୀ,୧୦।୧୨: ଦେଶରେ ମାନବାଧିକାରକୁ ଅଣଦେଖା କରାଯାଉଛି। ଫଳରେ ୧୯୯୩ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୨୬ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୩୧ ହଜାର ୮୪୫ ହାଜତ ମୃତ୍ୟୁ ଘଟଣା ଘଟିଛି। ବିଚାରାଧୀନ ଅପରାଧୀଙ୍କର ବିଚାର ପୂର୍ବରୁ ମୃତ୍ୟୁ ଘଟିଛି। ଏଭଳି…

ରାଜ୍ୟରେ ପ୍ରତିଷ୍ଠା ହେବ ୪୫ ଫାଷ୍ଟ ଟ୍ରାକ କୋର୍ଟ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ୪୫ଟି ଫାଷ୍ଟ ଟ୍ରାକ କୋର୍ଟ ପ୍ରତିଷ୍ଠା କରାଯିବ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା। ୪୫ଟି ଫାଷ୍ଟ ଟ୍ରାକ କୋର୍ଟ ମଧ୍ୟରୁ ୨୧ଟି ମହିଳାଙ୍କ ପାଇଁ ରହିବ ୨୪ଟିରେ ପୋକ୍ସୋ ମାମଲାର…

ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଭିଜା ମାଟିର ସ୍ବର୍ଗ ଫିଲ୍ମ ପାଇଁ ଶ୍ରେଷ୍ଟ ନିର୍ଦ୍ଦେଶକ…

ବୁଧବାର ରାଜ୍ୟ ସଭାରେ ଆଗତ ହେବ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଗୃହୀତ ହୋଇଛି। ଏବେ ଏହାକୁ ବୁଧବାର ରାଜ୍ୟ ସଭାରେ ଉପସ୍ଥାପନ କରାଯିବ। ନାଗରିକତା ସଂଶୋଧନ ବିଲ୍‌ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯାଇଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ…

ନାଗରିକତା ସଂଶୋଧନ ବିଲ୍‌ : ରାଜ୍ୟ ସଭାରେ ଭାଜପା ପାଇଁ ନମ୍ବର ଗେମ୍‌ ୧୨୧

ନୂଆଦିଲ୍ଲୀ,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଛି। ଏବେ ବିଲ୍‌କୁ ରାଜ୍ୟ ସଭାରେ ଆଗତ କରାଯିବ। ରାଜ୍ୟ ସଭାର ସଦସ୍ୟ ସଂଖ୍ୟା ୨୪୫। ତେବେ ବର୍ତ୍ତମାନ ୫ ଜଣଙ୍କ ସ୍ଥାନ ଖାଲି ରହିଛି। ଫଳରେ ସଦସ୍ୟ ସଂଖ୍ୟା ୨୪୦…

ନାଗରିକତ୍ୱ ବିଲ୍‌କୁ ବିରୋଧ

ନୂଆଦିଲ୍ଲୀ/ଗୁଆହାଟୀ/ଅଗରତାଲା,୧୦ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍‌କୁ ବିରୋଧ କରି ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲାବେଳେ ଆସାମ ଓ ତ୍ରିପୁରାରେ ୪୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଲୋକ ସଭାରେ ବିପକ୍ଷ ଦଳଗୁଡିକର ଜୋର୍‌ଦାର ବିରୋଧ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ…

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ ହଜାର ହଜାର ଅଙ୍ଗନଓ୍ବାଡି କର୍ମୀ ମାଷ୍ଟରକାଣ୍ଟିନଠାରେ ଏକତ୍ର ହୋଇ ଏକ ବିଶାଳ ଶୋଭାଯାତ୍ରାରେ…

‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ତତ୍ପରତା: ଦିଲ୍ଲୀରେ ଜମି ମାଗିଲେ ନବୀନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ):ନୂଆଦିଲ୍ଲୀରେ ‘ଓଡ଼ିଶା ସାଂସ୍କୃତିକ କେନ୍ଦ୍ର ଓ ପାଠାଗାର’ ପ୍ରତିଷ୍ଠା ଲାଗି ସହଯୋଗ ଲୋଡ଼ି କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ହେଲା ରାଜ୍ୟ ସରକାରଙ୍କ ଦ୍ୱାରା ଏହା ପ୍ରତିଷ୍ଠା ହେବାକୁ…

ପ୍ରଦୂଷଣରେ କଲବଲ ଜୀବନ:କ୍ରଶର ବନ୍ଦ ଦାବି କଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୧୦।୧୨ ଢେଙ୍କାନାଳ ସହର ଉପକଣ୍ଠ ଯତନନଗର ଅଞ୍ଚଳରେ ଥିବା କ୍ରଶର ୟୁନିଟ୍‌ ବନ୍ଦ ଦାବିରେ ସୋମବାର ମଧୁସୂଦନ ଆବାସିକ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଜନସାଧାରଣ ରାସ୍ତାକୁ ଓହ୍ଲାଇଛନ୍ତି। ଅଞ୍ଚଳବାସୀଙ୍କ କହିବା କଥା, ଉକ୍ତ କ୍ରଶର ୟୁନିଟ୍‌ଟି…

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର, ଓଡିଶାକୁ ବିଶ୍ୱ ସ୍ତରୀୟ ସ୍ବୀକୃତି: ଜାଗା ମିଶନ ପାଇଁ ‘ଓ୍ବାର୍ଲଡ ହାବିଟାଟ’ ପୁରସ୍କାର

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବସ୍ତିରେ ରହୁଥିବା ଲୋକମାନଙ୍କୁ ଥଇଥାନ କରିବା , ସେମାନଙ୍କୁ ଜମି ଅଧିକାର ଦେବା ଓ ଜୀବନ ଜୀବିକା ବିକାଶ କ୍ଷେତ୍ରରେ ନେଇଥିବା ପଦକ୍ଷେପ ପାଇଁ ରାଜ୍ୟ ସରକାରଙ୍କୁ ‘ଓ୍ବାର୍ଲଡ ହାବିଟାଟ’(ବିଶ୍ୱ ଆବାସସ୍ଥଳୀ)ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?