ନୌସେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ୨ ଭାରତୀୟ ଯବାନ ଆହତ
ଶ୍ରୀନଗର,୬।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଚୌରୀ ଜିଲାର ରୋମାଲି ଧାରାସ୍ଥିତ ନୌସେରା ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ଶୁକ୍ରବାର ରାତ୍ର ୯ଟା ପରେ ମୋର୍ଟାର ସେଲିଂ ମାଡ଼ କରାଯାଇଥିତ୍ଲା।…
କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ
ଭୁବନେଶ୍ୱର, ୬।୭(ବ୍ୟୁରୋ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ବିଧାୟକଙ୍କୁ ଶନିବାର ଜାମିନ ପ୍ରଦାନ କରିଛନ୍ତି। ୨ ଜଣ ଜାମିନଦାର ଏବଂ…
ପୁଲଓ୍ବାମାରେ ପୁଣି ଆଇଇଡି ବିସ୍ଫୋରଣ ପାଇଁ ଆତଙ୍କବାଦୀଙ୍କ ଯୋଜନା: ଗୋଇନ୍ଦା ରିପୋର୍ଟ
ଶ୍ରୀନଗର,୬।୭: ପୁଲଓ୍ବାମାରେ ପୁଣି ଥରେ ବିସ୍ଫୋରଣ ପାଇଁ ଆତଙ୍କବାଦୀ ଯୋଜନା କରିଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ପୁଲଓ୍ବାମାରେ ଆଇଇଡି ବିସ୍ଫୋରଣ ତଥା ସ୍ନାଇପରଙ୍କ ସହାୟତାରେ ଆକ୍ରମଣ କରାଯିବା ଲାଗି ଯୋଜନା କରାଯାଇଥିବା ରିପୋର୍ଟରେ…
ପ୍ରତିଶ୍ରୁତିରେ କୃଷକ ନିରାଶ
ନୂଆଦିଲ୍ଲୀ,୬ା୭(ପି.ଟି.): ୨୦୨୨ରେ ସ୍ବାଧୀନତାର ୭୫ ବର୍ଷ ପାଳନ କରାଯିବ। ଏହି ଅବଧି ସୁଦ୍ଧା ଚାଷୀଙ୍କ ଆୟ ଦୁଇଗୁଣା କରିବା ପାଇଁ ଲକ୍ଷ୍ୟ ରଖିଥିବା କେନ୍ଦ୍ର ସରକାରଙ୍କ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ କୃଷକଙ୍କୁ ନିରାଶ କରିଛି। ବିଳମ୍ବିତ ମୌସୁମୀକୁ ନେଇ କୃଷକ…
‘ବଜେଟ ଗରିବଙ୍କୁ ସଶକ୍ତ କରିବ’
ନୂଆଦିଲ୍ଲୀ,୬ା୭(ପି.ଟି.): କେନ୍ଦ୍ର ବଜେଟ ନାଗରିକ ହିତୈଶୀ, ବିକାଶ ଅନୁକୂଳ ତଥା ଭବିଷ୍ୟତୋନ୍ମୁଖୀ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିହିତ କରିବା ସହ ଏହା ଦେଶର ଗରିବଙ୍କୁ ସଶକ୍ତ କରିବ ଏବଂ ଯୁବପିଢ଼ିଙ୍କ ଲାଗି ଉନ୍ନତ ଭବିଷ୍ୟତ ଯୋଗାଇଦେବ ବୋଲି କହିଛନ୍ତି। ଜନସାଧାରଣଙ୍କ…
ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ
ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ସୀତାରାମନ୍ ୨୭,୮୬,୩୪୯ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ଖର୍ଚ୍ଚ ଅଟକଳ ପ୍ରସ୍ତାବ…
ଇ-ଯାନରେ ମିଳିବ ୧.୫ ଲକ୍ଷର ଅତିରିକ୍ତ ଟିକସ ଛାଡ଼
ନୂଆଦିଲ୍ଲୀ,୬-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ପ୍ରଦୂଷଣମୁକ୍ତ ସହର ଗଢ଼ିବା ସରକାରଙ୍କ ଲକ୍ଷ୍ୟ ବୋଲି ଉଲ୍ଲେଖ କରିଛନ୍ତି। ଦେଶରେ ଇଲେକ୍ଟ୍ରିକ ଗାଡ଼ିର ପ୍ରଚଳନକୁ ପ୍ରୋତ୍ସାହିତ କରିବାକୁ ଯାଇ ଅର୍ଥମନ୍ତ୍ରୀ କେତେକ ଟିକସ ରିହାତି ଘୋଷଣା…
ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା
ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି, ନାରୀ ନୁହେଁ ତୁ ନାରାୟଣୀ ଆମ ମନ୍ତ୍ର, ମହିଳାଙ୍କ ପ୍ରଗତିରେ ଦେଶର ପ୍ରଗତି…
ବଢିବ ସୁନା ଦର
ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ଉପସ୍ଥାପନ କରିଥିବା ପୂର୍ଣ୍ଣାଙ୍ଗ ବଜେଟରେ ପେଟ୍ରୋଲ, ଡିଜେଲ ଓ ସୁନା ଦର ବୃଦ୍ଧି ପାଇଥିବା ସୂଚନା ମିଳିଛି। ଏସବୁରେ ଏକ୍ସାଇଜ ଡ୍ୟୁଟି ଓ ସେସ୍ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବାରୁ ଆଗାମୀ ଦିନରେ ଏସବୁ…
ବଜେଟକୁ ନେଇ କ’ଣ କହିଲେ ମୋଦି
ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟକୁ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଦେଶର କୃଷି କ୍ଷେତ୍ରକୁ ବଦଳାଇବାର ଏକ ରୋଡମ୍ୟାପ। ଏହା ଆଶାର ବଜେଟ୍…
ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ
ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ବଜେଟ୍ ମୁଖ୍ୟାଂଶ…
୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା
ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍। -୫ ଲକ୍ଷରୁ କମ୍ ଆୟ ପାଇଁ ଆୟକର ଛାଡ -କପୋରେଟ୍ ଟିକସ କ୍ଷେତ୍ରରେ କୋହଳ ମନୋଭାବ ପୋଷଣ -ଇଲେକ୍ଟ୍ର୍ରିକାର୍ କିଣିଲେ…
Archives


