Home Middle

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଏଭଳି…

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ ଏବେ ସମସ୍ୟା ସୃଷ୍ଟି ହୋଇଛି। ସେମାନଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି।…

ପାକିସ୍ତାନର ରାଷ୍ଟ୍ରନୀତି ଆତଙ୍କବାଦ: ରାଜନାଥ ସିଂ

ନୂଆଦିଲ୍ଲୀ,୭।୧୨: ପାକିସ୍ତାନର ରାଷ୍ଟ୍ରନୀତି ହେଉଛି ଆତଙ୍କବାଦ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଅବସରରେ ଭାରତୀୟ ସେନାଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି। ସ୍ବାଧୀନତା ପରଠାରୁ ଭାରତ ସହିତ ପାକିସ୍ତାନ ୪ ଥର ଯୁଦ୍ଧ କରିଛି। ସମସ୍ତ…

୨୧ ଶତାବ୍ଦୀରେ ଭାରତ ହେବ ସୁପର ପାଓ୍ବାର: ୨୦୩୦ ବେଳକୁ ପ୍ରତି ଦ୍ୱିତୀୟ ପରିବାର ମଧ୍ୟବିତ୍ତ ବର୍ଗରେ ହେବ ସାମିଲ୍‌

ଓ୍ବାଶିଂଟନ,୭।୧୨: ଭାରତ ଏବେ ସୁପର ପାଓ୍ବାର ହେବାକୁ ଯାଉଛି। ୨୧ ଶତାବ୍ଦୀରେ ଭାରତ ପାଇଁ ଏହି ସୁଯୋଗ ଆସିବ ବୋଲି ଆମେରିକାରେ ଅବସ୍ଥାପିତ ଥିବା ଭାରତୀୟ ରାଷ୍ଟ୍ରଦୂତ ହର୍ଷବର୍ଦ୍ଧନ ଶୃଙ୍ଗଳା ସୂଚନା ଦେଇଛନ୍ତି। ନୂଆ ନିବେଶ ଯୋଜନା ଦ୍ୱାରା ଭାରତ ସାରା…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ଆସନ ଲାଗି ଶନିବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟାରେ ଶେଷ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏଥିରେ…

ପ୍ରଶ୍ନ ଘେରରେ ଏନ୍‌କାଉଣ୍ଟର

୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ ପୀଡ଼ିତାଙ୍କ…

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର ରାତିରେ ଲକ୍ଷ୍ନୌରୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଅଣାଯାଇଥିଲା। ସଫ୍‌ଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର…

କାଳିଆ-ପିଏମ୍‌ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା

ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି। ସେମାନେ…

ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା ଗଣବଳାତ୍କାର ଘଟଣାରେ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। କାରଣ ଶୁକ୍ରବାର ଏହି ଘଟଣାର…

ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ କାଟିବାରେ ତ୍ରୁଟି ପରିଲକ୍ଷିତ ହେବାର ନଜିର ରହିଛି। ଅଭିଯୋଗଗୁଡ଼ିକ ଉପରେ ଆଲୋଚନା କରିବା ପରେ…

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ପୋଲିସ…

ହାଇଦାବ୍ରାଦ୍‌ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପିତା କହିଲେ, ମୋ ଝିଅକୁ ଏବେ ମିଳିବ ଶାନ୍ତି

ହାଇଦ୍ରାବାଦ,୬।୧୨: ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଏହାକୁ ନେଇ ହାଇଦ୍ରାବାଦ୍‌ ପୋଲିସକୁ ପ୍ରଶଂସା କରିଛନ୍ତି ମୃତ ଡାକ୍ତରାଣୀଙ୍କ ବାପା। ସେ କହିଛନ୍ତି, ଏହାଦ୍ୱାରା ମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?