Home Middle

ଭୟ କମାଉଛି ବିଳମ୍ବିତ ନ୍ୟାୟ

ନୂଆଦିଲ୍ଲୀ,୪ା୧୨: ପରିସଂଖ୍ୟାନ କହେ ପ୍ରତି ୧୫ ମିନିଟରେ ଭାରତର କେଉଁଠି ନା କେଉଁଠି ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ୨୦୧୭ରେ ରୁଜୁ ହୋଇଥିବା ମୋଟ ୩୨,୫୫୯ ବଳାତ୍କାର ମାମଲା ମଧ୍ୟରୁ ୨୯୮ ଘଟଣା (୦.୯%) ଏପରି ରହିଛି, ଯେଉଁଠି ପୀଡ଼ିତା…

ସରକାରୀ ନିଯୁକ୍ତି ଲାଗି ଗୋଟିଏ ପରୀକ୍ଷା

ନୂଆଦିଲ୍ଲୀ,୪ା୧୨(ପି.ଟି.): ସରକାରୀ ସଂସ୍ଥାରେ ଗ୍ରୁପ୍‌ ବି ଏବଂ ସି ପଦବୀରେ ସମସ୍ତ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ହେବ। ଗୋଟିଏ ସଂସ୍ଥା ଏହି ସାଧାରଣ ଯୋଗ୍ୟତା ପରୀକ୍ଷା (ସିଇଟି) ପରିଚାଳନା କରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଆଣିଛନ୍ତି। ଭାରତୀୟ ପ୍ରଶାସନିକ…

‘ବିକ୍ରମ’ର ସନ୍ଧାନ ପାଇଲେ ଚେନ୍ନାଇ ଇଞ୍ଜିନିୟର

ଓ୍ବାଶିଂଟନ/ନୂଆଦିଲ୍ଲୀ,୪ା୧୨: ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବାର ୨୦ ଦିନ ପରେ ଅର୍ଥାତ୍‌ ସେପ୍ଟେମ୍ବର ୨୬ରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ଉକ୍ତ ସ୍ଥାନର ଏକ ମୋଜାଇକ୍‌ ଛବି ଜାରି କରିଥିଲା। ଏହାସହ ବିକ୍ରମକୁ ଖୋଜି ବାହାର କରିବାରେ…

ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ଭିନ୍ନକ୍ଷମମାନେ ସମାଜର ଗୁରୁତ୍ୱପୂର୍ଣ୍ଣ ଅଂଶ। ସମାଜର ବିକାଶରେ ସେମାନଙ୍କର ମଧ୍ୟ ଅବଦାନ ରହିଛି। ଉପଯୁକ୍ତ ତାଲିମ ଓ ପ୍ରୋତ୍ସାହନ ଦ୍ୱାରା ସେମାନେ ମଧ୍ୟ ଦକ୍ଷତା ଓ ପ୍ରତିଭା ଦେଖାଇ ପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଶ୍ୱ ଭିନ୍ନକ୍ଷମ…

ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୫ପ୍ରତିଶତ ବାସିନ୍ଦା ନିଜ ଜମି…

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି। ଏକ ରିପୋର୍ଟ ଅନୁସାରେ ଶେଷ ଥର ପାଇଁ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ…

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର ବିଶିଷ୍ଟ ୨୫ଟି ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ଏହା ସହିତ ୩୩ ପ୍ରତିଶତ ପ୍ରଶ୍ନରେ…

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର ବହୁ…

‘ମଧୁ ଆପ୍‌’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଉତ୍କଳଗୌରବ ମଧୁସୂଦନ ଦାସଙ୍କ ନାମରେ ନାମିତ ‘ମଧୁ ଆପ୍‌’କୁ ମଙ୍ଗଳବାର ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ପିଲାମାନଙ୍କୁ ସହଜରେ ପାଠ ବୁଝାଇବା ଏବଂ ବିଭିନ୍ନ ପ୍ରଶ୍ନର ଅଭ୍ୟାସ କରାଇବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା…

ନିର୍ଭୟା ମାମଲାର ଦୋଷୀଙ୍କୁ ଖୁବ୍‌ଶୀଘ୍ର ମିଳିପାରେ ଫାଶୀ: ତିହାର ଜେଲ୍‌ରେ ନାହାନ୍ତି ଘାତକ

ନୂଆଦିଲ୍ଲୀ,୩।୧୨: ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ନିକଟରେ ଆଉ ଆଇନର ଆଶ୍ରୟ ନେବାକୁ କୌଣସି ବାଟ ନ ଥିବା ଜଣାପଡିଛି। ତେଣୁ ଏମାନଙ୍କ ଫାଶୀ ଦଣ୍ଡର ତାରିଖ ଖୁବ୍‌ଶୀଘ୍ର ଆସିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଏହାକୁ ନେଇ ଏବେ…

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍‌ ସିଂ ସୂଚନା…

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ

ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ ଜିତେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?