ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’
ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ ସାମିଲ…
ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ଭାରତକୁ ପ୍ରାରମ୍ଭିକ ଝଟକା
ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍ ଲକ୍ଷ୍ୟ ନେଇ କ୍ରିଜ୍କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲି…
ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮
ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି ଖେଳି…
ଦ୍ୱିତୀୟ ଇନିଂସ୍ର ପ୍ରଥମ ‘ମନ୍ କି ବାତ୍’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି
ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍ର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଯେ, ଦେଶବାସୀଙ୍କ…
ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ
ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଅଗଷ୍ଟ ୧୫ ଶ୍ରାବଣ ପୂର୍ଣ୍ଣିମାରେ ଶେଷ ହେବ। ପ୍ରଥମ ତୀର୍ଥଯାତ୍ରୀ ଦଳରେ…
ବଡଗାମ୍ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ
ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…
ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍ର ଆଇଏଏସ୍ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ ନିଯୁକ୍ତି…
୨୬ ଜିଲାରେ ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା ଖର୍ଚ୍ଚ…
ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ
ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା ଥିବା…
ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଭାଜପା…
ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ
ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟୁଛି।…
Archives


