ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ
ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍ ମସଜିଦ୍ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭ ଲୋକଙ୍କର…
ବିକାଶ ପଥରେ ଆତଙ୍କବାଦ କଣ୍ଟା
ଓସାକା,୨୯ା୬ (ପି.ଟି./ଆଇଏଏନ୍ଏସ୍): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ ଅର୍ଥନୈତିକ ବିକାଶ ଓ ସ୍ଥିରତାକୁ ବହୁଳ ଭାବେ ପ୍ରଭାବିତ କରୁଛି। ତେଣୁ ଏହାକୁ…
ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ
ଓସାକା,୨୯ା୬ (ପି.ଟି./ଆଇଏଏନ୍ଏସ୍): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା ଆଦି…
ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି
ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ ନେଟ୍ଓ୍ବାର୍କ…
ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ
ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର ନିର୍ମାଣ…
ପୋଲାଭରମ୍ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍ବେଗ: ଗୃହ କମିଟି ଗଠନ କରିବାକୁ ଦାବି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ ବନ୍ଦ…
୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍ସ କମ୍ପ୍ଲେକ୍ସ: ଅଲିମ୍ପିକ୍, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।…
ମାଲକାନଗିରି ପରେ ଏବେ ଏସ୍ସିବି: ଟିକ୍ଟକ୍ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ
କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ କରୁଥିବା ଖବର ଏସ୍ସିବି ମେଡିକାଲକୁ ଯଥେଷ୍ଟ ବଦନାମ କରିଛି। ଏବେ ଅସହାୟ ରୋଗୀଙ୍କ ସେବାରେ…
ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ…
ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ ରାଜ୍ୟରେ…
ଓଡ଼ିଶାରେ ୫୦୩ ଆର୍ଆଇ, ଅମିନ ପଦବୀ ଖାଲି
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆର୍ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ ଘର…
କୋହଲିଙ୍କ ବିଶ୍ୱ ରେକର୍ଡ
ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍ର ଏକ ମ୍ୟାଚ୍ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍ ପୂରଣ…
Archives


