Home Middle

୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ ପେଷ୍ଟିସାଇଡ୍‌…

ଫଡ୍‌ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି। ଭାଜପା…

ଶିଳ୍ପ ସଂସ୍ଥା ଉପରେ ୩୨୨୫ କୋଟି ଜଳକର ବାକି: ଅଦାଲତରେ ଗଡୁଛି ମାମଲା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗଢି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ଦୈନିକ କେତେ ଜଳ ବ୍ୟବହାର କରିବେ, ସେଥିପାଇଁ ନିର୍ଦ୍ଦିଷ୍ଟ ନିୟମ ରହିଛି। ଶିଳ୍ପ ସଂସ୍ଥାର ଆବଶ୍ୟକତା ଦେଖି ଜଳ ବ୍ୟବହାର କରିବାକୁ ଜଳସମ୍ପଦ ବିଭାଗ ଏବଂ ସମୃକ୍ତ ଶିଳ୍ପସଂସ୍ଥା ମଧ୍ୟରେ ଚୁକ୍ତି ହୋଇଥାଏ।…

ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍‌ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ ୩ ମାସର କୋହଳ ଓ ଚକୋଲେଟ, ଫୁଲତୋଡ଼ା ଦେଇ ସଚେତନ କରିବା ପରେ ବି…

ଦେଶରେ ଥମୁନି ଲଜ୍ଜା

ନୂଆଦିଲ୍ଲୀ,୨ା୧୨: ଦୁଇବର୍ଷ ବିଳମ୍ବ ପରେ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ ଗତ ଅକ୍ଟୋବର ୨୮ରେ ପ୍ରକାଶ ପାଇଥିଲା ଭାରତର ବାର୍ଷିକ ଅପରାଧ ରିପୋର୍ଟ-୨୦୧୭। ଉକ୍ତ ରିପୋର୍ଟ ଅନୁସାରେ ୨୦୧୭ରେ ମୋଟ ୩,୫୯,୮୪୯ଟି ମହିଳା ବିରୋଧୀ ଅପରାଧ ମାମଲା ରୁଜୁ…

ଲୋକପାଳ ଦେଉଛନ୍ତି ୫୦ ଲକ୍ଷ ହୋଟେଲ ଭଡ଼ା

ନୂଆଦିଲ୍ଲୀ,୨ା୧୨: ନୂଆଦିଲ୍ଲୀରେ ଲୋକପାଳ ମାସକୁ ୫୦ ଲକ୍ଷ ଟଙ୍କା ହୋଟେଲ ଭଡ଼ା ଦେଉଛନ୍ତି। ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଏହା ସତ। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ମଗାଯାଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ପି.ସି.…

ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ବିଫଳ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧।୧୨: ଭାରତରେ ବଡ଼ ଧରଣର ଆକ୍ରମଣ କରିବା ପାଇଁ ଆତଙ୍କବାଦୀଙ୍କ ଏକ ଷଡ଼ଯନ୍ତ୍ର ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ସୋପୋରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ୩୨ ରାଷ୍ଟ୍ରୀୟ ରାଇଫଲସ୍‌, ସ୍ପେଶାଲ ଅପରେଶନ୍‌ ଗ୍ରୁପ୍‌ ଏବଂ ସିଆର୍‌ପିଏଫ୍‌ ୯୨ ବାଟାଲିୟନ୍‌ ଯବାନଙ୍କ…

୧୦ ମାସରେ ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି: ଦଣ୍ଡକାରଣ୍ୟରେ ସର୍ବାଧିକ

ରାୟପୁର,୧।୧୨: ଗତ ୧୦ ମାସରେ ଦେଶର ବିଭିନ୍ନ ମାଓବାଦୀ ପ୍ରବଣ ଅଞ୍ଚଳରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସର୍ବାଧିକ ୬୦ ପ୍ରତିଶତ ଅର୍ଥାତ୍‌ ୭୮ ମାଓବାଦୀଙ୍କ ଏନ୍‌କାଉଣ୍ଟର ଦଣ୍ଡକାରଣ୍ୟ ଅଞ୍ଚଳରେ ହୋଇଛି। ୨୦୧୮ ଡିସେମ୍ବରରୁ ୨୦୧୯…

ବାଗଡେର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଆଉ ଜଣେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଟିଟିଲାଗଡ଼,୧।୧୨(ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ରବିବାର ଏକ ବଡ଼ ସଫଳତା ମିଳିଛ। ଟିଟିଲାଗଡ଼ ଥାନା ଅନ୍ତର୍ଗତ ବାଗଡେର ଗାଁ ନିକଟରେ ଘଟିଥିବା ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତଙ୍କୁ ଧରି ପୋଲିସ କୋର୍ଟ ଚାଲାଣ କରିଛି । ସୂଚନାଯୋଗ୍ୟ, ଘଣ୍ଟବାହାଲି ଗ୍ରାମର…

ମହାରାଷ୍ଟ୍ର ମେଣ୍ଟ ସରକାର: ଫାଇଦାରେ ଏନ୍‌ସିପି !

ମହାରାଷ୍ଟ୍ର,୧।୧୨: ମହାରାଷ୍ଟ୍ର ୩ ଦଳିଆ ମେଣ୍ଟ ସରକାରରେ ଏନ୍‌ସିପି ଫାଇଦାରେ ରହିଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ବାଚସ୍ପତି ପଦରେ ସନ୍ତୁଷ୍ଟ ରହିଥିବାବେଳେ ଏନ୍‌ସିପି ଉପମୁଖ୍ୟମନ୍ତ୍ରୀ ପଦ ନେବା ସହିତ ସର୍ବାଧିକ ୧୬ ମନ୍ତ୍ରଣାଳୟ ନେବ। ଅପରପକ୍ଷରେ ଶିବସେନା ପାଖରେ ଉପମୁଖ୍ୟମନ୍ତ୍ରୀ…

ପରମ୍ପରା ବଜାୟ ରଖିଲା ଭାଜପା: ଛାଡିଲା ବାଚସ୍ପତି ପଦ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ଭାବେ କଂଗ୍ରେସ ନେତା ନାନା ପାଟୋଲେଙ୍କୁ ମିଳିଛି ଏହି ଆସନ। ପୂର୍ବରୁ ଏଥିପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ରବିବାର ସକାଳେ ସେ ଏହାକୁ ପ୍ରତ୍ୟାହାର କରି ନେଇଥିଲେ।…

କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ସର୍ବଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?