କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ
ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ…
ଯେତିକି ପାରିବ ସେତିକି
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…
୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…
ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଉଭୟ ପକ୍ଷର ପ୍ରତିନିଧି ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ…
ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ
ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ…
ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…
ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ
ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଏହି ମର୍ମରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏକ ମାମଲାରେ…
ଡିଜିଟାଲ୍ ଯୁଗରେ ବି କ୍ୟାଶ୍ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା
ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି। ଚଳିତ ଜାନୁଆରୀ ସୁଦ୍ଧା ବଜାରରେ ନଗଦ ଅର୍ଥର ପରିମାଣ…
ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ
ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ ପଡ଼ିବାକୁ ଯାଉଛି। ଅଷ୍ଟ୍ରେଲିଆର ପ୍ରସିଦ୍ଧ ଖବରକାଗଜ ‘ଦି ଏଜ୍’ର ରିପୋର୍ଟ ଅନୁଯାୟୀ, ଆଇସିସି…
ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ସଂରକ୍ଷିତ ପୋଲିସ ବଳ (CRPF) କ୍ୟାମ୍ପସରେ ଆୟୋଜିତ ପ୍ରତିଷ୍ଠା ଦିବସ…
ଟି-୨୦ ବିଶ୍ୱକପ୍ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ
ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଫଳରେ ପୂର୍ବତନ ଚାମ୍ପିୟନ ଅଷ୍ଟ୍ରେଲିଆ ବିଶ୍ୱକପ୍ ଦୌଡ଼ରୁ ବାହାର ହୋଇଯାଇଛି। ମ୍ୟାଚ୍ ବାତିଲ…
ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ସୋସିଆଲ ମିଡିଆ ବ୍ୟବହାର…
ମହଙ୍ଗା ହେଲା ସିଗାରେଟ୍: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂତନ ଅବକାରୀ ଶୁଳ୍କର ପ୍ରଭାବକୁ ଭରଣା କରିବା ପାଇଁ କମ୍ପାନୀ ଏହି ପଦକ୍ଷେପ…
Archives


