ଅତ୍ୟଧିକ ଶାରୀରିକ ଶ୍ରମ ଭାରତୀୟ ଗ୍ରାମୀଣ ମହିଳାଙ୍କୁ କରୁଛି ରୁଗ୍ଣ: ସର୍ଭେ ରିପୋର୍ଟ
ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରିଟେନ୍ର ଇଷ୍ଟ୍ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା…
ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ
ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…
ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍: ଜଣେ ମୃତ
ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍ବେହାରଠାରେ ହିଜ୍ବୁଲ୍ ମୁଜାହିଦ୍ଦିନ୍ର ୫ରୁ ୬ ଜଣ ଏବଂ ଅସାଂର୍ ଗଜବନ୍ ଉଲ୍ ହିନ୍ଦ୍ ଆତଙ୍କବାଦୀ ସଂଗଠନର ୩…
ଭାରତ ସପକ୍ଷରେ ୫୫ ରାଷ୍ଟ୍ର
ଜାତିସଂଘ,୨୭ା୬: ଅନ୍ତର୍ଜାତୀୟସ୍ତରରେ ଭାରତର ପ୍ରଭାବ ବୃଦ୍ଧି ପାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ର ଅସ୍ଥାୟୀ ଆସନରେ ଭାରତର ସଦସ୍ୟତାକୁ ଚାଇନା, ପାକିସ୍ତାନ ସମେତ ୫୫ଟି ରାଷ୍ଟ୍ର ସମର୍ଥନ ଜଣାଇଛନ୍ତି। ଏହି ଆସନ ଲାଗି ସଦସ୍ୟତା ଅବଧି ୨ ବର୍ଷ। ଆସନ୍ତାବର୍ଷ ଜୁନ୍ରେ…
ଗୃହରେ ଭିଡ଼ହିଂସା, ଶିଶୁମୃତ୍ୟୁ ତାତି
ନୂଆଦିଲ୍ଲୀ,୨୭ା୬(ପି.ଟି./ଆଇଏଏନ୍ଏସ୍): ଭାଜପା ଶାସିତ ଝାଡ଼ଖଣ୍ଡସ୍ଥିତ ଷଢ଼େଇକଳା-ଖରସୁଆଁ ଜିଲାର ମୁସ୍ଲିମ୍ ଯୁବକ ତବ୍ରେଜ୍ ଅନ୍ସାରୀଙ୍କୁ ଚୋରି ସନ୍ଦେହରେ ଧରି ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ପରେ ପିଟିପିଟି ମାରିଦେବା ଘଟଣାକୁ ନେଇ ବିବାଦ ଥମୁନାହିଁ। ଏହି ଭିଡ଼ହିଂସାର ତାତି ବୁଧବାର ପାର୍ଲାମେଣ୍ଟରେ…
ଏନ୍ଆର୍ସିରୁ ଆଉ ଲକ୍ଷେ ବାଦ୍ ପଡ଼ିଲେ
ଗୁଆହାଟୀ,୨୭ା୬(ପି.ଟି.) :ଆସାମ ସରକାରଙ୍କ ପକ୍ଷରୁ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ପ୍ରକାଶ ପାଇଛି। ଏଥିରୁ ଆଉ ଲକ୍ଷାଧିକ ଲୋକ ବାଦ୍ ପଡ଼ିଛନ୍ତି। ଗତବର୍ଷ ଜୁଲାଇ ୩୦ରେ ପ୍ରକାଶିତ ଏନ୍ଆର୍ସି ଚିଠାରୁ ଆସାମର ୪୦ ଲକ୍ଷ ଲୋକଙ୍କୁ ବାଦ୍ ଦିଆଯାଇଥିବାବେଳେ ଏହାକୁ ନେଇ…
କୃଷକଙ୍କ ସଂଖ୍ୟା ଜାଣିନାହାନ୍ତି ସରକାର
ଭୁବନେଶ୍ୱର,୨୭।୬(ବ୍ୟୁରୋ): କୃଷକଙ୍କ ସଂଖ୍ୟାକୁ ନେଇ ବୁଧବାର ବିଧାନସଭା ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ ରାଜ୍ୟରେ କେତେ ଚାଷୀ ଅଛନ୍ତି ଓ କେତେ କମିଛନ୍ତି ତା’ର ଜବାବ ତଲବ…
ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର ହଙ୍ଗାମା କରିଛନ୍ତି। ଭୁବନେଶ୍ୱରରେ ଇଚ୍ଛାଧୀନ କୋଟାରେ ଘର ନେବା ଓ ଏହି ଘଟଣାରେ…
ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍ଟକ୍ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ
ମାଲକାନଗିରି,୨୬।୬(ସ୍ବ.ପ୍ର.): ସରକାରୀ ଡାକ୍ତରଖାନାରେ ନିୟୋଜିତ ଡାକ୍ତର ତଥା ନର୍ସମାନଙ୍କର ରୋଗୀଙ୍କୁ ଅବହେଳାର ଅନେକ ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ଶିଶୁମାନେ ଏଥିରୁ ବାଦ୍ ପଡ଼ୁନାହାନ୍ତି। ଏଭଳି ଏକ ଘଟଣାକ୍ରମରେ ମାଲକାନଗିରି ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର ନବଜାତ ଶିଶୁ ସୁରକ୍ଷା କକ୍ଷ(ଏସ୍ଏନ୍ସିୟୁ)ରେ…
କଂଗ୍ରେସର ୫୧ ଏମ୍ପିଙ୍କ କଥା ମାନିଲେନି ରାହୁଲ: ଅଧ୍ୟକ୍ଷ ହେବାକୁ କଲେ ମନା
ନୂଆଦିଲ୍ଲୀ,୨୬।୬: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଅଡ଼ି ବସିଛନ୍ତି। ବୁଧବାର ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସର ୫୨ ଏମ୍ପିଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାହୁଲ…
ବିହାର-ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ: ନୀତି ଆୟୋଗ ରିପୋର୍ଟ
ନୂଆଦିଲ୍ଲୀ,୨୬।୬: ବିହାର ଏବଂ ଉତ୍ତରପ୍ରଦେଶରେ ସ୍ବାସ୍ଥ୍ୟ ସେବା ଅତି ଖରାପ ବୋଲି ନୀତି ଆୟୋଗ ଦ୍ୱାରା ପ୍ରକାଶିତ ସ୍ବାସ୍ଥ୍ୟ ସୂଚକାଙ୍କ-୨୦୧୯ ରିପୋର୍ଟରେ ଦର୍ଶାଯାଇଛି। ବିହାର ୨୦ ଏବଂ ଉତ୍ତରପ୍ରଦେଶ ୨୧ତମ ସ୍ଥାନରେ ରହିଛନ୍ତି। ବିହାର ଏବଂ ଉତ୍ତରପ୍ରଦେଶରେ ଭାଜପା ସରକାର ଥିଲେ…
ତ୍ରାଲ୍ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୪୨ ରାଷ୍ଟ୍ରୀୟ ରାଇଫଲସ୍ ଏବଂ ଏସ୍ପିଜି ଯବାନ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ…
Archives


