Home Middle

ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ

ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ଇସ୍‌ଲାମାବାଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ଦୁଇ ରାଷ୍ଟ୍ର ଆହ୍ବାନ ଦେଇଛନ୍ତି।…

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା: ନ୍ୟାୟ ମାଗିଲେ ଯୁବି, ଭଜି

ହାଇଦ୍ରାବାଦ,୦୧।୧୧- ନିକଟରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ, ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୋଷୀମାନଙ୍କୁ ଫାଶୀ ଦଣ୍ଡ ଦେବାକୁ ସୋସିଆଲ ମିଡିଆରେ କ୍ୟାମ୍ପେନ ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଦୁଇ ପୂର୍ବତନ ଷ୍ଟାର…

ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ହାର ୬୨.୮୭ ପ୍ରତିଶତ ରହିଛି। ପ୍ରଥମ ପର୍ଯ୍ୟାୟରେ ୬ ଜିଲାରେ ୧୩…

ଏଣିକି ରାସ୍ତାରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବନି ପୋଲିସ: ଘରକୁ ପଠାଯିବ ଚାଲାଣ, ନ ଦେଲେ ଆର୍‌ଟିଓ ଖାତାରେ ଗଡ଼ିବ ସୁଧମୂଳ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରବିବାରଠାରୁ ସଂଶୋଧିତ ନୂତନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାକୁ ଯାଉଛି। ଏଥର ପୋଲିସ ଆଉ ରାସ୍ତା ମଝିରେ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବ ନାହିଁ। ନୂଆ ବ୍ୟବସ୍ଥାରେ କମିଶନରେଟ ପୋଲିସ ଉଲ୍ଲଘଂନକାରୀଙ୍କଠାରୁ କଡ଼ାଗଣ୍ଡା କରି ସୁଧମୂଳ ଅସୁଲ କରିବ।…

ଉଦ୍ଧବ ଦେଲେ ଶକ୍ତି ପରୀକ୍ଷା: ୧୬୯ ବିଧାୟକଙ୍କ ସମର୍ଥନ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଶନିବାର ବିଧାନ ଭବନରେ ଶକ୍ତି ପରୀକ୍ଷା ଦେଇଛନ୍ତି। ଶକ୍ତି ପରୀକ୍ଷାରେ ଉଦ୍ଧବ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଛନ୍ତି। ୧୬୯ ବିଧାୟକ ଉଦ୍ଧବ ସରକାରଙ୍କ ସପକ୍ଷରେ ଭୋଟ ଦେଇଛନ୍ତି। ସରକାରଙ୍କ ବିପକ୍ଷରେ କୌଣସି ସଦସ୍ୟ ଭୋଟ…

ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ

କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍‌ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ ସର୍ଜିକାଲ…

ଜଳବାୟୁ ପରିବର୍ତ୍ତନ:ଛାତ୍ରୀଛାତ୍ର ଭିଡ଼ିଲେ ଅଣ୍ଟା; ସରକାରଙ୍କ ଆଗରେ ରଖିଲେ ଦାବି

ନୂଆଦିଲ୍ଲୀ/ସିଡ୍‌ନୀ,୩୦।୧୧: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିବାକୁ ଯାଉଛି। ଏହି ମର୍ମରେ ସୁଇଡେନ୍‌ର ୧୬ ବର୍ଷ ବୟସ୍କା ଜଳବାୟୁ କର୍ମୀ ଗ୍ରେଟା ଥନବର୍ଗଙ୍କ ଆହ୍ବାନରେ ପୃଥିବୀର ବିଭିନ୍ନ ଅଞ୍ଚଳର ସ୍କୁଲ କଲେଜର ଛାତ୍ରୀଛାତ୍ର ଏକଜୁଟ…

ଏଡସ୍‌ ମହାମାରୀ: ଆରୋଗ୍ୟ ନ ହେଲେ ବି ବଞ୍ଚିବା ସମ୍ଭବ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୧୧: ପୃଥିବୀରେ ଏଡସ୍‌ ମହାମାରୀ ବିଭିନ୍ନ ବିକଶିତ ରାଷ୍ଟ୍ରଙ୍କୁ ଚିନ୍ତାରେ ପକାଇଛି। ଏ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୧ରେ ଏଡସ୍‌ ଦିବସ ପାଳିତ ହୋଇଥାଏ। ସଚେତନତା ଦ୍ୱାରା କିଭଳି ଏହାର ସଂକ୍ରମଣକୁ ପ୍ରତିରୋଧ କରାଯାଇ ପାରିବ ତାହା…

ଭାରତ ବିରୋଧରେ ପାକିସ୍ତାନ ଜାରି ରଖିଛି ଆତଙ୍କବାଦ ଛାୟାଯୁଦ୍ଧ: ରାଜନାଥ

ପୁଣେ,୩୦।୧୧: ଭାରତ ବିରୋଧରେ ପାକିସ୍ତାନ ଆତଙ୍କବାଦ ଛାୟାଯୁଦ୍ଧ ଜାରି ରଖିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏନ୍‌ଡିଏର ୧୩୭ତମ ପାସିଙ୍ଗ୍‌ ଆଉଟ୍‌ ପରେଡ ଉତ୍ସବରେ ଯୋଗଦେଇ ରାଜନାଥ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫ ଭୋଟର ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପ୍ରର୍ଯ୍ୟାୟରେ ୬ଟି ଜିଲାର ୧୩ଟି…

ମାଡ଼ି ଆସୁଛି ପାଣି ସଙ୍କଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଭୟଙ୍କର ବିପଦର ଆଭାସ ଦେଲାଣି। ପାଣିମୁନ୍ଦେ ପାଇଁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଏବେଠାରୁ ଜଳ ଜଳ ହୋଇ ଦିଶିଲାଣି। ନଦୀ, ହ୍ରଦ ଜଳସ୍ତର ହ୍ରାସ ପାଉଥିବାବେଳେ ଭୂତଳ…

କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?