ଓଡ଼ିଶାରେ ୬୪ ଜୀବନ ନେଇଛି ଫନୀ
ନୂଆଦିଲ୍ଲୀ, ୨୬ା୬(ପି.ଟି.): ବାତ୍ୟା ‘ଫନୀ’ ଯୋଗୁ ଓଡ଼ିଶା ବିଶେଷଭାବେ ପ୍ରଭାବିତ ହୋଇଥିବାବେଳେ ଏଥିରେ ୬୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟରେ ଦର୍ଶାଯାଇଛି। ରାଜ୍ୟର ମୋଟ ୧.୪ ଲକ୍ଷ ହେକ୍ଟର ଚାଷଜମି ଏହାଦ୍ୱାରା ପ୍ରଭାବିତ ହୋଇଥିବା ମଙ୍ଗଳବାର ରିପୋର୍ଟରେ…
ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରକୁ ବିପଦ
ନୂଆଦିଲ୍ଲୀ, ୨୬ା୬: ଏକଚ୍ଛତ୍ରବାଦୀ ମାନସିକତା ଗଣତନ୍ତ୍ରର ସଫଳତା ଲାଗି ବିପଦ ସୃଷ୍ଟି କରିଥାଏ। ଇମର୍ଜେନ୍ସି ଲଗାଇ ସରକାର ନିଜ ଲୋକଙ୍କୁ ଜେଲ୍ ପଠାଇ ନିର୍ଯାତନା ଦେବା ଅନୁଚିତ। ଏହା ଅଦାଲତଙ୍କ କାମ, ସେ ହିଁ ଜେଲ୍ କିମ୍ବା ବେଲ୍ ଲାଗି ନିର୍ଦ୍ଦେଶ…
ସମଲେଶ୍ୱରୀ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ
ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍ ଲାଇନ୍ ମରାମତି କରୁଥିବା ଏକ ମେଣ୍ଟେନାନ୍ସ ଇଞ୍ଜିନ୍ ଧକ୍କା ଦେବା ଯୋଗୁ ଟ୍ରେନ୍ର ଇଞ୍ଜିନ୍ରେ ନିଆଁ ଲାଗିଯାଇଛି।…
ବିରୋଧୀ ଦଳ ନେତା ଘୋଷଣାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ: ବୁଧବାର ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭାଜପା ଓ ବିଜେଡି ମଧ୍ୟରେ ଥିବା ଖୋଲା ବୁଝାମଣା ଏବଂ ବିରୋଧୀ ଦଳ ନେତା ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା କରା ନ ଯାଇ ବାଚସ୍ପତି ତାଙ୍କୁ ଭାଷଣ ଦେବାକୁ କିପରି…
ବିଧାନସଭା ପରିଚାଳନା ପାଇଁ ଗଠନ ହେଲା ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିଧାନସଭା ପରିଚାଳନା ପାଇଁ ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ ଗଠନ କରାଯାଇଛି। ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧିଷ୍ଠାତା ମଣ୍ଡଳୀଙ୍କ ନାମ ଘୋଷଣା କରିଛନ୍ତି। ସେମାନେ ହେଲେ ଦେବୀପ୍ରସାଦ ମିଶ୍ର, ପ୍ରଫୁଲ କୁମାର ସାମଲ, ଅଶ୍ୱିନୀ ପାତ୍ର, ସ୍ନେହାଙ୍ଗିନୀ ଛୁରିଆ,…
ବିଧାନସଭାର ପ୍ରଥମ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପରଲୋକଗତ ସଦସ୍ୟ ତଥା ପୂର୍ବତନ ସିଆର୍ପିଏଫ୍ କନଷ୍ଟେବଳଙ୍କ ବିୟୋଗରେ ଗୃହରେ ଶୋକ କରାଯାଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଏହାପରେ ପୂର୍ବାହ୍ନ ୧୧ଟା ୨୫…
ମୋଦି ସରକାରଙ୍କ ବିଦେଶ ନୀତି: ୨ ବର୍ଷରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା
ନୂଆଦିଲ୍ଲୀ,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ସମୟରେ ଗତ ୨ ବର୍ଷ ମଧ୍ୟରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା ଦିଆଯାଇଛି। ଏନେଇ ଲୋକ ସଭାରେ ଆଗତ ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସରକାରଙ୍କ ପକ୍ଷରୁ ଏହି…
ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ: ଅଭିଭାଷଣ ରଖିଲେ ରାଜ୍ୟପାଳ; ଭୁବନେଶ୍ୱର-କଟକ ମେଟ୍ରୋ ରେଳ ଦ୍ୱାରା ସଂଯୋଗ ଉଦ୍ୟମ
ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନ୍ତି। ଦିବଂଗତ ପୂର୍ବତନ ଏମ୍ପି, ବିଧାୟକ ଏବଂ ଶହୀଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ବାତ୍ୟା…
ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ
ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସମ୍ବିଧାନ ତଥା ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ
ଶ୍ରୀନଗର,୨୫।୬: ପାକ୍ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍ପ୍ୟାଡ୍ରେ ୩ ଶହରୁ ଅଧିକ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଛି। ସୁଯୋଗ ଦେଖି ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ଯୋଜନା କରୁଛନ୍ତି।…
ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ
ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ ବୋଲି କେତେକ ଗବେଷକଙ୍କ ମତ ଦେଇଛନ୍ତି। ଏନେଇ ନ୍ୟାସନାଲ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଡ.…
୪ ସନ୍ଦିଗ୍ଧ ଆଇଏସ୍ ଆତଙ୍କବାଦୀ ଗିରଫ
କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା ରେଳ ଷ୍ଟେଶନର ପାର୍କିଂ ଅଞ୍ଚଳରେ ଚଢ଼ାଉ କରାଯାଇ ୪ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।…
Archives


