ଆକ୍ସନ ମୁଡ୍ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା
ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ ସଙ୍ଗଠନକୁ ଦୃଢ କରିବାକୁ ଲାଗି ପଡିଥିବା କୁହାଯାଉଛି। ପୂର୍ବରୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ…
ଲୋକ ସଭାରେ ଆଧାର ବିଲ୍ ଆଗତ
ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍ ସୋମବାର ଲୋକ ସଭାରେ ଆଗତ ହୋଇଛି। ଗତ ମାର୍ଚ୍ଚରେ ଜାରି ହୋଇଥିବା ଅଧ୍ୟାଦେଶ ସ୍ଥାନରେ…
ଅପରେଶନ୍ ଅଲ୍ ଆଉଟ୍: ୬ ମାସରେ ୧୧୪ ଆତଙ୍କବାଦୀ ନିହତ
ଶ୍ରୀନଗର,୨୪।୬: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଅପରେଶନ ଅଲ୍ ଆଉଟ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଗତ ୬ ମାସ ମଧ୍ୟରେ ୧୪୪ ଜଣ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍…
ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଓଡ଼ିଶାର ୩ ପ୍ରାର୍ଥୀ
ଭୁବନେଶ୍ୱର, ୨୪।୬: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୩ ପ୍ରାର୍ଥୀ। ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ୍ ପାତ୍ର ଏବଂ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱିନୀ…
ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ
ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା ଭିତରେ ସୀମିତ ରଖାଯିବ। ଉଭୟ ବିରୋଧୀ ଓ ଶାସକ ଦଳ ପକ୍ଷରୁ ସୋମବାର ଅନୁଷ୍ଠିତ…
୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି। ଷଡ଼ଙ୍ଗୀ…
ବାଲାକୋଟ୍ ଷ୍ଟ୍ରାଇକ୍ ପରେ ଭାରତ ସୀମାରେ ପ୍ରବେଶ କରିନି ପାକିସ୍ତାନ ବିମାନ: ଧନୋଓ୍ବା
ନୂଆଦିଲ୍ଲୀ, ୨୪।୬: ବାଲାକୋଟ ଷ୍ଟ୍ରାଇକ୍ ପରେ ଫେବୃୟାରୀ ୨୭ରେ ଭାରତୀୟ ସୀମାରେ ପାକିସ୍ତାନ ଯୁଦ୍ଧ ବିମାନ ପ୍ରବେଶ କରି ନ ଥିଲା ବୋଲି ଏୟାର ଚିଫ୍ ମାର୍ଶାଲ ବି.ଏସ୍. ଧନୋଓ୍ବା ସୂଚନା ଦେଇଛନ୍ତି। ଭାରତୀୟ ବାୟୁସେନା ସୀମାରେ ଥିବା ଆତଙ୍କବାଦୀ ଶିବିର…
ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର
ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ…
ମସ୍ତିଷ୍କ ଜ୍ୱର ଶିଶୁମୃତ୍ୟୁ: କେନ୍ଦ୍ର ଓ ବିହାର ସରକାରଙ୍କୁ ରିପୋର୍ଟ ତଲବ୍ କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୨୪।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣାରେ ସୁପ୍ରିମ୍କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କ ସହିତ ବିହାର ସରକାରଙ୍କୁ ଧିକ୍କାରିବା ସହିତ ଏନେଇ ରିପୋର୍ଟ ତଲବ କରିଛନ୍ତି। ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଛି।…
ବୋଫର୍ସ ତୋପ ଦୁର୍ନୀତି: ୧୦୬ ବିରୋଧୀ ଏମ୍ପି ଦେଇଥିଲେ ଇସ୍ତଫା
ନୂଆଦିଲ୍ଲୀ,୨୪।୬: ବୋଫର୍ସ ତୋପକୁ ବିରୋଧ କରି ୩୦ ବର୍ଷ ତଳେ ୧୯୮୯ ଜୁନ୍ ୨୪ରେ ଲୋକ ସଭାର ୧୧୦ ବିରୋଧୀ ଏମ୍ପିଙ୍କ ମଧ୍ୟରୁ ୧୦୬ ଜଣ ଇସ୍ତଫା ଦେଇଥିଲେ। ଭି.ପି. ସିଂ ଙ୍କ ନେତୃତ୍ୱରେ ବିରୋଧୀ ଏକତ୍ରିତ ହୋଇଥିଲେ। ଅଟଳ ବିହାରୀ…
୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ
ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍ ୨୪ରେ ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ଏହାପରେ ଜୁନ୍ ୨୫ ମଧ୍ୟରାତ୍ରରୁ ରାଷ୍ଟ୍ରପତି ଫକରୁଦ୍ଦିନ୍ ଅଲ୍ଲୀ ଅହମ୍ମଦ୍ ସାମ୍ବିଧାନିକ ଧାରା ୩୫୨…
୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା
ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର ୬ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୭ ଜାନୁୟାରୀ ୨୩ରେ ଏହି ପଦରେ…
Archives


