ଆଜିଠୁ ମୌସୁମୀ ବର୍ଷା : ୩ ଦିନ ବର୍ଷିବ, ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ସ୍ବାଭାବିକ (ଜୁନ ୧୦)ଠାରୁ ୧୦ ଦିନ ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ୨୧ ତାରିଖ ସନ୍ଧ୍ୟାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ମୌସୁମୀ ବର୍ଷା ଲାଗି ରହିବ ବୋଲି…
ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍ସାଇଟ୍ରେ ନିଜ…
ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନର ଷଡ଼ଯନ୍ତ୍ର: ଭାରତ ମହାସାଗର ବାଟେ ଦେଶରେ ଅନୁପ୍ରବେଶ ଯୋଜନା
ନୂଆଦିଲ୍ଲୀ,୨୦।୬: ଭାରତରେ ଅନୁପ୍ରବେଶ ପାଇଁ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଭାରତ ମହାସାଗର ବାଟେ ଦେଶରେ ପ୍ରବେଶ କରିବା ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଭାରତ…
ଜନ୍ମମାଟିରେ ଶହୀଦ ଅଜିତ୍ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ
କାମାକ୍ଷାନଗର,୨୦।୬(ଡି.ଏନ୍.ଏ.): ଶହୀଦ ଅଜିତ୍ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍ଙ୍କ ଶେଷ…
୨୦୨୦ ସୁଦ୍ଧା ୨୧ ଭାରତୀୟ ସହର ହେବ ଭୂତଳ ଜଳ ଶୂନ୍ୟ: ନୀତି ଆୟୋଗ ରିପୋର୍ଟ
ନୂଆଦିଲ୍ଲୀ,୨୦।୬: ଦେଶରେ ଜଳସଙ୍କଟ ଉତ୍କଟ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ତଥା କଂକ୍ରିଟ୍ ଜଙ୍ଗଲ ଯୋଗୁ ଧୀରେଧୀରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆସନ୍ତା ୨୦୨୦ ସୁଦ୍ଧା ଦେଶର ୨୧ଟି ସହର ଭୂତଳ ଜଳ ଶୂନ୍ୟ ହେବାର ଆଶଙ୍କ ଦେଖାଦେଇଛି। ଏନେଇ…
ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ ଜୁନ ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା। ମାତ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହକୁ…
ବିନା ଭେଦଭାବରେ ଦେଶର ସାମୁହିକ ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି ଏନ୍ଡ଼ିଏ ସରକାର: ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ୍ ହଲରେ ଗୁରୁବାର ସମବେତ ରାଜ୍ୟ ସଭା ଏବଂ ଲୋକ ସଭା ଏମ୍ପିଙ୍କୁ ସମ୍ବୋଧିତ କରିଛନ୍ତି। ଏନ୍ଡ଼ିଏ ସରକାର ବିନା ଭେଦଭାବରେ ଦେଶର ସାମୁହିକ ବିକାଶ ପାଇଁ କାର୍ଯ୍ୟ କରୁଥିବା ସେ ପ୍ରକାଶ କରିଛନ୍ତି।…
ହିଜ୍ବୁଲ୍ ମୁଜାହିଦ୍ଦିନ୍ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ: ପ୍ରଥମେ ଭାରତୀୟ ସେନା ଉପରେ କରିବାକୁ ହେବ ଆକ୍ରମଣ
ଶ୍ରୀନଗର,୨୦।୬: ଆତଙ୍କବାଦୀ ସଂଗଠନ ହିଜ୍ବୁଲ୍ ମୁଜାହିଦ୍ଦିନ୍ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ ରଖାଯାଇଛି। ଆତଙ୍କବାଦୀ ସଂଗଠନରେ ଯୋଗଦେବା ଲାଗି ଆବେଦନକାରୀଙ୍କ ଆଗ୍ରହ ପ୍ରଥମେ ପ୍ରମାଣ କରିବାକୁ ହେବ। ଏଥି ସକାଶେ ପ୍ରଥମେ ଭାରତୀୟ ସେନା ଉପରେ ଆକ୍ରମଣ କରିବାକୁ ପଡ଼ିବ। ଏନେଇ…
ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ
ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର ବିକାଶରେ ବାଧକ ସାଜିଛି ରାସ୍ତା। ଜଙ୍ଗଲ ମୂଳକରେ ଭଗବାନ ଭରସାରେ ଜୀବନ ବିତାଉଛନ୍ତି…
ବର୍ଷକୁ ୭ କୋଟି ଲୋକ ଦେଶାନ୍ତର ହେଉଛନ୍ତି
ଜେନେଭା,୨୦ା୬(ଆଇଏଏନ୍ଏସ୍): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ଜାତିସଂଘର ଶରଣାର୍ଥୀ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ (ୟୁଏନ୍ଏଚ୍ସିଆର୍)…
ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ ନିର୍ବାଚନ ପାଇଁ ପ୍ରସ୍ତାବ ଦେଇଥିବାବେଳେ ବୁଧବାର ଏସଂକ୍ରାନ୍ତରେ ସହମତି ଲାଗି ଏକ ସର୍ବଦଳୀୟ…
ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ
ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ‘ଗୋଟିଏ…
Archives


