ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ ଘୋଷଣା ପରେ ଏହା ପ୍ରମାଣିତ ହୋଇଥିବା କୁହାଗଲାଣି । ସଂଖ୍ୟାଗରିଷ୍ଠ ଥାଇ ବିଜେଡି…
ବିଶ୍ୱକପ୍ରେ ଭାରତଠାରୁ ହାରିବା ନୂଆ ନୁହେଁ
ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଭାରତ ବିପକ୍ଷ ମ୍ୟାଚରେ ପରାଜୟ ତାଙ୍କ ଦଳ…
ବିଶ୍ୱକପ୍ରେ ଭାରତର ୫୦ତମ ବିଜୟ
ସାଉଥାମ୍ପ୍ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍ରେ ଭାରତ ଏହାର ୫୦ତମ ମ୍ୟାଚ୍ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଏହି କୃତୀତ୍ୱ ହାସଲ କରିଛି। ୧୯୭୫ ମସିହାରୁ ବିଶ୍ୱକପ୍ ଆରମ୍ଭ…
ସ୍କୁଲ ଯିବାକୁ ଛାତ୍ରୀଛାତ୍ରଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ: ୭୫% ଉପସ୍ଥାନ ଥିଲେ ବର୍ଷକୁ ମିଳିବ ୬ ହଜାର
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ୧୦ରୁ କମ୍ ଛାତ୍ରୀଛାତ୍ର ଥିବା ସ୍କୁଲକୁ ବନ୍ଦ କରାଯିବ। ରାଜ୍ୟରେ ଏଭଳି ୯୬୬ଟି ସ୍କୁଲ ଚିହ୍ନଟ କରାଯାଇଛି। ତେବେ ବନ୍ଦ ହୋଇଥିବା ସ୍କୁଲର ପିଲା ନିକଟ ସ୍କୁଲରେ ପାଠ ପଢ଼ିବେ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍କୁଲ…
୧୭ ବର୍ଷରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି: ୨୦୨୦ ସୁଦ୍ଧା ରୋପଣ ହେବ ୧୨୧ କୋଟି ବୃକ୍ଷ ଚାରା
ନୂଆଦିଲ୍ଲୀ,୨୨।୬: ଦେଶରେ ଗତ ୧୭ ବର୍ଷ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗକିମିରୁ ଅଧିକ ବୃଦ୍ଧି ପାଇଛି। ନେଇ ଭାରତୀୟ ଜଙ୍ଗଲ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ୨୦୦୦ରୁ ୨୦୧୭ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ୮ଶହ ୮୧…
ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ
ଜୁରିକ୍,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା ଅନ୍ୟ କିଛି ବସ୍ତୁ ମିଳିଲେ କେତେ ଲୋକ ଏହାକୁ ମାଲିକ ପାଖରେ ପହଞ୍ଚାଇଥାନ୍ତି…
ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ
ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି। ଏନେଇ ମନ୍ତ୍ରୀ ସୁଭାଷ ଦେଶମୁଖ ବିଧାନସଭାରେ ତଥ୍ୟ ଉପସ୍ଥାପନ କରିଛନ୍ତି। ୨୦୧୫ରୁ ୨୦୧୯ର…
ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…
ଜୁଲାଇ ୫ରେ ବଜେଟ୍: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା
ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା ଉତ୍ସବ ଅନୁଷ୍ଠିତ ହେବ। ଏହାପରେ ବଜେଟ୍ ସମ୍ପର୍କିତ ଜରୁରୀ କାଗଜପତ୍ର ପ୍ରିଣ୍ଟିଂ ପାଇଁ ପଠାଯିବ।…
କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ
ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପରାମର୍ଶ ଦେଇଛନ୍ତି।…
ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର
ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା ଚାଲିଛି। ତେବେ କାରଣ ଜଣା ପଡୁନି। ମାତ୍ର ଲିଚୁ ଖାଇବା ଦ୍ୱାରା ଏଭଳି ହେଉଥିବା…
ଆଗ ବିଜେଡି, ପଲଟି ଖାଇ ଭାଜପା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ହେଲେ ସେଥିମଧ୍ୟରୁ ଗୋଟିଏ ନାମକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି ହୋଇଛି।…
Archives


