Home Middle

ଟୋକନ୍‌ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍‌ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଜିଲାର ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଭୁବନେଶ୍ୱରରେ ମଧ୍ୟ…

୨୦୧୯ରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି: ସୋଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀର ଲକ୍‌ଡ଼ାଉନ୍‌ ନେଇ ସୁପ୍ରିମ୍‌କୋର୍ଟରେ ଶୁଣାଣି ଜାରି ରହିଛି। ଏସମ୍ପର୍କରେ ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଛନ୍ତି ଯେ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୩୬୫ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ହୋଇଛି। ପରିସ୍ଥିତି ଉପରେ ନିୟନ୍ତ୍ରଣ ପାଇଁ କେତେକ କଟକଣା ଜାରି କରିବାର ଆବଶ୍ୟକତା…

ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ: କିଣାଯିବ ୧୩ ତୋପ; ଖର୍ଚ୍ଚ ହେବ ୭୧ ଶହ କୋଟି

ଓ୍ବାଶିଂଟନ,୨୧।୧୧: ଭାରତ ଆମେରିକାଠାରୁ ୧୩ ନୌସୈନିକ ତୋପ କିଣିବ। ଏଥିପାଇଁ ୭୧ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଏମ୍‌କେ-୪୫ ତୋପ ଦ୍ୱାରା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏନେଇ ଆମେରିକା ପକ୍ଷରୁ ସ୍ବୀକୃତି ପ୍ରଦାନ…

ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ଧାନର ଅଭାବୀ ବିକ୍ରୀ ଦେଖାଦେଇଛି। ମଣ୍ଡିରେ…

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ…

ଟଳିବ ମହାରାଷ୍ଟ୍ର ସଙ୍କଟ: ଶିବସେନା ନେତୃତ୍ୱରେ ସରକାର ଗଠନ ପାଇଁ ଏନ୍‌ସିପି-କଂଗ୍ରେସ ରାଜି

ନୂଆଦିଲ୍ଲୀ,୨୧।୧୧(ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ନିର୍ବାଚନର ମାସକ ପରେ ସମ୍ଭବତଃ ହିସାବ ଛିଣ୍ଡିଛି। ଶିବସେନା ନେତୃତ୍ୱରେ ପାଳିକରି ସରକାର ଗଠନ ପାଇଁ ରାଜି ହୋଇଛନ୍ତି ବିରୋଧୀ ମେଣ୍ଟ। ମୁଖ୍ୟମନ୍ତ୍ରୀ ପଦ ପ୍ରଥମ ଅଢ଼େଇବର୍ଷ ଶିବସେନା ଓ ପରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ପାଖରେ…

ମଙ୍ଗଳରେ ଜୀବନ

ନ୍ୟୁୟର୍କ, ୨୧।୧୧: ମଙ୍ଗଳରେ ଜୀବସତ୍ତା ସମ୍ଭବ କି ବୋଲି ଜାଣିବା ପାଇଁ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଥିବାବେଳେ ଜୀବନ ସମ୍ପର୍କିତ କେତେକ ତଥ୍ୟ ସାମ୍ନାକୁ ଆଣିଛନ୍ତି ଆମେରିକାସ୍ଥିତ ଓହାୟୋ ୟୁନିଭର୍ସିଟିର ଜଣେ ଗବେଷକ। ଲାଲଗ୍ରହରେ କୀଟ ଭଳି କେତେକ ପ୍ରାଣୀ ରହିଥିବା…

ଛୋଟ ସୁନା ଦୋକାନୀଙ୍କ ଉପରେ ଚଢ଼ାଉ, ବଡ଼ ବଡ଼ିଆଙ୍କୁ ମାଫ୍‌

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା ବଡ଼ ବଡ଼ ସୁନାଦୋକାନ ଉପରେ ଯୋଗାଣ ବିଭାଗ ଅଧିକାରୀ ଚଢ଼ାଉ କରିବାକୁ ସାହସ ଜୁଟାଉନାହାନ୍ତି। କେତେକ ହାତଗଣତି ଛୋଟ ସୁନାଦୋକାନ ଉପରେ ଚଢ଼ାଉ କରି ଦାୟିତ୍ୱ ଶେଷ କରୁଛନ୍ତି। ଏହି ଦାୟିତ୍ୱରେ ଥିବା ସରକାରୀ…

ମୋଦିଙ୍କୁ ଭେଟିଲେ ପାଓ୍ବାର: ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚତତା ଜାରି ରହିଥିବାବେଳେ ବୁଧବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ରାଜ୍ୟର ଚାଷୀ ସମସ୍ୟା ନେଇ ଆଲୋଚନା ହୋଇଥିବା କୁହାଯାଉଛି। ତେବେ ଏହାକୁ ନେଇ…

ଦେଶବ୍ୟାପି ଏନ୍‌ଆର୍‌ସିକୁ ନେଇ ଶାହ-ମମତା ମୁହାଁମୁହିଁ

ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍‌ଆର୍‌ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍‌ଆର୍‌ସି ଅନ୍ତର୍ଭୁକ୍ତ ହେବେ ବୋଲି ଶାହ କହିଛନ୍ତି। ଭାରତ ସବୁ ଧର୍ମର ଲୋକଙ୍କୁ ଏଥିରେ…

ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ; ଉପଯୁକ୍ତ ସମୟରେ ଆରମ୍ଭ ହେବ ଇଣ୍ଟରନେଟ୍‌ ସେବା: ଶାହ

ନୂଆଦିଲ୍ଲୀ,୨୦।୧୧: ସମ୍ପ୍ରତି ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ। ଏଠାରେ ଉପଯୁକ୍ତ ସମୟରେ ଇଣ୍ଟରନେଟ୍‌ ସେବା ଆରମ୍ଭ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ଶାହ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରରେ…

ପ୍ରତିଘଣ୍ଟାରେ ଦେଶରେ ୧୫ ଜଣ କରୁଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ,୨୦।୧୧: ପ୍ରତି ଘଣ୍ଟାରେ ଦେଶରେ ୧୫ ଜଣ ଆତ୍ମହତ୍ୟା କରୁଛନ୍ତି। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୬ରେ ଲକ୍ଷେ ୩୧ ହଜାର ୮ଜଣ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୫ ତୁଳନାରେ ଏଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?