Home Middle

ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ କଂଗ୍ରେସର ୩ ଜଣ କର୍ମକର୍ତ୍ତାଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଟିଏମ୍‌ସିର ଖୈରୁଦ୍ଦିନ୍‌ ଶେଖ୍‌ ଏବଂ…

ମାଓବାଦୀଙ୍କ ପାଖରେ ପାକିସ୍ତାନ ଆର୍ମି ରାଇଫଲ୍‌

ରାୟପୁର, ୧୫।୬: ପାକିସ୍ତାନ ମାଓବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କଥା ଏବେ ସ୍ପଷ୍ଟ ହୋଇଛି। ନିକଟରେ ଛତିଶଗଡ଼ ଉତ୍ତର ବସ୍ତରର କାଙ୍କେରରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହେବା ପରେ ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ପାକିସ୍ତାନ ଆର୍ମିର ରାଇଫଲ ଥିବା କୁହାଯାଉଛି।…

ଷଢ଼େଇକଳାରେ ମାଓବାଦୀ ଆକ୍ରମଣ: ୫ ପୋଲିସ ଶହୀଦ

ରାଞ୍ଚତ୍,୧୫ା୬: ଝାଡ଼ଖଣ୍ଡର ଷଢ଼େଇକଳା ଜିଲାରେ ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ପୋଲିସ ଶହୀଦ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ସବ୍‌ଇନ୍ସିପେକ୍ଟର ଓ ୩ କନ୍‌ଷ୍ଟେବଲ ଅଛନ୍ତି। ଶୁକ୍ରବାର ସନ୍ଧ୍ୟା ୬ଟା ୩୦ ମିନିଟ ସମୟରେ ପୋଲିସ ପାଟ୍ରୋଲିଂ ଟିମ୍‌ ଜିଲାର…

ପଶ୍ଚିମବଙ୍ଗ ଡାକ୍ତରଙ୍କୁ ଆଇଏମ୍‌ଏର ସମର୍ଥନ: ୧୭ରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ନୂଆଦିଲ୍ଲୀ,୧୫ା୬(ପି.ଟି.) କୋଲକାତାରେ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ୪ ଦିନ ଧରି ଚାଲିଥିବା ଆନ୍ଦୋଳନ ବ୍ୟାପକ ହୋଇଛି। ଡାକ୍ତରମାନଙ୍କ ଆନ୍ଦୋଳନକୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି। ଭାରତୀୟ ଡାକ୍ତରୀ ମହାସଂଘ (ଆଇଏମ୍‌ଏ) ଶୁକ୍ରବାରଠାରୁ ତିନିଦିନିଆ ବିକ୍ଷୋଭ ଆରମ୍ଭ କରିବା ସହ ୧୭…

ଏସ୍‌ସିଓ ସମ୍ମିଳନୀରେ ମୋଦିଙ୍କ ସମେତ ୮ ରାଷ୍ଟ୍ର ନେତା: ଆତଙ୍କବାଦ ବିରୋଧରେ ଏକାଠି

ବିଶ୍‌କେକ୍‌,୧୫ା୬(ପି.ଟି.):ଆତଙ୍କବାଦ ପ୍ରାୟୋଜକ ଦେଶ ସତର୍କ ରହିବା ଉଚିତ। ଆତଙ୍କବାଦକୁ ଆର୍ଥିକ ସହଯୋଗ କରୁଥିବା, ପ୍ରୋତ୍ସାହନ ଦେଉଥିବା ଦେଶ ଏଥିଲାଗି ଦାୟୀ ରହିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବିଶ୍‌କେକ୍‌ରେ ଅନୁଷ୍ଠିତ ସାଙ୍ଘାଇ ସହଯୋଗ ସଙ୍ଗଠନ(ଏସ୍‌ସିଓ) ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସେ…

ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିବା ବେଳେ ସେଥିମଧ୍ୟରୁ…

ପାନ୍ଥନିବାସରେ ରଜ ମହୋତ୍ସବ ଆରମ୍ଭ : ପିଠା, ମିଠା,ପାନ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥନିବାସଗୁଡ଼ିକରେ ଗୁରୁବାରଠାରୁ ରଜ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଓଟିଡିସି ପକ୍ଷରୁ ଚଳିତବର୍ଷ ରାଜ୍ୟର ୮ ସ୍ଥାନ ଭୁବନେଶ୍ୱର, କଟକ, ଚାନ୍ଦିପୁର, ଗୋପାଳପୁର, ସମ୍ବଲପୁର, ରାଉରକେଲା, ବଡ଼କୂଳ ଓ ପାରାଦୀପରେ ଥିବା…

ଫନୀ ମୁକାବିଲା: ରାଜ୍ୟ ଦାବି କଲା ୫୨୦୦ କୋଟି

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ବାତ୍ୟା ଫନୀ ମୁକାବିଲା କରିବାରେ ଓଡ଼ିଶାର ପ୍ରସ୍ତୁତି ଏବଂ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପ୍ରଣାଳୀ ବିଶ୍ୱସ୍ତରୀୟ ଥିଲା ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଏନ୍‌.ଡି.ଏମ୍‌.ଏ.) ସଦସ୍ୟ କମଲ କିଶୋର କହିଛନ୍ତି। ଗୁରୁବାର ମୁଖ୍ୟ ଶାସନ ସଚିବ ଆଦିତ୍ୟ…

ଜୁଲାଇ ୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ୧୪ରେ ଶେଷ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଆସନ୍ତା ଜୁଲାଇ ୮ ତାରିଖରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏହା ୧୪ ତାରିଖରେ ଶେଷ ହେବ। ମାତ୍ର ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ୧୬ ତାରିଖ ଯାଏଁ ଚାଲିବ। ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା…

୭୫ ପ୍ରତିଶତ ଭାରତବାସୀ ଧର୍ମନିରପେକ୍ଷତା ଉପରେ କରନ୍ତି ବିଶ୍ୱାସ: ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୧୩।୬: ଦେଶର ତିନି ଚତୁର୍ଥାଂଶ ଲୋକ ଅର୍ଥାତ୍‌ ୭୫ ପ୍ରତିଶତ ଲୋକ ଧର୍ମନିରପେକ୍ଷତା ଉପରେ ବିଶ୍ୱାସ କରନ୍ତି। ସେଣ୍ଟର ଫର୍‌ ଷ୍ଟଡିଜ୍‌ ଅଫ୍‌ ଡେଭଲପିଙ୍ଗ୍‌ ସୋସାଇଟିଜ୍‌(ସିଏସ୍‌ଡିଏସ୍‌) ଦ୍ୱାରା କରାଯାଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଏସବୁ ଲୋକ ସୋସିଆଲ୍‌…

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ ସୋମନାଥ ମନ୍ଦିରର ୧୫୫ ଉଚ୍ଚ ଶିଖରକୁ ଛୁଇଁଥିବା କୁହାଯାଉଛି। ପାହାଡ଼ ଉଚ୍ଚା ଜୁଆର ଦେଖି…

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ ବାଲାକୋଟ୍‌ ଏୟାର ଷ୍ଟାଇକ୍‌ ପରେ ମଧ୍ୟ ପାକିସ୍ତାନ ସୁଧୁରି ପାରିନାହିଁ। ପୂର୍ବରୁ ପୁଲାଓ୍ବାମାରେ ଆତଙ୍କବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri