Home Middle

ଭାରତରେ କମୁଛି ଶାନ୍ତି : ଗୋଟିଏ ବର୍ଷରେ ୫ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୬: ଗୋଟିଏ ବର୍ଷ ମଧ୍ୟରେ ଭାରତରେ ଶାନ୍ତି କମିଛି। ବାର୍ଷିକ ଗ୍ଲୋବାଲ୍‌ ପିସ୍‌ ଇଣ୍ଡେକ୍ସ୍‌ରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ୧୬୩ ଦେଶ ମଧ୍ୟରେ ଭାରତ ୧୪୧ ସ୍ଥାନରେ ରହିଛି। ୨୦୧୮ରେ ୧୩୬ ସ୍ଥାନ ହାସଲ କରିଥିଲା। ଗୋଟିଏ ବର୍ଷ…

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌…

ପୋରବନ୍ଦର, ଦ୍ୱାରକାରେ ‘ବାୟୁ’ ତାଣ୍ଡବ ରଚିବା ଆଶଙ୍କା !

ଅହମ୍ମଦାବାଦ୍‌ ୧୩।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ପୋରବନ୍ଦର, ଦ୍ୱାରକା ଏବଂ ବେରାଓ୍ବଲ ନିକଟ ଦେଇ ଯିବାର କୁହାଯାଉଛି।…

ମୋଦି ନେତା, ରାଜନାଥ ଉପନେତା

ନୂଆଦିଲ୍ଲୀ,୧୩ା୬(ପି.ଟି.): ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟି ବୁଧବାର ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ଏହାର ନେତା ହୋଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଉପନେତା ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଥାଓ୍ବର ଚାନ୍ଦ୍‌ ଗେହଲଟଙ୍କୁ…

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ ଅଞ୍ଚଳରେ ମାଡ଼ହୋଇ ତାଣ୍ଡବ ରଚିବ ବୋଲି କୁହାଯାଉଛି। ଘଣ୍ଟାକୁ ୧୫୫ରୁ ୧୭୦ କିମି ବେଗରେ…

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ଆଧାର ସଂଶୋଧନ ବିଲ୍‌କୁ…

୪୨ ଡିଗ୍ରୀ ଖରାରେ ଦୌଡ଼ାଇଲେ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ୪୨.୪ ଡିଗ୍ରୀ ଖରାରେ ଟ୍ରେନିଂ ଚାଲିଥିଲାବେଳେ ଜଣେ ମହିଳା ପୋଲିସ ଅଫିସରଙ୍କ ସମେତ ୨୪ରୁ ଊର୍ଦ୍ଧ୍ୱ ଅଚେତ ହୋଇପଡିଥିଲେ। ଆମ୍ବୁଲାନ୍ସ ବଦଳରେ ସେମାନଙ୍କୁ ସ୍କୁଟିରେ ବୋହି…

୧୧ ବର୍ଷରେ ୨.୦୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୧୩-୬: ଦେଶରେ ଗତ ୧୧ ବର୍ଷ ଭିତରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ୨.୦୫ ଲକ୍ଷ କୋଟି ଟଙ୍କାର ୫୦ ହଜାରରୁ ଅଧିକ ଠକେଇ ଓ ଜାଲିଆତି ମାମଲା ଦାଏର କରାଯାଇଛି। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ରାହୁଲଙ୍କ ବିକଳ୍ପ: କାର୍ଯ୍ୟକାରୀ ଅଧ୍ୟକ୍ଷ ପାଇଁ ଦୌଡ଼ରେ ୪ ସଦସ୍ୟ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦରୁ ଇସ୍ତଫା ଦେବା ନେଇ ଅଡ଼ି ବସିଛନ୍ତି। ତେବେ ରାହୁଲଙ୍କ ବିକଳ୍ପ ଭାବେ କାହାକୁ ଚୟନ କରାଯିବ ସେ ନେଇ ଚିନ୍ତାରେ ପଡ଼ିଛନ୍ତି କଂଗ୍ରେସର ବରିଷ୍ଠ ନେତୃତ୍ୱ। ତେବେ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦ…

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ ପ୍ରଭାବିତ…

୨୦୧୮ରେ ଆସିଛି ଅଧିକ ସାମୁଦ୍ରିକ ଝଡ଼: ୭ ବାତ୍ୟା ନେଇଛି ୩ଶହ ୪୩ ଜୀବନ

ନୂଆଦିଲ୍ଲୀ,୧୨।୬: ଦେଶରେ ୧୯୬୭ଠାରୁ ବର୍ତ୍ତମାନ ସୁଦ୍ଧା ୫୨ ବର୍ଷ ମଧ୍ୟରେ ୧୨୧ ସାମୁଦ୍ରିକ ଝଡ଼ ଆସିଛି। ସେଥିମଧ୍ୟରୁ ୨୦୧୮ରେ ଅଧିକ ଝଡ଼ ହୋଇଛି। ଏଥିରେ ୩ ଶହ୪୩ ଲୋକଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…

ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍‌ଆର୍‌ଓ ଗଠନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ ଏଜେନ୍ସି(ଡିଏସ୍‌ଆର୍‌ଓ) ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏହି ଏଜେନ୍ସି ଅନ୍ତରୀକ୍ଷ ଯୁଦ୍ଧ ଲାଗି ଆବଶ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri