ରାଷ୍ଟ୍ରପତି ଶାସନ ଲାଗୁ ହେବା ସତ୍ତ୍ୱେ: ସରକାର ଗଠନ ଉଦ୍ୟମ ଜାରି
ମୁମ୍ବାଇ,୧୩ା୧୧(ଆଇଏଏନ୍ଏସ୍): ମହାରାଷ୍ଟ୍ରରେ ମଙ୍ଗଳବାର ରାଷ୍ଟ୍ରପତି ଶାସନ ଜାରି କରାଯିବା ପରେ ସବୁ ରାଜନୈତିକ ଦଳ ବିସ୍ମିତ ହେବା ସତ୍ତ୍ୱେ ସରକାର ଗଠନ ପ୍ରକ୍ରିୟାରୁ ଓହରିନାହାନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ସନ୍ତୁଷ୍ଟ ହେବା ଭଳି ଭିନ୍ନ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟିକରି…
ଜଗା-କାଳିଆ ଅସ୍ତ୍ରୋପଚାର:‘ଲିମ୍କା ବୁକ୍’ରେ ସ୍ଥାନ ପାଇଲା
ଭୁବନେଶ୍ୱର,୧୩-୧୧(ବ୍ୟୁରୋ):କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କଠାରେ ହୋଇଥିବା ଅସ୍ତ୍ରୋପଚାର ଲିମ୍କା ବୁକ୍ ଅଫ୍ ରେକର୍ଡ୍ସର ୨୦୨୦ ସଂସ୍କରଣ ପାଇଁ ସ୍ଥାନ ପାଇଛି। ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ନେତୃତ୍ୱରେ ୨୦୧୭ରେ ନୂଆଦିଲ୍ଲୀସ୍ଥିତ ଏମ୍ସଠାରେ ଏହି ବିରଳ ଅସ୍ତ୍ରୋପଚାର…
ବୁଧବାର ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର ଆକାର ପ୍ରାୟ ୮୩୦୦ କୋଟି ଟଙ୍କା ରହିଥିବା ଜଣାପଡ଼ିଛି। ସାଧାରଣ ନିର୍ବାଚନ ପରେ…
ବୁଧବାର ବନକଲାଗି: ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି: ରାମନାଥ କୋବିନ୍ଦ ଦେଲେ ମଞ୍ଜୁରୀ
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୮ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ହେବାରୁ ଶେଷରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ରାଜ୍ୟରେ ଏହି ଶାସନ…
ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା
ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ଜରୁରୀ…
ରାଷ୍ଟ୍ରପତି ଶାସନ ଜାରି ହେଲେ ସୁପ୍ରିମକୋର୍ଟ ଯାଇପାରେ ଶିବସେନା !
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଜାରି କରାଯିବ ବୋଲି ଆଲୋଚନା ହେଲାଣି। ମଙ୍ଗଳବାର ରାତି ସୁଦ୍ଧା ଯଦି କୌଣସି ଦଳ ସରକାର ଗଢିବାକୁ ଅସମର୍ଥ ହୁଅନ୍ତି ତେବେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହେବ ବୋଲି କୁହାଯାଉଛି। ରାଜ୍ୟପାଳ ସରକାର…
ଏନ୍ଡ଼ିଏ ଫାଟର ପ୍ରଭାବ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡରେ ପହଞ୍ଚିଲା: ଏଲ୍ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କଲା
ରାଞ୍ଚି,୧୨।୧୧: ମହାରାଷ୍ଟ୍ରରେ ଏନ୍ଡ଼ିଏ ସହଯୋଗୀ ଶିବସେନା ଓ ଭାଜପା ମଧ୍ୟରେ ହୋଇଥିବା ଫାଟର ପ୍ରଭାବ ଏବେ ଝାଡ଼ଖଣ୍ଡରେ ପହଞ୍ଚିଛି। ଏଠାରେ ଏଲ୍ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ରାଜ୍ୟ ବିଧାନସଭାର ୮୧ ଆସନ ମଧ୍ୟରୁ ଏଲ୍ଜେପି ୫୦ଟି ଆସନରେ ନିର୍ବାଚନ…
ଶିବସେନା ପାଇଁ ବୁମେରାଂ ସାଜିଲା ୫୦-୫୦ ଫର୍ମୂଲା
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଭାଜପା ସହିତ ମିଶି ସରକାର ଗଠନ ପାଇଁ ଶିବସେନା ପକ୍ଷରୁ ୫୦-୫୦ ଫର୍ମୂଲା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ଏହା ଶିବସେନା ଲାଗି ବୁମେରାଂ ସାଜିଛି। ଏନ୍ସିପି ସହିତ ମେଣ୍ଟ ସରକାର ଯୋଜନା କରୁଥିବ ଶିବସେନା ଏବେ ହତାଶ୍…
ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ। ତେବେ…
ଆଜି କାର୍ତ୍ତିକ ପୂର୍ଣ୍ଣିମା
ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍ଲଭ ସୁନାବେଶ ଦର୍ଶନ ଲାଗି…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍କାଉଣ୍ଟରରେ ୨ ଲଶ୍କର ଆତଙ୍କବାଦୀ ମୃତ
ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍ ଅଲ୍ଆଉଟ୍ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ସେମାନେ ଲଶ୍କର-ଇ-ତୋଏବା ସଂଗଠନର ବୋଲି କୁହାଯାଉଛି। ଆତଙ୍କବାଦୀଙ୍କଠାରୁ…

