ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି
ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସବୁ ଟିଭି ଚ୍ୟାନେଲମାନେ ଏହି ରଥଯାତ୍ରାକୁ ପ୍ରସାରଣ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି। ମଙ୍ଗଳବାର…
ଭୋକ ସହ ଲଢ଼େଇରେ ୫ ରାଜ୍ୟ ଆଗୁଆ: ନୀତି ଆୟୋଗ
ନୂଆଦିଲ୍ଲୀ,୧୧।୬: ଭୋକ ସହ ଲଢ଼େଇରେ ଦେଶର ୫ ରାଜ୍ୟ ଆଗୁଆ ରହିଛନ୍ତି। ଏନେଇ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପଞ୍ଜାବ, କେରଳ, ଗୋଆ, ମିଜୋରାମ୍ ଏବଂ ନାଗାଲାଣ୍ଡ ଆଦି ରାଜ୍ୟ ଏହି କ୍ଷେତ୍ରରେ ବେଶ୍ ଭଲ କାର୍ଯ୍ୟ କରୁଥିବା…
ଲୁଣରେ ଆୟୋଡ଼ିନ୍: ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ ଦେଶରେ ପ୍ରତିବନ୍ଧିତ
ଓ୍ବାଶିଂଟନ,୧୧।୬: ଭାରତରେ ଆୟୋଡ଼ିନ୍ଯୁକ୍ତ ଲୁଣର ବ୍ୟବହାର ପାଇଁ ସରକାରଙ୍କ ସ୍ବୀକୃତି ମିଳିଛି। ତେବେ ଏହାକୁ ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ଟି ଦେଶରେ ପ୍ରତିବନ୍ଧିତ କରାଯାଇଛି। ଏହାଯୋଗୁ କର୍କଟ, ପକ୍ଷାଘାତ,ଉଚ୍ଚ ରକ୍ତଚାପ, ନପୁଂଷକତା, ଡାଇବେଟିସ୍ ଆଦି ବିଭିନ୍ନ ସମସ୍ୟା ଦେଖାଯାଇଥାଏ ବୋଲି…
୧୧ ରାଜ୍ୟରେ ନିଯୁକ୍ତ ହେବେ ନୂଆ ରାଜ୍ୟପାଳ: ଦୌଡ଼ରେ ଭାଜପାର ବରିଷ୍ଠ ନେତା
ନୂଆଦିଲ୍ଲୀ,୧୧।୬: ଦେଶର ୧୧ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା କରାଯାଉଛି। ଏହାଦ୍ୱାରା ନିର୍ବାଚନ ଲଢ଼ିବାକୁ ସୁଯୋଗ ଦିଆଯାଇ ନ ଥିବା ବରିଷ୍ଠ ସଦସ୍ୟଙ୍କୁ ଥଇଥାନ କରାଯିବାର ସମ୍ଭାବନା ରହିଛି। ରାଜ୍ୟପାଳ ଦୌଡ଼ରେ ମୂରଲୀମନୋହର ଯୋଶୀ,…
ଅସହ୍ୟ ତାତି: ୪୯ ବର୍ଷରେ ନେଇଛି ୧୬ ହଜାରରୁ ଅଧିକ ଜୀବନ
ନୂଆଦିଲ୍ଲୀ, ୧୧।୬: ଦେଶର ୧୫ରୁ ଅଧିକ ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ପ୍ରବଳ ଗରମରେ ୭୨ କୋଟିରୁ ଅଧିକ ଲୋକେ ବ୍ୟତିବ୍ୟସ୍ତ ହେଉଛନ୍ତି। ଏସବୁ ଅଞ୍ଚଳରେ ତାପମାତ୍ରା ୪୦ରୁ ୫୦ ଡିଗ୍ରୀରୁ ମଧ୍ୟରେ ରହୁଛି। କେତେକ ଅଞ୍ଚଳରେ ଏହା ୫୦…
ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ
ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ଉଦ୍ୟମରେ ଏହି ଏନ୍କାଉଣ୍ଟର କରାଯାଇଛି। ମୃତ ଆତଙ୍କବାଦୀଙ୍କ ଶରୀରକୁ ଜବତ କରାଯାଇଥିବା ବେଳେ…
ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର
ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଚିଫ୍ କମିଶନର, ପ୍ରିନ୍ସପାଲ କମିଶନର, ଆୟକର କମିଶନର ଆଦି ରହିଥିବା କୁହାଯାଉଛି।…
କଲବଲ କରୁଛି ଗରମ, ଗୁଳୁଗୁଳି
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ମୌସୁମୀ କେରଳ ଛୁଇଁ ସାରିଛି। ଓଡ଼ିଶାକୁ କେବେ ସୁଦ୍ଧା ମୌସୁମୀ ଆସିବ ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ରାଜ୍ୟରେ ଲେଉଟିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରିଦେଇଛି। ସାରା ରାଜ୍ୟ ଗରମ ଓ ଗୁଳୁଗୁଳିରେ କଲବଲ…
କଠୁଆ ଗଣ ବଳାତ୍କାର ମାମଲାରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ
ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇଛି। ଅଦାଲତ ବଳାତ୍କାର ଓ ହତ୍ୟା ଅଭିଯୋଗରେ ୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିବା ବେଳେ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ଅନ୍ୟ ୩ ଜଣଙ୍କୁ ୫ ବର୍ଷ ଲେଖାଏଁ…
ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଜାରି ହେଲେ ଲାଭ ସହିତ କ୍ଷତି ବି ସହିବ ଭାଜପା !
ନୂଆଦିଲ୍ଲୀ,୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକୁ ନେଇ କେନ୍ଦ୍ର ସରକାର ଏଠାରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚିନ୍ତା କରୁଥିବା କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ରାଜ୍ୟରେ ରାଷ୍ଟ୍ରପତିି ଶାସନ ଜାର ହେଲେ ଭାଜପାକୁ ଫାଇଦା ମିଳିବା ସହିତ ବିପକ୍ଷ ଦଳର…
ଜୁନ୍ ୨୫ରୁ ବିଧାନସଭା, ୨୮ରେ ବଜେଟ
ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୨୫ ତାରିଖରୁ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ ୮ରେ ଶେଷ ହେବ।…
ବାଲାକୋଟ ଷ୍ଟ୍ରାଇକ୍ ଏବଂ ଏଫ୍ଏଟିଏଫ୍ ଭୟ: ପିଓକେରେ ୧୧ ଆତଙ୍କବାଦୀ ଶିବିର ବନ୍ଦ
ଇସଲାମାବାଦ୍,୧୦।୬: ବାଲାକୋଟ୍ ଏୟାର ଷ୍ଟ୍ରାଇକ୍ ଏବଂ ଫାଇନାନ୍ସିଆଲ ଆକ୍ସନ୍ ଟ୍ୟାକ୍ସ୍ ଫୋର୍ସ(ଏଫ୍ଏଟିଏଫ୍) ଭୟ ପାକିସ୍ତାନକୁ ଘାରିଛି। ତେଣୁ ଗତ କିଛିମାସ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଲିଥିବା ୧୧ ଆତଙ୍କବାଦୀ ତାଲିମ୍ ଶିବିରକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସରକାର ବନ୍ଦ କରିଛନ୍ତି।…
Archives


