୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ ‘ବୁଲ୍ବୁଲ୍’: ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍ଫଲ୍ କରିବା ସମ୍ଭାବନା
ନୂଆଦିଲ୍ଲୀ,୯।୧୧: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଆସନ୍ତା ୬ ଘଣ୍ଟା ପରେ ପଶ୍ଚିମବଙ୍ଗ ପାର ହୋଇ ବାଂଲାଦେଶ ମୁହାଁ ହେବ। ଏହା ବାଂଲାଦେଶର ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍ଫଲ୍ କରିବା ସମ୍ଭାବନା ରହିଛି ବୋଲି…
ଭାଇଚାରାର ବିଜୟ: ସହମତିରେ ରାୟ ପ୍ରକାଶ; ମସଜିଦ୍ ନିର୍ମାଣରେ ସହାୟତା କରିବେ କେନ୍ଦ୍ର ଓ ରାଜ୍ୟ ସରକାର
ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଥିରେ ଭାଇଚାରାର ବିଜୟ ହୋଇଛି। ଏହି ରାୟ ପୁଣିଥରେ ଭାରତର ଜାତୀୟ ସଂହତିକୁ ପ୍ରତିପାଦିତ କରିଛି। ରାମ ଜନ୍ମଭୂମି ନ୍ୟାସ ଏବଂ ସୁନ୍ନୀ ଓ୍ବାକଫ୍ ବୋର୍ଡ ମଧ୍ୟରେ ସହମତି ଦ୍ୱାରା ଐତିହାସିକ ରାୟ…
ଐତିହାସିକ ରାୟ ପ୍ରକାଶ: ରାମ ଜନ୍ମଭୂମି ନ୍ୟାସ ଟ୍ରଷ୍ଟକୁ ୩ ମାସ ମଧ୍ୟରେ ମନ୍ଦିର ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୯।୧୧: ରାମ ଜନ୍ମଭୂମି ବାବରୀ ମସ୍ଜିଦ୍ ମାମଲାର ଐତିହାସିକ ରାୟ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ପ୍ରକାଶ ପାଇଛି। ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିଛନ୍ତି। ବିବାଦୀୟ ଜମି ରାମଲଲାଙ୍କର ବୋଲି…
୨୦୧୯ ଲୋକ ସଭା ନିର୍ବାଚନ: ୮୨୦ କୋଟି ବ୍ୟୟ କରିଥିଲା କଂଗ୍ରେସ
ନୂଆଦିଲ୍ଲୀ,୯ା୧୧: ଗତ ଲୋକ ସଭା ନିର୍ବାଚନରେ ଭାଜପାର ଅର୍ଥବଳ ଆଗରେ ଆମେ ସୀମିତ ସମ୍ବଳରେ ଲଢ଼ିପାରିଲୁ ନାହିଁ ବୋଲି କଂଗ୍ରେସ ଯେଉଁ ଅଭିଯୋଗ କରିଆସୁଥିଲା ତାହା ଏବେ ଭୁଲ୍ ପ୍ରମାଣିତ ହୋଇଛି। ସାଧାରଣ ନିର୍ବାଚନ ସମେତ ଆନ୍ଧ୍ରପ୍ରଦେଶ, ଅରୁଣାଚଳପ୍ରଦେଶ, ଓଡିଶା, ତେଲଙ୍ଗାନା…
ଏୟାର ଇଣ୍ଡିଆ ବିମାନରେ ନିଆଁ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯…
ସୁନ୍ଦରବନ ଛୁଇଁବ ବୁଲ୍ବୁଲ୍
ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍ବୁଲ୍ ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ…
ଚେଜ୍ କରି ଜିତିବାରେ ଭାରତ ସର୍ବାଗ୍ରେ
ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରେ ଚେଜ୍ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏଶନ ଷ୍ଟାଡିୟମରେ ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍କୁ ଭାରତ ୮ ଉଇକେଟ୍ରେ…
ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ
ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ ମନ୍ଦିର ସହର ଅଯୋଧ୍ୟାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସବୁ ରାଜ୍ୟରେ ହାଇହାଲର୍ଟ…
ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍ବୁଲ୍’
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ଏବେ ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରବଳ ବର୍ଷା ସହ ଉପକୂଳ ସମୁଦ୍ର ଅଶାନ୍ତ ହୋଇପଡିଛି। ଏହା ୧୦ ତାରିଖରେ ପଶ୍ଚିମବଙ୍ଗ ଓ…
ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍ ସଚିବଙ୍କ ସହ ଏସ୍ଆର୍ସିଙ୍କ ଆଲୋଚନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି ଦୂରରେ…
କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ମନ୍ତ୍ରୀ…
ଗାନ୍ଧୀ ପରିବାର ନିକଟରୁ ଏସ୍ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର
ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍ ଗ୍ରୁପ(ଏସ୍ପିଜି) ସୁରକ୍ଷାକୁ ଉଠାଇ ନିଆଯିବ ବୋଲି ସୂଚନା ମିଳିଛି।…

