ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬: ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ ସେ ୨୦୦୪ ଏବଂ ୨୦୦୬ରେ ଅଭିଯାନ ଆରମ୍ଭ କରିଥିଲେ। ହେଲେ ପ୍ରତିକୂଳ ପାଗ,…
ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ
ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ କରିଛନ୍ତି। ଦଳର ବରିଷ୍ଠ ନେତା ଭର୍ତ୍ତୃହରି ମହତାବଙ୍କୁ ଷ୍ଟାଣ୍ଡିଂ କିମିଟି ଅଧ୍ୟକ୍ଷ ଭାବେ…
ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ପଠାଇଥିଲେ। ଏହା ବାଚସ୍ପତିଙ୍କ ହସ୍ତଗତ ହୋଇ ଗ୍ରହଣୀୟ ହୋଇଥିବା…
ବିଳମ୍ବିତ ପ୍ରାକ୍ ମୌସୁମୀ: ୬୫ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାରତରେ ଏଭଳି ସ୍ଥିତି
ନୂଆଦିଲ୍ଲୀ,୨।୬: ଭାରତ ଭଳି କୃଷି ପ୍ରଧାନ ଦେଶ ପ୍ରାକ୍ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ପ୍ରାକ୍ ମୌସୁମୀ ବିଳମ୍ବିତ ହେଲେ ଚାଷ କାମ ଉପରେ ନାକାରାତ୍ମକ ପ୍ରଭାବ ପଡ଼ିଥାଏ। ପ୍ରାକ୍ ମୌସୁମୀ ଚାଷ କାମ ସହିତ ଭୂତଳ ଜଳସ୍ତର ତଥା…
୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର
ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍ ବଡ଼ିସ୍କାନର…
ସାଇକେଲ-ହାତୀ କଲେନି ସହଯୋଗ: ଅମେଠିରେ ପଦ୍ମଠାରୁ ପରାଜିତ ହେଲା ହାତ
ନୂଆଦିଲ୍ଲୀ,୨।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜ ପୁରୁଣା ଗଡ଼ ବୋଲାଉଥିବା ଅମେଠିରେ ପରାଜିତ ହୋଇଛି। ଏଠାରେ ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ୫୫ ହଜାର ଭୋଟରେ ପରାଜିତ କରିଛନ୍ତି। ଏଠାରେ ରାହୁଲ…
ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ
ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍)ରେ ଚାଲୁଥିଲା ବେଆଇନ୍ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ ଏ ନେଇ ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…
ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼
ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ପ୍ରକାଶଯୋଗ୍ୟ, କଳ୍ପନା ଏଭରେଷ୍ଟ ଆରୋହଣ କରି ଫେରିବା…
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼: ଭୂପେନ୍ଦ୍ରଙ୍କ ତୁଳନାରେ ନଡ୍ଡା ଆଗରେ
ନୂଆଦିଲ୍ଲୀ,୨।୬: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନେଇ ଦଳରେ ବିଚାର ବିମର୍ଷ ଆରମ୍ଭ ହୋଇଛି । ପୂର୍ବତନ ଅଧ୍ୟକ୍ଷ ଅମିତ ଶାହ ଏବେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାର ଗ୍ରହଣ କରିଛନ୍ତି। ତେଣୁ ଖୁବ୍ ଶୀଘ୍ର ଏହି ପଦବୀ ପୂରଣ ପାଇଁ ଉଦ୍ୟମ ଆରମ୍ଭ…
ଦୁମ୍କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍
ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍ବି ଯବାନ ଶହୀଦ୍ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ…
ଡି କମ୍ପାନୀ ବିଛାଇଛି ଜାଲ୍ନୋଟ ଜାଲ
ନୂଆଦିଲ୍ଲୀ,୨ା୬(ଆଇଏଏନ୍ଏସ୍): କିଛିଦିନର ବ୍ୟବଧାନ ପରେ ଭାରତକୁ ପୁଣି ଆସିବାରେ ଲାଗିଛି ଉଚ୍ଚ ମୂଲ୍ୟର ଭାରତୀୟ ଜାଲ ନୋଟ (ଏଫ୍ଆଇସିଏନ୍) ଆସିବାରେ ଲାଗିଛି। ଦେଶର ପୂର୍ବାଞ୍ଚଳ ସୀମାରେ ଏହା ଛପାଯାଉଛି। ପାକିସ୍ତାନରେ ଆମତ୍ଗୋପନ କରିଥିବା ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ଡି କମ୍ପାନୀ…
କଂଗ୍ରେସ ପାଇଁ ଆତ୍ମସମୀକ୍ଷାର ବେଳ
ନୂଆଦିଲ୍ଲୀ,୨ା୬: ୨୦୦୪ରୁ ୨୦୧୪ ଉପା ସରକାରର ମଙ୍ଗ ଧରିଥିବା କଂଗ୍ରେସ ଏବେ ବିପର୍ଯ୍ୟସ୍ତ। ଦୀର୍ଘଦିନ କ୍ଷମତାରୁ ଦୂରେଇ ରହି ସତେ ଯେପରି ଏହି ସର୍ବପୁରାତନ ଦଳ ସ୍ଥାଣୁ ପାଲଟିଯାଇଛି। କଂଗ୍ରେସ ପାଖରେ ନା ଅସଲ ପ୍ରସଙ୍ଗ ଅଛି ନା ନିର୍ଣ୍ଣାୟକ ନେତୃତ୍ୱ…
Archives


