Home Middle

ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର…

ଯୁକ୍ତ୨ ନାମଲେଖା: ୬ରୁ ଆବେଦନ

ଭୁବନେଶ୍ୱର, ୨ା୬(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨ କଲେଜ) ସମେତ ସେଲ୍‌ଫ ଫାଇନାନ୍ସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ…

୧୦ ମାସ ହେଲା ମିଳୁନି ନୂଆ କାର୍ଡ

ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର ସରକାରଙ୍କ ଏନ୍‌ଏଫ୍‌ଏସ୍‌ଏ ଯୋଜନାରେ ହିତାଧିକାରୀ ନୂତନ ରାଶନ କାର୍ଡ ପାଇବାରୁ ବଞ୍ଚିତ ହେଉଛନ୍ତି। ରାଜ୍ୟ…

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ କରିଛନ୍ତି।…

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା ଦାୟିତ୍ୱ…

ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ…

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୦୧ ଆତଙ୍କବାଦୀ ନିହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ…

ସମ୍ପର୍କ ବୃଦ୍ଧି ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧ା୬(ପି.ଟି.): କେନ୍ଦ୍ର ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆସିଥିବା ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ) ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ସେ ଅଲଗା…

୧୫ରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ ଆସିବ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଜୁନ ୬ ରେ…

୧୭ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧ା୬ପି.ଟି.): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ତଥା ବଜେଟ ଅଧିବେଶନ ଜୁନ୍‌ ୧୭ରୁ ଆରମ୍ଭ ହୋଇ ଜୁଲାଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ।…

ବାଦ ପଡ଼ିବା ପରେ ଜୁଏଲଙ୍କ ପ୍ରତିକ୍ରିୟା: କହିଲେ ଏହା ଗଣତନ୍ତ୍ରର ଏକ ସୁସ୍ଥ ପରମ୍ପରା, ସ୍ବାଭାବିକ ପ୍ରକ୍ରିୟା

ଭୁବନେଶ୍ୱର,୩୧।୫(ବ୍ୟୁରୋ): ମୋଦି ସରକାରଙ୍କ ଦ୍ୱିତୀୟ ପାଳି ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଛନ୍ତି ସୁନ୍ଦରଗଡ଼ ଲୋକ ସଭା ଆସନରୁ ଏମ୍‌ପି ହୋଇଥିବା ଜୁଏଲ୍‌ ଓରାମ। ଉକ୍ତ ଆସନରୁ ବିପୁଳ ଭୋଟରେ ବିଜୟୀ ହେବା ପରେ ଜୁଏଲଙ୍କ ମନ୍ତ୍ରୀ ପଦ ବଜାୟ ରହିବ ବୋଲି ଆଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri