Home Middle

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ- ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ, ୩୧।୫: ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ ମଧ୍ୟରେ ୨୪ ଜଣ କ୍ୟାବିନେଟ ପାହ୍ୟା, ୨୪ ରାଷ୍ଟ୍ର ପାହ୍ୟା ଏବଂ ୯ଜଣଙ୍କୁ ରାଷ୍ଟମନ୍ତ୍ରୀ(ସ୍ବାଧୀନ)…

କରମବୀର ସିଂହ ହେଲେ ନୌସେନା ମୁଖ୍ୟ: କହିଲେ, ଭାରତୀୟ ସେନା ହେବ ଆହୁରି ଶକ୍ତିଶାଳୀ

ନୂଆଦିଲ୍ଲୀ, ୩୧।୫: ଆଡମିରାଲ କରମବୀର ସିଂହ ଭାରତୀୟ ନୌସେନାର ୨୪ତମ ମୁଖ୍ୟ ଭାବେ ଦାୟିତ୍ୱ ନେଇଛନ୍ତି। ଆଡମିରାଲ ସୁନୀଲ ଲାମ୍ବାଙ୍କ ସ୍ଥାନ ନେଇଛନ୍ତି କରମବୀର। ମେ ୩୧ରେ ଲାମ୍ବା ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ କରମବୀରଙ୍କୁ ନିଯୁକ୍ତି ଦେଇଥିଲେ…

ସେୟାର ବଜାରରେ ମୋଦି ଲହର୍‌ ଜାରି: ସେନସେକ୍ସ ୪୦ ହଜାର ଟପିଲା

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଟିମ୍‌ ଶପଥ ନେବାର ଦିନକ ପରେ ଭାରତୀୟ ଷ୍ଟକ୍‌ ବଜାରରେ ଖୁସିର ଲହରୀ ଖେଳିଯାଇଛି। ଶୁକ୍ରବାର ସକାଳୁ ଷ୍ଟକବଜାର ଖୋଲା ହେବା ମାତ୍ରେ ସେନସେକ୍ସ ୪୦ ହଜାର ଟପିଛି। ସେହିପରି ନିଫ୍ଟି…

ଦ୍ୱିତୀୟ ଥର ମୋଦି ସରକାର:ଶପଥ ନେଲେ ୨୪ କ୍ୟାବିନେଟ, ୯ ସ୍ବାଧୀନ, ୨୪ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ବିପୁଳ ବିଜୟ ପରେ ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ ହୋଇଛି। ଏହାସହ ବିଧିବଦ୍ଧ ଭାବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ପାଳି ଆରମ୍ଭ…

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ପଦ…

ମୋଦି ବ୍ରିଗେଡ୍‌ରେ ସାମିଲ୍‌ ହେବାକୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ନରେନ୍ଦ୍ର ମୋଦିଙ୍କ ନୂଆ ବ୍ରିଗେଡ଼୍‌ରେ ସାମିଲ୍‌ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଫୋନ୍‌ କଲ୍‌ ଆସିଛି। ଫୋନ୍‌ କଲ୍‌ ଆସିଥିବା ନେତାଙ୍କ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନିର୍ମଳା ସୀତାରମଣ, ରାଜନାଥ ସିଂ, ସୁଷମା ସ୍ବରାଜ,…

ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ…

ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍‌ଓ୍ବାଇଫ୍‌ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ନାହିଁ। ଏହା ଦ୍ୱାରା ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ମିଳିପାରୁ ନ ଥିବା ବ୍ରିଟିଶ୍‌ ମେଡିକାଲ…

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ ବାୟୁସେନା ପକ୍ଷରୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ସହିତ ବୁଝାମଣା ହୋଇଛି। ଏ ସମ୍ପର୍କରେ…

ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ ପ୍ରବକ୍ତାଙ୍କୁ ଟିଭି ତର୍କ-ବିତର୍କରେ ଯୋଗ ଦେବାକୁ ମନା କରାଯାଇଛି। ଏତେ ଶୀଘ୍ର ମୋଦି ସରକାର…

ଶପଥ ଗ୍ରହଣ ପୂର୍ବରୁ ମହାତ୍ମା-ଅଟଳ-ଶହୀଦ୍‌ଙ୍କୁ ମୋଦି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୩୦।୫: ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ନରେନ୍ଦ୍ର ମୋଦି ଗୁରୁବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ରାଜଘାଟରେ ପହଞ୍ଚି ସକାଳ ୭ଟାରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ…

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଶେଷ କରି ୪ ପ୍ରମୁଖ ବିଭାଗ ପ୍ରତିରକ୍ଷା, ଅର୍ଥ, ସ୍ବରାଷ୍ଟ୍ର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri