Home Middle

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା ଏକପ୍ରକାର…

ଥାଇଲାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ମୋଦିଙ୍କ ଉଦ୍‌ବୋଧନ: ଆତଙ୍କବାଦର ମୂଳକୁ ଛେଦିଛି ଭାରତ

ବ୍ୟାଙ୍କକ୍‌,୩ା୧୧(ପି.ଟି.): ଆତଙ୍କବାଦ ଓ ବିଚ୍ଛିନ୍ନତାବାଦର ମୂଳ କାରଣ ଥିଲା ଜମ୍ମୁ-କଶ୍ମୀରରେ ଦୀର୍ଘଦିନ ଧରି ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦। ଏହି ଅନୁଚ୍ଛେଦକୁ ଉଚ୍ଛେଦ କରିବା ଫଳରେ ଆତଙ୍କବାଦର ମୂଳକୁ ଛେଦନ କରାଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପ୍ରବାସୀ ଭାରତୀୟଙ୍କୁ…

ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ସଦସ୍ୟ ରାଷ୍ଟ୍ରମାନଙ୍କୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ବିରୋଧୀ ଲଢ଼େଇ ପାଇଁ ବର୍ତ୍ତମାନର ସମସ୍ତ ଅନ୍ତର୍ଜାତୀୟ ଆଇନକୁ…

ନୂଆ ମାନଚିତ୍ରରେ ପିଓକେର ୩ ଜିଲା

ନୂଆଦିଲ୍ଲୀ,୩ା୧୧(ପି.ଟି./ଆଇଏଏନ୍‌ଏସ୍‌): ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦର୍ଶାଉଥିବା ଭାରତର ନୂଆ ମାନଚିତ୍ର ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ନୂଆ ରାଜନୈତିକ ମାନଚିତ୍ରରେ ୨୮ ରାଜ୍ୟ ଓ ୯ କେନ୍ଦ୍ରଶାସିତ ଅଞ୍ଚଳ ରହିଛି। ଦୁଇଟି ଜିଲା କାର୍‌ଗିଲ…

ତିସ୍‌ ହଜାରି କୋର୍ଟରେ ତାଣ୍ଡବ: ପୋଲିସଙ୍କୁ ପିଟିଲେ ଓକିଲ

ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ତିସ୍‌ ହଜାରି କୋର୍ଟରେ ଶନିବାର ଅପରାହ୍ନରେ ଓକିଲ ଓ ପୋଲିସ ମଧ୍ୟରେ ସାମାନ୍ୟ କଥାକୁ ନେଇ ହୋଇଛି ଖଣ୍ଡଯୁଦ୍ଧ। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ପକ୍ଷରୁ ପାୟାରିଂ କରାଯାଇଥିବା ସୂଚନା ମିଳିଛି। ଏହାପରେ ଓକିଲମାନେ ପୋଲିସକୁ ମାଡ ମାରିବା…

ସୁରକ୍ଷାକର୍ମୀଙ୍କୁ ସଫଳତା: ସୋପୋରରୁ ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ସୋପୋର ଅଞ୍ଚଳରୁ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ୩ ଜଣ ସାଥିଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଗିରଫ ଆତଙ୍କବାଦୀଙ୍କ ନାମ ହେଉଛି…

ଧୂଆଁ ଚାଦରରେ ଅଣନିଃଶ୍ୱାସୀ ଦିଲ୍ଲୀ: ୪ ନଭେମ୍ବରରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨।୧୧: ବାୟୁ ପ୍ରଦୂଷଣ ଯୋଗୁ ଧୂଆଁର ବହଳ ଚାଦରରେ ଦିଲ୍ଲୀ ଅଣନିଃଶ୍ୱାସୀ ହେବାରେ ଲାଗିଛି। ଦୀପାବଳିରେ ବାଣ ଫୁଟା ଯୋଗୁ ଏଠାକାର ବାୟୁ ପ୍ରଦୂଷିତ ହୋଇଛି। ସେହିପରି ପଞ୍ଜାବ ଏବଂ ହରିୟାଣାରେ ଚାଷୀମାନେ ନଡ଼ା ଜଳାଇବା ଦ୍ୱାରା ଦିଲ୍ଲୀ ଆଡ଼କୁ ପ୍ରବାହିତ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ ପାଇଥିବା କଣ୍ଟ୍ରି ରିପୋର୍ଟ ଅନ୍‌ ଟେରୋରିଜିମ୍‌-୨୦୧୮ ରିପୋର୍ଟରେ ଏହା ସୂଚିତ ହୋଇଛି। ପାକିସ୍ତାନରେ…

ମହାରାଷ୍ଟ୍ର ରାଜନୀତିରେ ଆସିଲା ନୂଆ ମୋଡ଼: ଶିବସେନା ସହିତ ସରକାର ଗଠନ ପାଇଁ ସୋନିଆଙ୍କୁ ପରାମର୍ଶ ଦେଲେ କଂଗ୍ରେସ ସଦସ୍ୟ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ରାଜନୀତିରେ ଏବେ ଏକ ନୂଆ ମୋଡ଼ ଆସିଛି। ଶିବସେନା-ଭାଜପା ମଧ୍ୟରେ ଅଙ୍କକଷା ଛିଣ୍ଡୁନି। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ସଦସ୍ୟମାନେ ଶିବସେନା ସହିତ ମେଣ୍ଟ ସରକାର ଗଠନ ପାଇଁ ସୋନିଆ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି। କଂଗ୍ରେସ ସଦସ୍ୟ ହୁସେନ୍‌…

୩ ଦିନିଆ ବିଦେଶ ଗସ୍ତରେ ମୋଦି

ନୂଆଦିଲ୍ଲୀ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଥାଇଲାଣ୍ଡ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ହୁଷ୍ଟନରେ ଆୟୋଜିତ କାର୍ଯ୍ୟକ୍ରମ ଭଳି ଥାଇଲାଣ୍ଡରେ ଶନିବାର ମୋଦି ‘ସ୍ବାସଦି ପିଏମ୍‌ ମୋଦି’ ନାମକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ। ମୋଦିଙ୍କର ଏହି…

ଭାରତ-ଜର୍ମାନୀ ୨୦ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ଜର୍ମାନ୍‌ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ଦୁଇଦେଶ ମଧ୍ୟରେ କୃଷି, କୃତ୍ରିମ ବୌଦ୍ଧିକତା, ସବୁଜ ସହରାଞ୍ଚଳ…

୧୦,୯୨୬ ଲୋକଙ୍କୁ ଜଣେ ଏଲୋପାଥିକ ଡାକ୍ତର

ନୂଆଦିଲ୍ଲୀ, ୨ା୧୧: ଭାରତରେ ପ୍ରତି ୧୦,୯୨୬ ଲୋକଙ୍କ ଚିକିତ୍ସା ଲାଗି ମାତ୍ର ଜଣେ ଏଲୋପାଥିକ ସରକାରୀ ଡାକ୍ତର ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରତି ହଜାରେ ଲୋକଙ୍କ ଲାଗି ଜଣେ ଏଲୋପାଥିକ ଡାକ୍ତର ରହିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?