ଶୁଭିବନି ଏମାନଙ୍କ ସ୍ବର
ନୂଆଦିଲ୍ଲୀ,୩୦ା୫(ଆଇଏଏନ୍ଏସ୍): ଭାରତର ନିର୍ବାଚନୀ ଇତିହାସରେ ବିଗତ ୩ ଦଶନ୍ଧି ଧରି ସେମାନେ ନିଜ ନିଜ ଦଳର ଦୃଢ଼ ସ୍ବର ପାଲଟିଥିଲେ। ନିଜ ନିର୍ବାଚନମଣ୍ଡଳୀ ତଥା ରାଜ୍ୟର ସ୍ବାର୍ଥ ପାଇଁ ସ୍ବର ଉଠାଉଥିଲେ। କିନ୍ତୁ ନରେନ୍ଦ୍ର ମୋଦି ସରକାରଙ୍କୁ ଏକ ନିର୍ଣ୍ଣାୟକ ଜନାଦେଶ…
ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ
ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍, ବଲ୍ର…
ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍’ ମନ୍ତ୍ର
ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର ଅପରାହ୍ନରେ…
ଆଇସିସି ବିଶ୍ୱକପ୍: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମୁକାବିଲା
ଲଣ୍ଡନ,୩୦।୫(ଏଏଫ୍ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍ଘାଟନୀ ମ୍ୟାଚ୍ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ ୪…
ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..
ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦ ମନ୍ତ୍ରୀଙ୍କୁ…
ମୋଦିଙ୍କୁ ପ୍ରଶଂସା କଲା ଟାଇମ୍ ମାଗାଜିନ୍
ନୂଆଦିଲ୍ଲୀ,୨୯।୫: ଟାଇମ୍ ମାଗାଜିନ୍ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ ସଭା ନିର୍ବାଚନ ସମୟରେ ମେ ୧୦ରେ ଟାଇମ୍ ମାଗାଜିନ୍ ମୋଦିଙ୍କୁ ଭାରତର ମୁଖ୍ୟ ବିଭାଜନକାରୀ(ଇଣ୍ଡିଆସ୍…
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି
ନୂଆଦିଲ୍ଲୀ,୨୯।୫: ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ ମଧ୍ୟ…
ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍, ୯ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ…
ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
କୁଲଗ୍ରାମ୍ରେ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍ଆର୍, ସିଆର୍ପିଏଫ୍ ୧୮ ବାଟାଲିୟନ୍ ଏବଂ…
ଶାହଙ୍କୁ ମିଳିପାରେ ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୯ା୫: ମେ’ ୩୦ରେ ପ୍ରଧାନମନ୍ତ୍ରୀଭାବେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଶପଥଗ୍ରହଣ କରିବେ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ, ସେନେଇ ଅଙ୍କକଷା ଚାଲିଥିବାବେଳେ ପ୍ରଥମ ଥର ଲୋକ ସଭା ନିର୍ବାଚନ ଲଢ଼ି ଗାନ୍ଧିନଗର ଆସନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ…
ସୁଭଦ୍ରାଙ୍କ ରଥ ଚକ ତୁମ୍ବରେ ଫାଟ
ପୁରୀ ଅଫିସ, ୨୯ା୫: ଆସନ୍ତା ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଚାଲିଛି। ସବୁ ରଥର ତୁମ୍ବ ନିର୍ମାଣ ଶେଷ ହୋଇ ଚକ ତିଆରି କରାଯାଉଛି । ତେବେ ମଙ୍ଗଳବାର ସୁଭଦ୍ରା ରଥର ଏକ ଚକ ନିର୍ମାଣ ସମୟରେ…
Archives


