୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ
ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇବାକୁ ପଛାଉ ନାହାନ୍ତି। ବିଗତ ୨ ବର୍ଷ ମଧ୍ୟରେ…
ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର ୨.୨୬ କୋଟି ଭୋଟର ୫ଟି ପର୍ଯ୍ୟାୟରେ ପୁଣି ପାଞ୍ଚବର୍ଷ ପାଇଁ ସେମାନଙ୍କ ପ୍ରତିନିଧି ବାଛିବେ।…
ଘୋଷଣା ହେଲା ଝାଡଖଣ୍ଡ ବିଧାନସଭା ନିର୍ବାଚନର ତାରିଖ: ୫ ପର୍ଯ୍ୟାୟରେ ହେବ ନିର୍ବାଚନ
ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍। ଶୁକ୍ରବାର ମୁଖ୍ୟ ନିର୍ବାଚନ କମିଶନର ସୁନିଲ ଆରୋରା ଏକ ଖବରଦାତା ସମ୍ମିଳନୀରେ ଏଥିପାଇଁ ତାରିଖ ଘୋଷଣା କରିଛନ୍ତି। ୮୧ ଆସନ ପାଇଁ ଏଠାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର…
ନଭେମ୍ବର ୫ ପର୍ଯ୍ୟନ୍ତ ବନ୍ଦ ରହିବ ଦିଲ୍ଲୀର ସମସ୍ତ ସ୍କୁଲ
ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ସାଂଘାତିକ ସ୍ତରକୁ ଚାଲିଯାଇଥିବା ଜଣାପଡିଛି। ଫଳରେ ଦିଲ୍ଲୀବାସୀ ଏବେ ଏକ ପ୍ରକାର ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଶାସନାଧିନ ସରକାର ଆସନ୍ତା ୫…
ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା
ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ତାରିଖ ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟରେ ନିର୍ବାଚନ ଆଚାର ସଂହିତା ଲାଗୁ…
୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ…
ଅଲିମ୍ପିକ୍ କ୍ୱାଲିଫାୟର୍ସ ପାଇଁ କଳିଙ୍ଗ ପ୍ରସ୍ତୁତ
ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି):ବିଶ୍ୱକପ୍, ଚାମ୍ପିୟନ୍ସ ଟ୍ରଫି, ଓ୍ବାଲର୍ଡ ଲିଗ୍ ଏବଂ ଏଫ୍ଆଇଏଚ୍ ସିରିଜ ଫାଇନାଲ୍ସ ପରି ଅନେକ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟର ସଫଳ ଆୟୋଜନ ପାଇଁ ଦେଶ ବିଦେଶରେ ଚର୍ଚ୍ଚାରେ ରହିଥିବା କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଉ ଏକ ସମ୍ମାନଜନକ…
ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି
ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟିଛି। ଏହି…
ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା
ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିପାରିବେ। ଏହି ନୋଟିସ୍ର ସମୟ ସୀମା ନଭେମ୍ବର ୪ରେ…
ଆୟୁଷ କମୁଛି ୭ ବର୍ଷ: ଇଣ୍ଡୋ-ଗାଙ୍ଗେଟିକ୍ ସମତଳ ଅଞ୍ଚଳ ଲୋକେ ଅଧିକ ପ୍ରଭାବିତ
ନୂଆଦିଲ୍ଲୀ/ସିକାଗୋ,୩୧।୧୦: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏହାଦ୍ୱାରା ଲୋକଙ୍କ ହାରାହାରି ଆୟୁଷ ୭ ବର୍ଷ କମୁଛି ବୋଲି ସିକାଗୋ ବିଶ୍ୱବିଦ୍ୟାଳୟର ଏନର୍ଜି ପଲିସି ଇନଷ୍ଟିଚ୍ୟୁଟ୍ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ବାୟୁ ପ୍ରଦୂଷଣ ଯୋଗୁ ଇଣ୍ଡୋ-ଗାଙ୍ଗେଟିକ୍ ସମତଳ…
ଟିକ୍ଟକ୍ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ
ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି। ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ ହୋଇଥିଲା।…
୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍ରେ କରାଯିବ ସାମଗ୍ରୀ ଡେଲିଭରି
ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଏକ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ବିମାନ ବନ୍ଦର ନିର୍ମାଣ…

