Home Middle

ରାଜ୍ୟ ସଂଖ୍ୟା ୨୮, କେନ୍ଦ୍ର ଶାସିତଅଞ୍ଚଳ ହେଲା ୯

ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଭାବେ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡ଼ର ଆଇଏଏସ୍‌ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଲଦାଖର ଉପରାଜ୍ୟପାଳଭାବେ ଅବସରପ୍ରାପ୍ତ…

କଶ୍ମୀରରେ ଆକ୍ରମଣ ପାଇଁ ନୂଆ ଯୋଜନା କରୁଛି ଆଇଏସ୍‌

ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହାକୁ ନେଇ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏଠାରେ ଏବେ ଆକ୍ରମଣ କରିବାକୁ ନୂଆ ଯୋଜନ କରୁଛି ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌। ଏବେ ଏହି ସଙ୍ଗଠନ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ…

ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି

ଅହମ୍ମଦାବାଦ୍‌,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୪ ଜୟନ୍ତୀ ଅବସରରେ ଗୁଜରାଟର କଓ୍ବେଡ଼ିଆଠାରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସର୍ଦ୍ଦାର…

ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ଜାରି କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୩୧।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ପେଣ୍ଟାଗନ ପକ୍ଷରୁ ଜାରି କରାଯାଇଛି। କଳାଧଳାରେ ଏହି ଫଟୋ ପେଣ୍ଟାଗନ ଜାରି କରିଛି। ସିରିୟାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା…

ଦେଶକୁ ଏକ ସୂତ୍ରରେ ବାନ୍ଧି ରଖିଥିଲେ ସର୍ଦ୍ଦାର ପଟେଲ: ମୋଦି

କେବଡିଆ,୩୧।୧୦: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ଆଜି ହେଉଛି ୧୪୪ ତମ ଜନ୍ମଦିବସ। ଏହି ଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ବା ‘ରନ୍‌ ଫର୍‌ ୟୁନିଟି’ ଭାବେ ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଲଦାଖ ହେଲା କେନ୍ଦ୍ରଶାସିତ ଅଞ୍ଚଳ: ରାଧାକୃଷ୍ଣ ମାଥୁର ପ୍ରଥମ ଉପରାଜ୍ୟପାଳ

ଶ୍ରୀନଗର,୩୧।୧୦: ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ ଆରମ୍ଭ କରିଛି। ଏହାର ପ୍ରଥମ ଉପରାଜ୍ୟପାଳ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ରାଧାକୃଷ୍ଣ ମାଥୁର ଶପଥ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଇଏଏସ୍‌ ଅଫିସର ଉମଙ୍ଗ ନରୁଲାଙ୍କୁ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ…

ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି: ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ଶାହ-ସୋନିଆ-ମନମୋହନ

ନୂଆଦିଲ୍ଲୀ,୩୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୫ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଟୁଇଟ୍‌ କରି ଇନ୍ଦିରାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମେଜର ଧାନଚାନ୍ଦ ଷ୍ଟାଡିୟମ୍‌ରେ…

‘ଅଯୋଧ୍ୟା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା’

ନୂଆଦିଲ୍ଲୀ,୩୧ା୧୦: ଅଯୋଧ୍ୟା ଜମି ବିବାଦ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକ ମଧ୍ୟରୁ ଅନ୍ୟତମ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ କହିଛନ୍ତି। ରାଜନୈତିକ ଦୃଷ୍ଟିରୁ ଅତ୍ୟନ୍ତ ସମ୍ବେଦନଶୀଳ ଏହି ମାମଲାର…

ଗସ୍ତକୁ ନେଇ ଝଡ଼ : ସିରିଆ କି ଆଫଗାନିସ୍ତାନ ନ ହେଉ କଶ୍ମୀର

ଶ୍ରୀନଗର,୩୧ା୧୦(ପି.ଟି./ଆଇଏଏନ୍‌ଏସ୍‌): ଯୁଦ୍ଧ ପ୍ରଭାବିତ ସିରିଆ କିମ୍ବା ଆଫଗାନିସ୍ତାନ ଭଳି ସ୍ଥିତି ଜମ୍ମୁ-କଶ୍ମୀରରେ ସୃଷ୍ଟି ନ ହେଉ। କଶ୍ମୀର ଆଉ ଏକ ସିରିଆ କି ଆଫଗାନିସ୍ତାନ ନ ପାଲଟୁ। ଉପତ୍ୟକାରେ ଅରାଜକତା ଓ ହିଂସା ଲାଗି ନ ରହୁ। ଦୁଇଦିନିଆ କଶ୍ମୀର ଗସ୍ତରେ…

ଫଡ୍‌ନବିସ ହେଲେ ଭାଜପା ବିଧାୟକ ଦଳର ନେତା

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଏବେ ପର୍ଯ୍ୟନ୍ତ ଅଙ୍କ ଛିଣ୍ଡି ପାରୁନାହିଁ। ଏହାରି ଭିତରେ ଭାଜପା ପକ୍ଷରୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ବୁଧବାର ମହାରାଷ୍ଟ୍ର ବିଧାନ ଭବନରେ ଭାଜପାର…

ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍‌ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍‌ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ…

ମୁମ୍ବାଇ ଭଳି ବହୁ ସହର ସମୁଦ୍ର ଆଁରେ: ୨୦୫୦ ସୁଦ୍ଧା ପ୍ରଭାବିତ ହେବେ ୩ ଶହ ନିୟୁତ !

ନ୍ୟୁୟର୍କ,୩୦।୧୦: ଆସନ୍ତା ୩୦ ବର୍ଷ ମଧ୍ୟରେ ମୁମ୍ବାଇ ଭଳି ପୃଥିବୀର ବହୁ ସହର ସମୁଦ୍ର ଆଁରେ ଲୀନ ହେବ। ଏନେଇ ନ୍ୟୁଜର୍ସି ସ୍ଥିତ ସଂସ୍ଥା କ୍ଲାଇମେଟ୍‌ ସେଣ୍ଟ୍ରାଲ୍‌ ପକ୍ଷରୁ ପ୍ରକାଶିତ ନେଚର କମ୍ୟୁନିକେଶନ୍‌ରେ ପତ୍ରିକାରେ ପ୍ରକାଶ ପାଇଛି। ବହୁ ପରିବେଶ ବିଜ୍ଞାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?