ବେକାବୁ ହେଲାଣି ବନ୍ୟା: ଭୂସ୍ଖଳନରେ ୯ ମୃତ
ନୂଆଦିଲ୍ଲୀ, ୧୩ା୮(ପି.ଟି.): କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ବର୍ଷାଜନିତ ବନ୍ୟା ପରିସ୍ଥିତି ଏବେ ବି ଗମ୍ଭୀର ରହିଥିବାବେଳେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ଏଥିସହ ଉତ୍ତରାଖଣ୍ଡ ଓ ଜମ୍ମୁ-କଶ୍ମୀରରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇ ୯…
ଚାଇନାକୁ ଜୟଶଙ୍କରଙ୍କ ବାର୍ତ୍ତା: ‘ମତ ପାର୍ଥକ୍ୟ ବିବାଦରେ ପରିଣତ ନ ହେଉ’
ବେଜିଂ, ୧୩ା୮(ପି.ଟି.): ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଛି। ଦୁଇଦେଶ କୌଣସି ଭିନ୍ନତାକୁ ଗ୍ରହଣ କରି ଭବିଷ୍ୟତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅନ୍ଧକାର ମଧ୍ୟକୁ ଠେଲିଦେବା ଅନୁଚିତ ବୋଲ ଦୁଇିଦିନିଆ ବେଜିଂ ଗସ୍ତରେ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍.…
ଜମ୍ମୁ ପୋଲିସର ଆଡ୍ଭାଇଜରି: ସନ୍ଦିଗ୍ଧଙ୍କ ସମ୍ପର୍କରେ ତୁରନ୍ତ ଜଣାଅ
ଜମ୍ମୁ,୧୩ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ଦୁଇଭାଗ ହେବା ପରେ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ଭାରତର ନିଷ୍ପତ୍ତିକୁ ଦୃଢ଼ ବିରୋଧ କରୁଥିବା ପାକିସ୍ତାନ ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ପାଇଁ ପ୍ରୟାସ କରୁଛି। ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୋଇନ୍ଦା…
ସାରା ରାଜ୍ୟରେ ବର୍ଷିଲା
ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି ଦୁଇଦିନ…
ଲୋକଙ୍କ ସ୍ବପ୍ନ ପୂରଣରେ ଆନନ୍ଦ ମିଳେ: ମୋଦି
ନୂଆଦିଲ୍ଲୀ, ୧୩ା୮ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦୁଃସାହସିକ ଅଭିଯାତ୍ରୀ ବିଅର ଗ୍ରିଲ୍ସଙ୍କୁ ନେଇ ନିର୍ମିତ ଏପିସୋଡ୍ ‘ମ୍ୟାନ୍ ଭର୍ସେସ ଓ୍ବାଇଲ୍ଡ’ ସୋମବାର ରାତିରେ ଡିସ୍କଭରି ଚ୍ୟାନେଲରେ ପ୍ରଦର୍ଶିତ ହୋଇଛି। ଉଭୟେ ଜଙ୍ଗଲ ମଧ୍ୟରେ ବୁଲିବା ଓ ନଦୀରେ ଭ୍ରମଣ…
ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ
ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ ଶାସକ…
ତଟ ସୁରକ୍ଷା ଜାହାଜରେ ନିଆଁ
ବିଶାଖାପାଟଣା, ୧୩ା୮(ଆଇଏଏନ୍ଏସ୍): ବିଶାଖାପାଟଣା ଉପକୂଳରେ ଥିବା ତଟ ସୁରକ୍ଷା ବାହିନୀର ଏକ ଜାହାଜରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି। ଜାହାଜର ଜଣେ କର୍ମଚାରୀ ନିଖୋଜ ହୋଇଥିବାବେଳେ ଅନ୍ୟ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ପୋଡ଼ିଯାଇ ଆହତ ହୋଇଥିବା…
୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…
ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର
ବିଶାଖାପଟନମ୍,୧୨।୮: ବିଶାଖାପଟନମ୍ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ। ଜାଗୁଆର ନାମକ ଏହି ଜାହାଜରେ କେମିତି ନିଆଁ ଲାଗିଲା…
ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା ତା’ର ବ୍ୟସ୍ତତାକୁ ସ୍ପଷ୍ଟଭାବେ ଦର୍ଶାଉଛି। ଏପର୍ଯ୍ୟନ୍ତ ଟ୍ରେନ୍ ଓ ବସ୍ ସେବା ବନ୍ଦ…
ଇଦ୍-ଉଲ୍-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍-ଉଲ୍-ଜୁହା ବା ବକ୍ରି ଇଦ୍ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋମବାର ସାରା ବିଶ୍ୱରେ ଇଦ୍-ଉଲ୍-ଜୁହା ପାଳନ କରାଯାଉଛି। ଇଦ୍-ଉଲ୍-ଜୁହା ସ୍ନେହ,…
ଇଦ୍ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ
ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍ଏସ୍): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍-ଉଲ୍-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର ଉତ୍ସବମୁଖର…
Archives


