Home Middle

କଂଗ୍ରେସର ଉଜୁଡ଼ା କ୍ଷେତକୁ ଜଗିବେ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ !

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳ ୨୦୧୪ ତୁଳନାରେ ମାତ୍ର ୮ ଆସନ ଅଧିକ ହାସଲ କରିଛି। ପୂର୍ବରୁ ଏହା ୪୪ ଥିବାବେଳେ ଚଳିତ ଲୋକ ସଭାରେ ୫୨ରେ ସୀମିତ ରହିଛି। ନିର୍ବାଚନ ଫଳାଫଳକୁ ଦୃଷ୍ଟିରେ ରଖି କଂଗ୍ରେସ…

୧୭ତମ ଲୋକ ସଭାରେ ୧୫୯ ଏମ୍‌ପିଙ୍କ ବିରୋଧରେ ଗୁରୁତର ଆପରାଧୀକ ମାମଲା: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୨୬।୫: ଦେଶର ୧୭ତମ ଲୋକ ସଭା ପାଇଁ ନିର୍ବାଚିତ ହୋଇଥିବା ୫୪୨ ଏମ୍‌ପି ମଧ୍ୟରୁ ୧୫୯ଙ୍କ ବିରୋଧରେ ଗୁରୁତର ଆପରାଧୀକ ମାମଲା ଥିବା ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ଆଲାଏନ୍ସ(ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ୫୩୯ଜଣ ଏମ୍‌ପିଙ୍କର ସତ୍ୟପାଠରୁ ଏହା ଜଣାପଡ଼ିଛି। ଚଳିତ…

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଇନ୍ଦା ବିଭାଗର ତଥ୍ୟ ଭିତ୍ତିକ ସୂଚନା ଆଧାରରେ କେରଳରେ ହାଇ ଆର୍ଲଟ ଜାରି…

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୬।୫: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ଉପରକୁ ମୋର୍ଟାର ସେଲିଂ ମାଡ଼ ହୋଇଛି। ଏଥିରେ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି। ତାଙ୍କୁ…

ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ କାହାକୁ ସାମିଲ କରାଯିବ ସେହି ଆଡ଼କୁ ଦେଶବାସୀଙ୍କ ଧ୍ୟାନ ଆକର୍ଷିତ ହୋଇଛି।…

ଗ୍ରୀଷ୍ମ ବଳୟରେ ସାରା ଓଡ଼ିଶା

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ପ୍ରଚଣ୍ଡ ତାତି। ଆକାଶରୁ ସତେ ଯେମିତି ଅଗ୍ନି ବର୍ଷୁଛି। ଗ୍ରୀଷ୍ମ ବଳୟ ସାରା ଓଡ଼ିଶାକୁ ଘେରିରହିଛି। ପାରଦ ୪୬ ଡିଗ୍ରୀ ଉପରକୁ ଟପି ଯାଇଛି। ଆସନ୍ତା ୩୧ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ପଶ୍ଚିମ ଓ…

ସରକାର ଗଠନ ଦାବି ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬ା୫(ପି.ଟି.): କେନ୍ଦ୍ର କ୍ୟାବିନେଟର ସୁପାରିସ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଷୋଡ଼ଶ ଲୋକ ସଭାକୁ ଭଙ୍ଗ କରିଛନ୍ତି। ଏଥିସହିତ ସପ୍ତଦଶ ଲୋକ ସଭା ଗଠନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ କମିଶନ ଶନିବାର ରାଷ୍ଟ୍ରପତିଙ୍କୁ ଭେଟି ନବନିର୍ବାଚିତ ଏମ୍‌ପିମାନଙ୍କ…

ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ ହେବ। ଆଲିଏନ୍ସ ଏୟାର ଏହି ସେବା ପ୍ରଦାନ କରିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ସୁଦେଶ…

ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ ମହିଳା ଭାବେ ୨୦୦୮ରେ ସଫଳତାର ସହ ଏଭେରେଷ୍ଟ ଆରୋହଣ କରିଥିବା କଳ୍ପନା ଏଭେରେଷ୍ଟର ବାଲ୍‌କୋନୀ…

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର ଯୋଶୀଙ୍କ…

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା…

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri