ଆଇଏସ୍ ମୁଖ୍ୟ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍ରେ ଉଡ଼ାଇଲେ: ଟ୍ରମ୍ପ୍
ଓ୍ବାଶିଂଟନ,୨୮।୧୦: ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍ରେ ଉଡ଼ାଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୂଚନା ଦେଇଛନ୍ତି। ସିରିଆରେ ହୋଇଥିବା ଆମେରିକା ସୈନ୍ୟ ବାହିନୀ…
ଦିଲ୍ଲୀରେ ବଢିଲା ପ୍ରଦୂଷଣର ମାତ୍ରା
ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର ସକାଳେ ଲୋକେ ନିଃଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଲେ। କାରଣ ଏଠାରେ ପ୍ରଦୂଷଣ…
ମହାରାଷ୍ଟ୍ର ରାଜନୀତି: ଉଦ୍ଧବଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ; କହିଲା ଶିବସେନା
ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍ରେଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ ରହିଥିବା ରବିବାର ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ସାମନାର ରୋକ୍ଠୋକ୍…
ଷ୍ଟାଚ୍ୟୁ ଅଫ୍ ୟୁନିଟ୍: ଗୋଟିଏ ବର୍ଷରେ ଆସିଛନ୍ତି ୨୬ ଲକ୍ଷ ପର୍ଯ୍ୟଟକ
ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍ ୟୁନିଟ୍ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମରେ…
ରାଜୌରୀରେ ମୋଦି: ଯବାନଙ୍କ ସହିତ ପାଳିଲେ ଦୀପାବଳି
ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ ସହିତ ମିଶି ଦୀପାବଳି ପାଳନ କରୁଛନ୍ତି। ରାଜୌରୀ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ମୁତୟନ ଥିବା…
ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ: ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ୬୨ ବର୍ଷର ପରମ୍ପରା; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ
ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ ହୋଇଛି। ଏହି ପରମ୍ପରା ୧୯୫୭ରୁ ଆରମ୍ଭ ହୋଇଥିଲା। ସେହିପରି ଏନ୍ଏସ୍ଇରେ…
ବାୟୁସେନାର ପରାକ୍ରମ: ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଏମ୍ଆଇ-୧୭ ଦ୍ୱାରା ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇଲା
ଡେରାଡୁନ୍,୨୭।୧୦: ଭାରତୀୟ ବାୟୁସେନା ଏକ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟରକୁ ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇ ନିଜର ପରାକ୍ରମ ଦେଖାଇଛି। ୟୁଟି ଏୟାର ପ୍ରାଇଭେଟ୍ ଲିମିଟେଡ୍ର ଏକ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଭାରତୀୟ ବାୟୁସେନାର ଏମ୍ଆଇ-୧୭ ସୁରକ୍ଷିତ ଭାବେ କେଦାରନାଥ…
ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଖଟ୍ଟର
ଚଣ୍ଡିଗଡ଼,୨୭।୧୦: ହରିୟାଣା ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରଛନ୍ତି ଭାଜପା ନେତା ମନୋହର ଲାଲ ଖଟ୍ଟର। ରବିବାର ରାଜଭବନରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା…
ଦେଶବାସୀ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି। ଦେଶବାସୀଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ ଅଭିନନ୍ଦନ…
ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍ ମାଡ଼: ୬ ଯବାନ ଆହତ
ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ ଗ୍ରେନେଡ୍…
ଆମେରିକା ଟାର୍ଗେଟ୍ରେ ଆଇଏସ୍ ଆତଙ୍କବାଦୀ ବଗଦାଦି
ଓ୍ବାଶିଂଟନ,୨୭।୧୦: ଆଇଏସ୍ ଆତଙ୍କବାଦୀ ଅବୁ ବକର ଅଲ୍ ବଗଦାଦି ଆମେରିକା ସୈନ୍ୟ ବାହିନୀ ଟାର୍ଗେଟ୍ରେ ରହିଛନ୍ତି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍ରେ କିଛି ବଡ଼ ଖବର ମିଳିବାର ଆଶା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଟୁଇଟ୍ କରି…
ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼
ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା ଦେଖିବାକୁ…

