ମାଡ଼ିଆସୁଛି ଆସୁଛି ବାତ୍ୟା ‘ଶକ୍ତି’: ଏହି ଦିନ ଛୁଇଁବ ସ୍ଥଳଭାଗ
ନୂଆଦିଲ୍ଲୀ,୧୪ା୫:ବଙ୍ଗୋପସାଗରରେ ଆସନ୍ତା ୨୩ରୁ ୨୮ ତାରିଖ ମଧ୍ୟରେ ଏକ ସାମୁଦ୍ରିକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ପାଣିପାଗ ବିଜ୍ଞାନୀ ମୋସ୍ତୋଫା କମଲ ପୋଲାଶ ଏଭଳି ସତର୍କ ସୂଚନା ଦେଇଛନ୍ତି। ଏହି ସମ୍ଭାବ୍ୟ ବାତ୍ୟାର ନାଁ ଶ୍ରୀଲଙ୍କାର ପ୍ରସ୍ତାବକ୍ରମେ ‘ଶକ୍ତି’…
ପାରାଦୀପରେ ହଇଚଇ: ତୈଳବାହୀ ଜାହାଜରେ ୨୧ ପାକିସ୍ତାନୀ ନାବିକ
ପାରାଦୀପ, ୧୪।୫(ଶରତ ରାଉତ):ପାରାଦୀପ ବନ୍ଦର ଏସ୍ପିଏମ୍ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ ମଧ୍ୟରୁ ୨୧ଜଣ ପାକିସ୍ତାନୀ ଥିବା ମଙ୍ଗଳବାର ଜଣାପଡ଼ିଛି। ଏ ନେଇ ଇମିଗ୍ରେଶନ ବିଭାଗ…
ଆଜି ରାଜ୍ୟ କ୍ୟାବିନେଟ୍: ୮ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୧୪ା୫(ସୁନିତ୍ ମିଶ୍ର):ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ, ନଗର…
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାନିଂ
ଭୁବନେଶ୍ୱର, ୧୪।୫(ଅନୁରାଧା ମହାରଣା):ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ…
ଆଜିଠୁ ଧାନକିଣା, ଚାଷୀଙ୍କୁ ଟୋକନ୍ ଅଡୁଆ
ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଧାନ ସଂଗ୍ରହ ପାଇଁ ଏଥର ଜିଲାର ବରଗଡ଼, ଅତାବିରା ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନରେ ୧୮୮ ମଣ୍ଡି ଖୋଲିବ। ମଣ୍ଡି ଗୁଡ଼ିକ ସପ୍ତାହକ ୬ଦିନ ଖୋଲା…
ଭାରତରେ କୃଷି ଋଣ ୩୧.୫ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିବ: ନାବାର୍ଡ
ନୂଆଦିଲ୍ଲୀ,୧୩।୫: ଆର୍ଥିକ ବର୍ଷ ୨୦୨୫-୨୬ରେ ଗ୍ରାମୀଣ ଋଣ ବ୍ୟବସ୍ଥାର ବୃଦ୍ଧିପ୍ରାପ୍ତ ଆନୁଷ୍ଠାନିକୀକରଣ ଯୋଗୁଁ ବାଣିଜ୍ୟିକ ବ୍ୟାଙ୍କ ଏବଂ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କଗୁଡ଼ିକ ଦ୍ୱାରା କୃଷି କ୍ଷେତ୍ରକୁ ପ୍ରଦାନ କରାଯାଉଥିବା ଋଣ ୩୧.୫ ଲକ୍ଷ କୋଟି ଟଙ୍କା ଅତିକ୍ରମ କରି ଏକ ନୂଆ…
ଅନୁମତି ଦେଲେ ଓଡ଼ିଶା ସରକାର: ଶିକ୍ଷକଙ୍କ ବଦଳି ପାଇଁ ସୁପାରିଶ କରିବେ ବିଧାୟକ, ଏମପି
ଭୁବନେଶ୍ୱର,୧୩।୫: ରାଜ୍ୟରେ ବିଧାୟକ ଏବଂ ଏମପି ମାନଙ୍କ କ୍ଷମତା ବୃଦ୍ଧି କରିବା ପାଇଁ ଏକ ପଦକ୍ଷେପରେ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ବିଧାନସଭା ସଦସ୍ୟ (ବିଧାୟକ) ଏବଂ ସାଂସଦଙ୍କୁ ନିଜ ନିଜ ନିର୍ବାଚନ ମଣ୍ଡଳୀ ମଧ୍ୟରେ ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ…
Exclusive: ଭାରତର ଆକ୍ରମଣ ପରେ ଧ୍ୱଂସ ପାକିସ୍ତାନ ଏୟାରବେସ, ନୂଆ HD ସାଟେଲାଇଟ୍ ଫଟୋରୁ ହେଲା ଖୁଲାସା
ନୂଆଦିଲ୍ଲୀ,୧୩।୫: ଭାରତୀୟ ସେନାର ଆକ୍ରମଣ ପରେ ପାକିସ୍ତାନର ବିଭିନ୍ନ ଏୟାରବେସରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ନୂଆ ସାଟେଲାଇଟ୍ ଫଟୋ ଜାରି ହୋଇଛି। ବେସରକାରୀ ସାଟେଲାଇଟ୍ କମ୍ପାନୀ ମାକ୍ସାର ଟେକ୍ନୋଲୋଜିସ୍ ଦ୍ୱାରା ପ୍ରକାଶିତ ଏହି ହାଇ-ଡେଫିନିସନ୍ (HD) ଚିତ୍ରଗୁଡ଼ିକ ପାକିସ୍ତାନର ସୁକ୍କୁର,…
ପାକିସ୍ତାନ ଉପରେ ରାଗିଲା ଚାଇନା, ଆଗକୁ ଆଉକିଛି ଦିଆଯିବ ନାହିଁ!
ବେଜିଂ/ଇସଲାମାବାଦ, ୧୩।୫: ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ଘଟିଥିବା ଯୁଦ୍ଧବିରତି ଚୁକ୍ତିକୁ ନେଇ ଚାଇନା ପାକିସ୍ତାନ ସହ ଅସନ୍ତୁଷ୍ଟ ଥିବା ନେଇ କିଛି ରିପୋର୍ଟରେ ଦାବି କରାଯାଇଛି। ସୂଚନା ଅନୁସାରେ, ଚାଇନା ଏହି ଯୁଦ୍ଧବିରତି ପ୍ରକ୍ରିୟାରେ ନିଜର ଭୂମିକାକୁ ଉପେକ୍ଷା…
ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଭାରତ, ୨୪ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୩।୫: ଭାରତ ସରକାର ଜଣେ ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କରି ୨୪ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ଗୁପ୍ତଚର କାର୍ଯ୍ୟକଳାପ ସହ ଜଡ଼ିତ ଅଭିଯୋଗ ପରେ ନିଆଯାଇଛି। ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏହି ଘୋଷଣା…
ଗ୍ରାହକଙ୍କୁ ଆଶ୍ୱସ୍ତି: ୬ ବର୍ଷର ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୩।୫: ଭାରତର ଖୁଚୁରା ମୁଦ୍ରାସ୍ଫୀତି ଏପ୍ରିଲ ମାସରେ ୬ ବର୍ଷର ସର୍ବନିମ୍ନ ସ୍ତର ୩.୧୬%କୁ ହ୍ରାସ ପାଇଛି, ଯାହା ମାର୍ଚ୍ଚ ମାସର ୩.୩୪% ତୁଳନାରେ ନୋଟୀୟ କମ୍ ଅଟେ। ଖାଦ୍ୟ ପଦାର୍ଥ ଓ ନିତ୍ୟ ବ୍ୟବହାର ସାମଗ୍ରୀ ମୂଲ୍ୟରେ ହ୍ରାସ ହେତୁ…
POK ଖାଲି କର! ପାକିସ୍ତନାକୁ ଚେତାବନୀ ଦେଲେ ଭାରତ ସରକାର
ନୂଆଦିଲ୍ଲୀ,୧୩।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଭାରତ କଶ୍ମୀର ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି। ମଙ୍ଗଳବାର ଭାରତର ମତ ସ୍ପଷ୍ଟ କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ…
Archives


