ନବୀନ@୭୪: ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ଟୁଇଟ୍ କରି ସେ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର…
ଅନନ୍ତନାଗରେ ଏନ୍କାଉଣ୍ଟର୍: ୩ ଲଶ୍କର ଆତଙ୍କବାଦୀ ନିହତ
ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ ସଦସ୍ୟ ଥିବା ପୋଲିସ କହିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ହିଜିବୁଲ କମାଣ୍ଡର ନାସିର୍ ଚନ୍ଦ୍ରୁ…
୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି
ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ ନେଇ ଅଦାଲତରେ ହିନ୍ଦୁ ପକ୍ଷ ୭ ଲକ୍ଷ ୫୦ ହଜାର…
ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍ ତୃମ୍ଖାଲ୍
ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍ଖାଲ୍ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍ ତୃମ୍ଖାଲ୍ ସେପ୍ଟେମ୍ବର ୨୭ ରାତିଠାରୁ…
ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ କହିଛନ୍ତି,…
ଅତୁଲ୍ୟ ନବୀନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ପୂରିଛି ୭୩ ବର୍ଷ। ସେ ବୁଧବାର ୭୪ରେ ପଦାର୍ପଣ କରିବେ। ଏହି ଅବସରରେ ଏକ ସ୍ବତନ୍ତ୍ର ଉପସ୍ଥାପନା… ଭାରତୀୟ ରାଜନୀତିରେ ଅନ୍ୟତମ ଉତ୍ତୁଙ୍ଗ ବ୍ୟକ୍ତି ଭାବେ ନବୀନ ପଟ୍ଟନାୟକ ଏବେ ଦଣ୍ଡାୟମାନ। ଦୀର୍ଘ ଶାସନ ତାଙ୍କ…
ବିଦାୟ ନେଲା ମୌସୁମୀ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ବିଦାୟ ନେଇଛି। ମଙ୍ଗଳବାର ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାରୁ ମୌସୁମୀ ବିଦାୟ ନେବା ୫ ଦିନ ବିଳମ୍ବ ହୋଇଛି। ସାଧାରଣତଃ ଅକ୍ଟୋବର ୧୦ ତାରିଖ ମଧ୍ୟରେ…
ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ ପରିବାର।…
ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ, ରେଳମନ୍ତ୍ରୀ କଲେ ଉଦ୍ଘାଟନ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱରରୁ ନୟାଗଡ଼କୁ ଗଡ଼ିଲା ସେବା ଏକ୍ସପ୍ରେସ। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଦିଲ୍ଲୀରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ମଙ୍ଗଳବାର ଏହାକୁ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଡ. ହର୍ଷବର୍ଦ୍ଧନ…
ପାକିସ୍ତାନକୁ ଯାଉଥିବା ନଦୀ ଜଳ ଉପରେ ହେବ ସର୍ଜିକାଲ୍ ଷ୍ଟ୍ରାଇକ୍: ସୂଚନା ଦେଲେ ମୋଦି
କୁରୁକ୍ଷେତ୍ର,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦାଦରିରେ ଏକ ରାଲିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନକୁ ଯେଉଁ ନଦୀ ଜଳ ମିଳିବା କଥା ତାହା ଗତ ୭୦ ବର୍ଷ…
ପୃଥିବୀରେ ୮୦ କୋଟି ଭୋକିଲା: ୟୁନିସେଫ୍ ରିପୋର୍ଟ
ଜେନେଭା,୧୫।୧୦: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍ ଅଫ୍ ଦି ଓ୍ବାଲ୍ଡ୍ ଚିଲଡ୍ରେନ୍’ ଶୀର୍ଷକ…
ଟ୍ରେନ୍ ଉପରେ ମହାକାଶରୁ ରଖାଯିବ କଡ଼ା ନଜର: ୬ ହଜାର ଇଞ୍ଜିନ୍ରେ ଲଗା ସରିଛି ‘ଗଗନ ପ୍ରଣାଳୀ’
ନୂଆଦିଲ୍ଲୀ,୧୫।୧୦: ଆଉ ଗୋଟିଏ ବର୍ଷ ପରେ ୨୦୨୦ ସୁଦ୍ଧା ଟ୍ରେନ୍ ଉପରେ ମହାକାଶରୁ କଡ଼ା ନଜର ରଖାଯିବ। ଏନେଇ ସାଟେଲାଇଟ୍ ସହିତ ଟ୍ରେନ୍ ଲୋକୋମୋଟିଭ୍ ଇଞ୍ଜିନ୍ ମଧ୍ୟରେ ସଂଯୋଗ ସ୍ଥାପିତ କରାଯିବ। ଦେଶରେ ଥିବା ୧୨ ହଜାର ଲୋକୋମୋଟିଭ୍ ଇଞ୍ଜିନ୍ ମଧ୍ୟରୁ…

