Home Middle

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଦେଶବାସୀଙ୍କ ମତାମତ ଲୋଡ଼ିଲେ ମୋଦି

ନୂଆଦିଲ୍ଲୀ,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ଦିନ ଅଲ୍‌ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତି। ଏଥିପାଇଁ ନିଶୁଳ୍କ ନମ୍ବର ୧୮୦୦-୧୧-୭୮୦୦କୁ କଲ୍‌ କରି ଲୋକେ…

ଭବିଷ୍ୟତ ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ: ସେନା ମୁଖ୍ୟ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୧୫।୧୦: ଭବିଷ୍ୟତରେ ହେବାକୁଥିବା ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଡିଆର୍‌ଡିଓ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍‌ ଏହା କହିଛନ୍ତି। ଏଥିପାଇଁ ଭାରତକୁ ପ୍ରସ୍ତୁତ ହେବାକୁ ପଡ଼ିବ। ଆଧୁନିକ…

୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍‌ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା ୩୦ରେ କସ୍‌ବା ଏବଂ କେର୍ନି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା।…

ନନ୍ଦନକାନନରେ ଧଳା ମହାବଳ ବାଘ ଶୁଭ୍ରାଂଶୁର ମୃତ୍ୟୁ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ସୂଚନା ମିଳିଛି। କିଛି ଦିନ ହେଲା ଶୁଭ୍ରାଂଶୁ ରକ୍ତ ସଂକ୍ରମଣଜନିତ ରୋଗରେ…

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ,ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ଆର୍‌.କେ.ଏସ୍‌ ଭଦୌରିୟା…

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ କୋଡ୍‌ ବ୍ୟବହାର କରୁଛନ୍ତି। ଏହି କୋଡ୍‌ ଭାଙ୍ଗିବାକୁ ଏପର୍ଯ୍ୟନ୍ତ ଭାରତୀୟ ଗୋଇନ୍ଦା ବିଭାଗ ସକ୍ଷମ…

ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍‌ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍‌କୁ ଅଟକାଇ ଆତଙ୍କବାଦୀ ଟ୍ରକ୍‌ ଡ୍ରାଇଭର ଶରିଫ୍‌ ଖାଁଙ୍କୁ ଗୁଳି କରିଥିଲେ। ଶରିଫ୍‌ ରାଜସ୍ଥାନର ବାସିନ୍ଦା ବୋଲି…

ବାଲାକୋଟରେ ତାଲିମ ନେଉଛନ୍ତି ୫୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ବାଲାକୋଟର ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଭାରତୀୟ ବାୟୁସେନା ଧ୍ୱଂସ କରିବାର ୮ ମାସ ପରେ ଉକ୍ତ ଶିବିର ପୁଣିଥରେ ସକ୍ରିୟ ହୋଇଉଠିଛି। ସେଠାରେ ୪୦ରୁ ୫୦ ଜଣ ଆତଙ୍କବାଦୀ ପ୍ରଶିକ୍ଷଣ ନେଉଥିତ୍ବା…

ସୋସିଆଲ ମିଡିଆରେ ଆଧାର ସଂଯୋଗ: ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୦: ସୋସିଆଲ ମିଡିଆ ସହ ଆଧାର ସଂଯୋଗକୁ ବାଧ୍ୟତାମୂଳକ କରିବା ଲାଗି ହୋଇଥିବା ଏକ ଆବେଦନ ଉପରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସବୁ ମାମଲା ସର୍ବୋଚ୍ଚ ଅଦାଲତକୁ ଆସିବା ଆବଶ୍ୟକ ନାହଁ। ଏହି ମାମଲା ଏବେ ମାଡ୍ରାସ…

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌. ମୋଦି କହିଛନ୍ତି। ଓଡ଼ିଶା ସମେତ ଦେଶର ୭ ରାଜ୍ୟରେ ଏହି ବାଂଲାଦେଶୀ ଆତଙ୍କବାଦୀ ସଂଗଠନ…

ପ୍ରାର୍ଥିପତ୍ର ଦାଖଲ କଲେ ଗାଙ୍ଗୁଲି

ମୁମ୍ବାଇ, ୧୫ା୧୦ (ପି.ଟି.)- ଅକ୍ଟୋବର ୨୩ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏଥିରେ ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ସୋମବାର ପୂର୍ବତନ ଭାରତ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ଜୟ…

ଅର୍ଥନୀତିରେ ନୋବେଲ

ଷ୍ଟକହୋମ,୧୪।୧୦: ଅର୍ଥନୀତି କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ୨୦୧୯ର ନୋବେଲ ବିଜେତାଙ୍କନାମ ଘୋଷଣା କରାଯାଇଛି। ଏହି ୩ ଜଣ ନୋବେଲ ବିଜେତାଙ୍କ ମଧ୍ୟରେ ଜଣେ ଭାରତୀୟ ମୂଳ ବାସିନ୍ଦା ଅଭିଜିତ ବାନାର୍ଜୀ ଥିବା ବେଳେ ଫ୍ରାନ୍ସ ଜନ୍ମିତ ଆମେରିକାନ ଇସ୍ଥର ଡଫଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?