ଆଜି ବିଜୟାଦଶମୀ: ମା’ଙ୍କ ଦର୍ଶନ ପାଇଁ ସବୁଠି ଭିଡ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ ଅର୍ଥାତ୍ ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ଦେଶର ବିଭିନ୍ନ ସ୍ଥାନରେ ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି…
ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କଲା ଭାରତ: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
ଗାଜିଆବାଦ୍,୮।୧୦: ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ୍ର ହିଣ୍ଡେନ୍ ବାୟୁସେନା ଏୟାର ବେସ୍ରେ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର ସିଂ ଭଦୌରିୟା, ସେନା ପ୍ରମୁଖ ବିପିନ ରାଓ୍ବତ ଏବଂ ନୌସେନା ମୁଖ୍ୟ କରମବୀର…
ମେଡ଼ିସିନ୍ରେ ନୋବେଲ: ଏଥର ପାଇବେ ୩ ବୈଜ୍ଞାନିକ
ଷ୍ଟକ୍ହୋମ୍,୭।୧୦: ମେଡ଼ିସିନ୍ କ୍ଷେତ୍ରରେ ଚଳିତ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବେ। ସେମାନେ ହେଉଛନ୍ତି ଓ୍ବିଲୟମ୍ ଜି. କାଇଲିନ୍, ସାର୍ ପିଟର ଜେ. ରାଟ୍କି୍ଲଫ ଏବଂ ଗ୍ରେଗ୍ ଏଲ୍.…
ବିଦେଶରେ ବି ସାଥିରେ ରହିବେ ଏସ୍ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ
ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସ୍ପେଶାଲ ପ୍ରୋଟେକସନ୍ ଗ୍ରୁପ୍(ଏସ୍ପିଜି) ସୁରକ୍ଷା ପାଉଥିବା ବ୍ୟକ୍ତି ବିଦେଶ ଗସ୍ତ କଲେ…
ଗୁରେଜ ସେକ୍ଟରରେ ୬ ବର୍ଷ ପରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ଆତଙ୍କବାଦୀ ମୃତ
ଦ୍ରାସ,୭।୧୦: ଜମ୍ମୁ-କଶ୍ମୀରରେ ଏବେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାର ସବୁ ପ୍ରୟାସ ଆରମ୍ଭ କରି ସାରିଛି ବୋଲି କୁହାଯାଉଛି। ହେଲ ସୁରକ୍ଷାକର୍ମୀଙ୍କ କଡା ନଜରରୁ ଏମାନେ ବର୍ତ୍ତି ପାରୁ ନାହାଁନ୍ତି। ପାକିସ୍ତାନ ଏବେ ଅନୁପ୍ରବେଶ କରିବାକୁ…
ଭାରତ-ଚାଇନା ସୀମା ଜଗିବ ଏମ୍-୭୭୭ ତୋପ
ନୂଆଦିଲ୍ଲୀ,୭।୧୦: ଭାରତ ଆମେରିକାଠାରୁ ୧୪୫ଟି ଏମ୍-୭୭୭ ତୋପ କିଣିବ। ଏହି ତୋପକୁ ଭାରତ-ଚାଇନା ସୀମା ଜଗିବା କାର୍ଯ୍ୟରେ ମୁତୟନ କରାଯିବ। ୨୦୧୯ ଶେଷ ସୁଦ୍ଧା ଏହି ତୋପ ଭାରତକୁ ମିଳିଯିବ ବୋଲି କୁହାଯାଉଛି। ଏହାଦ୍ୱାରା ଭାରତୀୟ ସେନାର ଶକ୍ତିରେ ବୃଦ୍ଧି ଘଟିବ।…
ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ
ନୂଆଦିଲ୍ଲୀ/ଇସଲାମାବାଦ୍,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍ ମୁଜାହିଦ୍ଦିନ୍ ସଂଗଠନର ସଂସ୍ଥାପକ ରିୟାଲ ଭଟକଲ ଏବଂ ଇକବାଲ୍ ଭଟକଲଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଦାୟିତ୍ୱ…
ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା
ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ ଆକ୍ସନ୍ ଟାସ୍କ୍ ଫୋର୍ସ(ଏଫ୍ଏଟିଏଫ୍) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏଥିରେ ଦର୍ଶାଯାଇଛି…
ଆଜି ମହାନବମୀ : ଧରାପୃଷ୍ଠରେ ମହାମାୟା
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ଅନ୍ୟାୟ ଓ ଅତ୍ୟାଚାରକୁ ନାଶ କରିବା ପାଇଁ ଧରାବତରଣ କରିଛନ୍ତି ମା’ ମହିଷା ମର୍ଦ୍ଦିନୀ। ମହାମାୟାଙ୍କ ଆରାଧନାର ମନ୍ତ୍ରପାଠ ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି। ସୋମବାର ମଣ୍ଡପଗୁଡ଼ିକରେ ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେବାକୁ ଥିବାବେଳେ ସହରୀ ପୂଜା…
ମୋଦିଙ୍କ ପାଇଁ ଆସିବ କ୍ଷେପଣାସ୍ତ୍ର ପ୍ରତିରୋଧୀ ୨ଟି ବୋଇଂ-୭୭୭ ବିମାନ
ନୂଆଦିଲ୍ଲୀ,୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ପାଇଁ ୨୦୨୦ ସୁଦ୍ଧା ୨ଟି ବୋଇଂ-୭୭୭ ବିମାନ ଅଣାଯିବ। ଏହି ବିମାନ ଦୁଇଟି କ୍ଷେପଣାସ୍ତ୍ର ପ୍ରତିରୋଧୀ। ଏଥିରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପରି ବ୍ୟବସ୍ଥା ସହିତ ଅନ୍ୟ ଯୋଗାଯୋଗ ସୁବିଧା ରହିଛି। ଏଥିପାଇଁ ଆମେରିକା ସହିତ…
ଟ୍ରେନର ବିମାନ ଦୁର୍ଘଟଣା ଗ୍ରସ୍ତ: ୨ ପାଇଲଟଙ୍କ ମୃତ୍ୟୁ
ବିକାରବାଦ,୬।୧୦: ତେଲେଙ୍ଗାନା ବିକାରବାଦ ନିକଟରେ ଏକ ଟ୍ରେନର ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଥିବା ୨ ପାଇଲଟ୍ଙ୍କ ମୃତ୍ୟୁ ଘଟିଛି। ସୁଲତାନପୁର ଗାଁରେ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବା କୁହାଯାଉଛି। ଖବର ପାଇ ଦୁର୍ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚିଛନ୍ତି। ଜଣେ…
ଦଶହରାରେ ରାଫାଲ୍ ସହିତ ଶସ୍ତ୍ର ପୂଜନ କରିବେ ରାଜନାଥ
ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୮ରେ ଦଶହରା ଏବଂ ବାୟୁସେନା ଦିବସ ଗୋଟିଏ ଦିନରେ ପଡୁଛି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୋର୍ଡିଅକ୍ସ୍ ନିକଟରେ ମେରିନିକ୍ଠାରେ ରାଫାଲ ଯୁଦ୍ଧ ବିମାନକୁ ରିସିଭ୍ କରି ଶସ୍ତ୍ର ପୂଜନ କରିବେ। ଏହାପରେ ଅକ୍ଟୋବର ୯ରେ…

