Home Middle

ହିଂସାକାରୀଙ୍କୁ କାଠଗଡ଼ାକୁ ଅଣାଯିବ: ସୁଶୀଳା

କାଠମାଣ୍ଡୁ, ୧୫ା୯: ନେପାଳର ନବନିଯୁକ୍ତ ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁଶୀଳା କହିଛନ୍ତି, ସେ ୬ ମାସରୁ କମ୍‌ ସମୟ ପାଇଁ ଅନ୍ତରୀଣ ସରକାରଙ୍କ ଦାୟିତ୍ୱରେ ରହିବେ। ମାର୍ଚ୍ଚରେ ସଂସଦୀୟ ନିର୍ବାଚନ ପରେ ସେ ଏବଂ…

ଏସିଆ କପ୍‌ ୨୦୨୫: ଏକପାଖିଆ ମ୍ୟାଚରେ ପାକିସ୍ତାନକୁ ୭ ୱିକେଟରେ ହରାଇଲା ଭାରତ

ଦୁବାଇ,୧୪।୯: ଏସିଆ କପ୍‌ ୨୦୨୫ର ଗ୍ରୁପ୍‌ ଏ ମ୍ୟାଚ୍‌ରେ ଭାରତ ୭ ୱିକେଟରେ ପାକିସ୍ତାନକୁ ପରାଜିତ କରି ଲଗାତାର ଦ୍ୱିତୀୟ ବିଜୟ ହାସିଲ କରିଛି। ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୨୭/୯ ରନ୍‌ ସ୍କୋର କରିଥିବା ବେଳେ ଭାରତ…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ଯସ୍ମିନ, ମୀନାକ୍ଷୀଙ୍କୁ ସ୍ବର୍ଣ୍ଣ, ନୂପୁରଙ୍କୁ ରୌପ୍ୟ

ଲିଭରପୁର, ୧୪ା୯: ଭାରତୀୟ ବକ୍ସର ଯସ୍ମିନ ଲାମ୍ବୋରିଆ ଓ ମୀନାକ୍ଷୀ ହୁଦା ଏଠାରେ ଚାଲିଥିବା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ଲାଭ କରିଥିବାବେଳେ ନୂପୁର ଶେଓରାନ ଓ ପୂଜାରାଣୀ ଅଣ ଅଲିମ୍ପିକ କାଟେଗୋରିରେ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଛନ୍ତି।…

ଅଷ୍ଟ୍ରେଲିଆ ବିପକ୍ଷ ୩ ଦିନିକିଆ ପାଇଁ ଭାରତୀୟ ଟିମ୍‌ ଘୋଷଣା: ରୋହିତ, ବିରାଟଙ୍କୁ ମିଳିଲା ନାହିଁ ସ୍ଥାନ

ମୁମ୍ବାଇ,୧୪।୯: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ‘ଏ’ ଟିମ୍‌ ଘୋଷଣା କରିଛି। ଏହି ସିରିଜ୍‌ରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ସ୍ଥାନ ମିଳିନାହିଁ।…

ଏସିଆ କପ୍‌ ୨୦୨୫: କୁଲଦୀପଙ୍କ ସ୍ପିନ୍‌ ଜାଲରେ ଫସିଲା ପାକିସ୍ତାନ, ଭାରତ ଆଗରେ ବିଜୟ ଲକ୍ଷ୍ୟ ୧୨୮

ଦୁବାଇ, ୧୪।୯: ଏସିଆ କପ୍‌ ୨୦୨୫ର ରବିବାର ଖେଳାଯାଉଥିବା ଗ୍ରୁପ୍‌ ଏ ମ୍ୟାଚ୍‌ରେ ପାକିସ୍ତାନ ବ୍ୟାଟିଂ ବିଭାଗ ଭାରତ ଆଗରେ ମାଟି କାମୁଡ଼ିଛି। ୨୦ ଓଭରରେ ପାକିସ୍ତାନ ଦଳ ୯ ଉଇକେଟ ହରାଇ ୧୨୭ ସ୍କୋର କରିଛି। ଶାହୀନ୍‌ ଶାହ ଆଫ୍ରିଦିଙ୍କ…

ଏସିଆ କପ୍‌ ୨୦୨୫: ଟସ୍‌ ଜିତି ପାକିସ୍ତାନର ବ୍ୟାଟିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍‌ କଲେନି ଦୁଇ ଅଧିନାୟକ

ନୂଆଦିଲ୍ଲୀ,୧୪।୯: ବହୁ ପ୍ରତିକ୍ଷିତ ଏସିଆ କପ୍‌ ୨୦୨୫ର ଗ୍ରୁପ୍‌ ଏ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ସଲମାନ୍‌ ଆଲୀ ଆଘା ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ସୁର୍ଯ୍ୟକୁମାର୍‌ ଯାଦବଙ୍କ ନେତୃତ୍ୱାଧୀନ ଭାରତ ବନାମ ପାକିସ୍ତାନ…

ହାତ ଧରିଲେ ହରିଶଙ୍କର ରାଉତ, ପାଣ୍ଡିଆନଙ୍କୁ ସମାଲୋଚନା କରି ବିଜେଡି ଛାଡିଥିଲେ

ଭୁବନେଶ୍ୱର,୧୪।୯: ପୂର୍ବତନ ବିଜେଡି ଛାତ୍ର ନେତା ହରିଶଙ୍କର ରାଉତ ଦଳ ଛାଡ଼ିବା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ରେ ଯୋଗଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଏଆଇସିସିର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଓ ଓପିସିସି ସଭାପତି ଭକ୍ତଚରଣ ଦାସ ଉପସ୍ଥିତ…

India vs Pakistan: ପାକିସ୍ତାନ ସହ ଭାରତ ନ ଖେଳିଲେ କେତେ ଟଙ୍କାର କ୍ଷତି ସହିବ BCCI ?

ଦୁବାଇ,୧୪।୯: ଏପ୍ରିଲ୍‌ରେ ହୋଇଥିବା ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତୀୟଙ୍କ ମନରେ ଏବେ ମଧ୍ୟ ରୋଷ ପ୍ରବଳ ରହିଛି। ଏହାର କାରଣରୁ ଏସିଆ କପ୍‌ ୨୦୨୫ରେ ଭାରତ-ପାକିସ୍ତାନ ମ୍ୟାଚ୍‌କୁ ବୟକଟ୍‌ କରିବାକୁ ଦାବି ବଢ଼ିଛି। ସୋମବାର ରାତି ୮ଟାରେ ଆରମ୍ଭ ହେବାକୁ…

ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…

ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର…

ଏଣିକି ଶନିବାର ସାଢ଼େ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସ୍କୁଲ, ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୪ା୯(ପ୍ରଭାତ ପାଣିଗ୍ରାହୀ): ଏଣିକି ଶନିବାର ସାଢେ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନ। ଏନେଇ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଜ୍ଞପ୍ତି ଜାରି କରିଛନ୍ତି। ଏଥିରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଜିଲା…

ବାଇକ୍‌ରେ କାର୍ଯ୍ୟସ୍ଥଳକୁ ଯାଉଥିଲେ ପୋଲିସ କର୍ମଚାରୀ: ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ପରେ…

ବରୀ,୧୪।୦୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଶ୍ୱନାଥ ନାୟକଙ୍କ ବଡ଼ ପୁଅ ସୂର୍ଯ୍ୟକାନ୍ତ ନାୟକ(୩୨)ଙ୍କ ର ହୃଦଘାତରେ ପରଲୋକ ଘଟିଛି। ପ୍ରକାଶ ଥାଉକି, ସୂର୍ଯ୍ୟକାନ୍ତ କୋରାପୁଟ ଜିଲାରେ ଓଡିଶା ପୋଲିସର ଇଣ୍ଡିଆନ ରିଜର୍ଭ…

ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ସୁଶୀଳା କାର୍କି

କାଠମାଣ୍ଡୁ,୧୪ା୯: ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ସୁଶୀଳା କାର୍କି। ସେ ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?