Home Middle

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ସରକାର କହିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୬।୯ : ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାର ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଅନ୍ତୁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏ ସମ୍ପର୍କିତ ୮ଟି ମାମଲାର ବିଚାର କରି ପ୍ରଧାନ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ…

ଟାର୍ଗେଟରେ ମନ୍ଦିର, ରେଳଷ୍ଟେଶନ

ଚଣ୍ଡିଗଡ଼/ରୋହତକ,୧୬ା୯ : ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଯିବା ପରେ ଭାରତ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ବିଷ ଓକାଳୁଥିବାବେଳେ ପଡ଼ୋଶୀ ଦେଶର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଲେଣି। ଦଶହରାରେ ଭାରତର ୬ ରାଜ୍ୟର ମନ୍ଦିର ଓ ୧୧ଟି…

୨୦୫୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ,୧୫।୯: ସୀମାରେ ପାକ୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ଜାରି ରହିଛି। ପାକିସ୍ତାନ ଦ୍ୱାରା ମଧ୍ୟ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ବୟାନରେ କୁହାଯାଇଛି କି ପାକିସ୍ତାନ ସୀମାରେ ୨୦୫୦ରୁ ଅଧିକ ଥର ଅସ୍ତ୍ରବିରତି…

ସୀମାରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫-ଏ ହଟାଇ ଦିଆଯିବା ପରଠାରୁ ଯଦିଓ ସେଠାରେ ସେମତିି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନାହିଁ ତଥାପି ସୁରକ୍ଷାକର୍ମୀ ସେଠାରେ ସବୁବେଳେ କଡା ନଜର ରଖିଛନ୍ତି। ତେବେ ଏହାକୁ ନେଇ ପାକିସ୍ତାନ ଯେଉଁଭଳି…

ରିଏଲ ଇଷ୍ଟେଟ, ରପ୍ତାନି ବୃଦ୍ଧିକୁ ପ୍ରୋତ୍ସାହନ; ମାନ୍ଦାବସ୍ଥା ଦୂର ପାଇଁ ୭୦ ହଜାର କୋଟିର ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ,୧୫-୯: ଆର୍ଥିକ ମାନ୍ଦାବସ୍ଥାକୁ ଦୂରକରିବା ଉଦ୍ଦେଶ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ରିଏଲ ଇଷ୍ଟେଟ କ୍ଷେତ୍ରରେ ନିବେଶ ଓ ରପ୍ତାନି ବୃଦ୍ଧି ଲାଗି ୭୦ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଅର୍ଦ୍ଧନିର୍ମିତ ହୋଇ ପଡିରହିଥିବା ଶସ୍ତା ଘରଗୁଡ଼ିକୁ ସମ୍ପୂର୍ଣ୍ଣ…

ସୁଧୁରୁଛି ଦେଶର ଅର୍ଥବ୍ୟବସ୍ଥା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀ ଜରିଆରେ ଦେଶର ଅର୍ଥ ବ୍ୟବସ୍ଥା ସୁଧୁରୁଥିବା କହିଛନ୍ତି। ସେ ରିଅଲ୍‌ ଇଷ୍ଟେଟକୁ ଆଶ୍ୱସ୍ତି ଦେଇଛନ୍ତି। ତେବେ ମୁଦ୍ରାସ୍ଫିତି ନିୟନ୍ତ୍ରଣରେ ରହିଥିବା ଓ ଔଦ୍ୟୋଗିକ କ୍ଷେତ୍ରରେ ସୁଧାର ଆସୁଥିବା…

ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଡ୍ରୋନ୍‌ ଆକ୍ରମଣ: ଲାଗିଲା ନିଆଁ

ରିୟାଦ,୧୪।୯: ସୌଦି ଆରବରେ ଥିବା ବିଶ୍ୱର ସବୁଠାରୁ ବଡ ସୌଦି ଆରମକୋ ଅଏଲ ପ୍ଲାଣ୍ଟରେ ଶନିବାର ଡ୍ରୋନ୍‌ ଆକ୍ରମଣ ଫଳରେ ନିଆଁ ଲାଗି ଯାଇଛି। ସୌଦି ଆରବର ଗୃହମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଡ୍ରୋନ୍‌ ଆକ୍ରମଣ ଫଳରେ ପ୍ଲାଣ୍ଟରେ…

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି। ଆଉ ଏହି ନିହତ ସେନାଙ୍କ ମୃତ ଶରୀରକୁ ପାକ୍‌ ସେନା ଧଳା ପତାକା…

ଦୁର୍ନୀତି ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ: ୧୬ ଜଣଙ୍କୁ ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୯ (ବ୍ୟୁରୋ): ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବଦା ଶୂନ ସହିଷ୍ଣୁତା(ଜିରୋ ଟଲେରାନ୍ସ) ନୀତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି। ଦୁର୍ନୀତିରେ ଜଡିତ…

ଏସ୍‌ବିଆଇ ଆକାଉଣ୍ଟଧାରୀଙ୍କୁ ରଖିବାକୁ ହେବ ସର୍ବନିମ୍ନ ୩ ହଜାର ଜମା

ନୂଆଦିଲ୍ଲୀ,୧୪-୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଆକାଉଣ୍ଟଧାରୀଙ୍କ ପାଇଁ ଅକ୍ଟୋବର ପହିଲାରୁ କେତେକ ସର୍ଭିସ ଚାର୍ଜରେ ପରିବର୍ତ୍ତନ କରାଯିବ। ଜମାଖାତାରେ ମାସକୁ ସର୍ବନିମ୍ନ ଜମା ରାଶି ନ ରଖିଲେ ଜରିମାନାକୁ ୮୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରାଯାଇଛି। ଏନ୍‌ଇଏଫ୍‌ଟି ଓ ଆର୍‌ଟିଜିଏସ୍‌ ମାଧ୍ୟମରେ…

ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାପୁରୁଷ ବୋଲି କହିଛନ୍ତି। ମୋଦିଙ୍କ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?