ଜମ୍ମୁ-କଶ୍ମୀରରେ ଅତିରିକ୍ତ ୧୦ ହଜାର ସୁରକ୍ଷାକର୍ମୀ: ପ୍ରତି ପଞ୍ଚାୟତରେ ଅଗଷ୍ଟ ୧୫ରେ ଜାତୀୟ ପତାକା ହେବ ଉତ୍ତୋଳନ
ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରକୁ ୧୦ ହଜାର ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ପଠାଯିବା ଯିବା ନେଇ ନାନା ଆଲୋଚନା ହେଉଛି। ତେବେ ଏବେ କୁହାଯାଉଛି ଯେ, କେନ୍ଦ୍ର ସରକାର ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ପ୍ରତି ପଞ୍ଚାୟତରେ ଜାତୀୟ ପତାକା ଉତ୍ତୋଳନ କରିବା ଲାଗି ଯୋଜନା…
ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ
ହାଇଦ୍ରାବାଦ୍,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି। ଫଳରେ ୨୬ଟି ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ ହୋଇପଡ଼ିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ…
ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍, ବ୍ରେସଲେଟ୍ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି…
ଆଇଇଡି ବିସ୍ଫୋରଣରେ ସିଆରପିଏଫ୍ ଯବାନ ଶହୀଦ୍
ରାୟପୁର,୩୧।୭: ଛତିଶଗଡ଼ରେ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଶହୀଦ୍ ହୋଇଛନ୍ତି। ସେ ହେଉଛନ୍ତି ବିହାର ନାଳନ୍ଦା ଜିଲାର ବାସିନ୍ଦା ରୌଶନ କୁମାର। ଯବାନମାନେ ପାଟ୍ରୋଲିଂ କରୁଥିବା ସମୟରେ ବୁଧବାର ଭୋର ୬ଟା ସମୟରେ ଏହା ଘଟିଥିବା କୁହାଯାଉଛି। ବସ୍ତର ଜିଲାର…
୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ
ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍. କୃଷ୍ଣାଙ୍କ ଜ୍ୱାଇଁ କେଫ୍ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ ଏବଂ…
ୟେଦୁରପ୍ପା କ୍ଷମତାକୁ ଆସିବା ପରେ ଟିପୁ ଜୟନ୍ତୀ ବାତିଲ
ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକରେ କ୍ଷମତାକୁ ଆସିବାର ୩ ଦିନ ପରେ ୟେଦୁରପ୍ପା ସରକାର ଟିପୁ ଜୟନ୍ତୀ ମହୋତ୍ସବକୁ ମଙ୍ଗଳବାର ରଦ୍ଦ କରିଛନ୍ତି। ଅଷ୍ଟାଦଶ ଶତାବ୍ଦୀର ଏହି ସୁଲ୍ତାନଙ୍କ ଜୟନ୍ତୀକୁ ଦଳ ୨୦୧୫ରୁ ବିରୋଧ କରିଆସୁଛି। ସିଦ୍ଦାରାମାୟା ନେତୃତ୍ୱାଧୀନ କଂଗ୍ରେସ ସରକାର ଅମଳରୁ…
ଡଷ୍ଟବିନ୍କୁ ଗଲା ମଧ୍ୟଯୁଗୀୟ ପ୍ରଥା: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୧ା୭: ତିନି ତଲାକ୍ ବିଲ୍କୁ ପାର୍ଲାମେଣ୍ଟର ମଞ୍ଜୁରୀ ପରେ ଏବେ ରାଷ୍ଟ୍ରପତିଙ୍କ ମୋହରକୁ ଅପେକ୍ଷା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଅନୁମୋଦନ କରିବା ପରେ ବିଲ୍ ଆଇନରେ ପରିଣତ ହେବ। ୨୦୧୭ ଅଗଷ୍ଟରେ ଟ୍ରିପଲ୍ ତଲାକ୍କୁ ସୁପ୍ରିମକୋର୍ଟ ଅସାମ୍ବିଧାନିକ ବୋଲି ଘୋଷଣା…
ସିବିଆଇକୁ ତଦନ୍ତ ଦାୟିତ୍ୱ
ନୂଆଦିଲ୍ଲୀ/ ଲକ୍ଷ୍ନୌ, ୩୧ା୭(ପି.ଟି.): ବହୁଚର୍ଚ୍ଚିତ ଉନ୍ନାଓ ପୀଡ଼ିତା ଦୁର୍ଘଟଣା ମାମଲାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଦିଆଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାର ଏହି ସମ୍ବେଦନଶୀଳ ମାମଲାର ତଦନ୍ତଭାର ସିବିଆଇକୁ ହସ୍ତାନ୍ତର କରିଛନ୍ତି। ବଳାକତ୍ାର ପୀଡ଼ିତା ତାଙ୍କ…
୩ ବର୍ଷରେ ୧୦୬ ହରିଣ ଶିକାର
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ…
ଆରମ୍ଭ ହେବ ମୋ କଲେଜ ଯୋଜନା
ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ ସେମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିସହିତ ସେମାନଙ୍କ ଅନୁଦାନରେ କଲେଜର ଭିତ୍ତିଭୂମି ନିର୍ମାଣ…
ରାଜ୍ୟ ସଭାରେ ‘ଟ୍ରିପଲ୍ ତଲାକ୍’ ବିଲ ପାସ୍
ନୂଆଦିଲ୍ଲୀ,୩୦।୭: ଲୋକ ସଭା ପରେ ଏବେ ରାଜ୍ୟ ସଭାରେ ପାରିତ ହେଲା ‘ଟ୍ରିପଲ୍ ତଲାକ୍ ବିଲ୍’। ଭୋଟିଂ ଡିଭିଜନ ଜରିଆରେ ମୁସଲମାନ ମହିଳାଙ୍କ ବିବାହ ସମ୍ପର୍କିତ ଏହି ବିଲ୍ ମଙ୍ଗଳବାର ପାସ୍ ହୋଇଛି। ବିଲ୍ ସପକ୍ଷରେ ଗୃହରେ ୯୯ ସଦସ୍ୟ ମତଦାନ…
ଚନ୍ଦ୍ରାୟନ ବୈଜ୍ଞାନିକଙ୍କ ଦରମା କାଟ୍: ରାଜ୍ୟ ସଭାରେ ପ୍ରସଙ୍ଗ ଉପସ୍ଥାପନ କଲା କଂଗ୍ରେସ
ନୂଆଦିଲ୍ଲୀ,୩୦।୭: ଚନ୍ଦ୍ରାୟନ ମିଶନରେ କାର୍ଯ୍ୟ କରୁଥିବା ବୈଜ୍ଞାନିକଙ୍କ ଦରମା କାଟ୍ ପ୍ରସଙ୍ଗ ନେଇ ରାଜ୍ୟ ସଭାରେ ବିରୋଧୀ ଦଳ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି। କଂଗ୍ରେସ ଏହି ପ୍ରସଙ୍ଗ ଗୃହରେ ଉପସ୍ଥାପନ କରିଛି। କଂଗ୍ରେସ ସଦସ୍ୟ ମୋତିଲାଲ୍ ଭୋରା ଏନେଇ କହିଛନ୍ତି…
Archives


