ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ ନୀତି ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଅଧିଗୃହିତ ଅଞ୍ଚଳରେ ଥିବା ଘର ଲାଗି ସବୁ ପରିବାରକୁ…
ଜେଲ୍ ଯିବେ ନାହିଁ ଚିଦାମ୍ବରମ
ନୂଆଦିଲ୍ଲୀ,୨।୯: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ତାଙ୍କ ଓକିଲ କପିଲ ଶିବ୍ବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ କି ଚିଦାମ୍ବରଙ୍କୁ ଜେଲ୍ ପଠା ନ ଯାଇ ଗୃହବନ୍ଦୀ ଭାବେ ରଖାଯାଉ।…
ଚନ୍ଦ୍ରୟାନ-୨ରୁ ଅଲଗା ହେଲା ବିକ୍ରମ ଲ୍ୟାଣ୍ଡର
ବେଙ୍ଗାଲୁରୁ,୨।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋର)ର ବୈଜ୍ଞାନିକ ସୋମବାର ଅର୍ଥାତ ସେପ୍ଟେମ୍ବର ୨ ଦିନ ପ୍ରାୟ ୧ଟା ୩୦ରେ ଚନ୍ଦ୍ରୟାନ-୨ର ଅର୍ବିଟରରୁ ବିକ୍ରମ ଲ୍ୟାଣ୍ଡରକୁ ଅଲଗା କରିଦେଇଛନ୍ତି। ଆସନ୍ତା ୨୦ ଘଣ୍ଟା ପର୍ଯ୍ୟନ୍ତ ଏହା ନିଜ କକ୍ଷପଥ ପଛେପଛେ ୨ କିଲୋମିଟର…
ପାକିସ୍ତାନକୁ କଡ଼ା ଜବାବ ଦେବାକୁ ପ୍ରସ୍ତୁତ ହେଉଛି ଭାରତୀୟ ସେନା
ନୂଆଦିଲ୍ଲୀ,୨।୯: ଜମ୍ମୁ–କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବେଳକୁ ବେଳ ଅଶାନ୍ତି ବଢିବାରେ ଲାଗିଛି। ତେବେ ପାକିସ୍ତାନର କ୍ରୁର ପ୍ରକୃତିକୁ ଦେଖି ଏହାର କଡା ଜବାବ ଦେବାକୁ ପ୍ରସ୍ତୁତ ହେଉଛି ଭାରତ। ଏନେଇ ଭାରତ ଏବେ ସୀମାରେ ଇଣ୍ଟିଗ୍ରେଟେଡ ବ୍ୟାଟେଲ…
କୁଖ୍ୟାତ ଅପରାଧୀ ମୁସିମ ଏନ୍କାଉଣ୍ଟରରେ ଆହତ
ସମ୍ବଲପୁର ଅଫିସ୍,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି…
ପ୍ରଥମ ଦିନରେ ଗାଡ଼ି ଯାଞ୍ଚ କଡ଼ାକଡ଼ି : ୧୦ ଗୁଣା ଜରିମାନା ଗଣିଲେ ଉଲ୍ଲଂଘନକାରୀ
ଭୁବନେଶ୍ୱର,୨ା୯(ବ୍ୟୁରୋ) : ସାରା ଦେଶରେ ନୂଆ ମୋଟର ଆଇନ ରବିବାରଠାରୁ ଲାଗୁ ହୋଇଛି। ଏହି ଆଇନ ଅନୁସାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୧୦ ଗୁଣା ଜରିମାନା ଆଦାୟ କରାଯାଉଛି। ପ୍ରଥମ ଦିନରେ ରାଜ୍ୟର ବିଭିନ୍ନ ଜିଲାର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ବିଶେଷକରି…
ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଏଲ୍ଓସିରେ ଯବାନ ଶହୀଦ
ଜମ୍ମୁ,୨ା୯(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖାରେ ରବିବାର ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତର ଆଗୁଆ ଘାଟି ଓ ସୀମାନ୍ତବର୍ତ୍ତୀ ଗାଁ ଉପରେ ମୋର୍ଟାର ଓ ଗୁଳିଗୋଳା ମାଡ଼ କରିଛି। ସୀମାପାର ଗୁଳିରେ ଜଣେ ଭାରତୀୟ ଯବାନ…
ଆଣ୍ଡାମାନରେ ଚାଇନାର ଗୁପ୍ତଚର ଜାହାଜ
ଚେନ୍ନାଇ,୨ା୯: ଭାରତର ସ୍ଥଳଭାଗ ପରେ ଜଳପଥରେ ଅନୁପ୍ରବେଶ କରୁଛି ଚାଇନା। ଭାରତୀୟ ମହାସାଗର କ୍ଷେତ୍ର (ଆଇଓଆର୍)ରେ ଚାଇନାର ଆଡ୍ଭାନ୍ସ ସର୍ଭିଲାନ୍ସ ଜାହାଜ ପ୍ରବେଶ କରି ନୌସେନାର ଅତ୍ୟନ୍ତ ସମ୍ବେଦନଶୀଳ ତଥା ଗୋପନୀୟ ତଥ୍ୟ ସଂଗ୍ରହ କରୁଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି…
ସଙ୍କଟରେ ‘ବ୍ୟାଙ୍କ ଅନ୍ ହୁଇଲ୍ସ’
ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି। ଦୁର୍ଗମ…
ଅଟୋ ସେକ୍ଟରରେ ମାନ୍ଦାବସ୍ଥା ପ୍ରଭାବ ଗମ୍ଭୀର: ଅଗଷ୍ଟରେ ମାରୁତି ବିକ୍ରି ୩୩% ହ୍ରାସ
ନୂଆଦିଲ୍ଲୀ,୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦକ୍ଷେପ ଘୋଷଣା ହୋଇଥିଲେ ମଧ୍ୟ ଏହାର ପ୍ରଭାବ ସେଭଳି ଅନୁଭୁତ ହେଉ ନ ଥିବା ମନେ ହେଉଛି। କାରଣ ଦେଶର ସର୍ବବୃହତ କାର୍ ନିର୍ମାତା ମାରୁତି…
ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ
କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର ଭାରତ ଘରୋଇ ଦଳକୁ ଫଲୋଅନ ଡାକରା ଦେଇନାହିଁ। ଦ୍ୱିତୀୟ ଇନିଂସ ଆରମ୍ଭ କରି ଭାରତ…
ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍
ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ ପ୍ରଥମ…

