Home Middle

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାପ୍ରତି ୨୪୧ କିଲୋମିଟର ବେଗରେ ପବନ ବହିବ। ଏହାସହିତ କେତେକ ଅଞ୍ଚଳରେ…

ଆଜିଠୁ ଆରମ୍ଭ ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ ବ୍ୟବସ୍ଥା: ସବୁ ପିଡିଏସ୍‌ କେନ୍ଦ୍ରରୁ ହିତାଧିକାରୀ ନେଇପାରିବେ ରାଶନ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଆଧାରକାର୍ଡ ନ ଥିଲେ ମିଳିବନି ରାଶନ। ଓ୍ବାନ ନେଶନ ଓ୍ବାନ ରାଶନ ବ୍ୟବସ୍ଥା ରବିବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗୁ ହେବ। ସେପ୍ଟେମ୍ବର ୧ ରୁ ୨୫ ତାରିଖ ମଧ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)…

ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ ଅମରଜିତ…

ଆଜିଠୁ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ,୧ା୯: ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ରବିବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଗୋଟିଏ ମାସ ଚାଲିବ। ଏହି ମେଗା ଭୋଟର ଯାଞ୍ଚ କାର୍ଯ୍ୟକ୍ରମରେ ପ୍ରତି ପରିବାରର ଜଣେ ସଦସ୍ୟ ଗୋଟିଏ ୟୁଜର୍‌ ନେମ୍‌ ଓ ପାସ୍‌ଓ୍ବାର୍ଡ…

ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ ପରିବହନ ବିଭାଗ ଦ୍ୱାରା ଲୋକମାନଙ୍କୁ ଉତ୍ତମ ସୁବିଧା ଯୋଗାଇଦେବାକୁ ଏଥିରେ ବ୍ୟବସ୍ଥା କରାଯାଇଛି। ଦୁର୍ଘଟଣାର…

ବ୍ୟାଙ୍କ ମହାମିଶ୍ରଣ: ପ୍ରଯୁକ୍ତି, ମାନବସମ୍ବଳ ପରିଚାଳନା ହେବ ସବୁଠୁ ବଡ଼ ଆହ୍ବାନ

ନୂଆଦିଲ୍ଲୀ,୧-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମହାମିଶ୍ରଣ ଘୋଷଣା କରିଛନ୍ତି। ନେକ୍ସଟ ଜେନେରେଶନ ବ୍ୟାଙ୍କ ବା ପରବର୍ତ୍ତୀ ପିଢ଼ିର ବ୍ୟାଙ୍କ ପ୍ରତିଷ୍ଠା ଲକ୍ଷ୍ୟରେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। କିନ୍ତୁ ମହାମିଶ୍ରଣ କାମରେ…

୧୫ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ଉଦ୍ଧାର, ୬ ଗିରଫ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ କନକଦୁର୍ଗା ମନ୍ଦିର ନିକଟସ୍ଥ ପରମେଶ୍ୱର ପ୍ରଧାନଙ୍କ ଭଉଣୀ ଘରୁ ଗତ ୨୭ତାରିଖ ରାତିରେ ସୁନାଗହଣା, ନଗଦ ଟଙ୍କା ସହ ଗୋଟିଏ ବାଇକ୍‌ ଚୋରି ହୋଇଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୧୫ଲକ୍ଷ ଟଙ୍କା…

୩ ଆଇପିଏସ୍‌ଙ୍କୁ ପଦୋନ୍ନତି, ମିଳିଲା ଡିଜି ପାହ୍ୟା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୩ଜଣ ବରିଷ୍ଠ ଆଇପିଏସ୍‌ ସତ୍ୟଜିତ ମହାନ୍ତି, ମନୋଜ କୁମାର ଛାବ୍ରା ଏବଂ ସୁରେନ୍ଦ୍ର ପନଓ୍ବାରଙ୍କୁ ଡିଜି ପାହ୍ୟାଙ୍କୁ ପଦୋନ୍ନତି ଦିଆଯାଇଛି। ପ୍ରକାଶଯୋଗ୍ୟ, ରାଜ୍ୟ…

ପୁଣି ଅଡ଼ୁଆରେ ପ୍ରଶାସନ, ଏମାର ମଠ ଛାଡ଼ିବାକୁ ମହନ୍ତ ଅରାଜି

ପୁରୀ ଅଫିସ,୩୧।୮: ବହୁ ଚର୍ଚ୍ଚିତ ଏମାର ମଠ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ପ୍ରାଥମିକ ପର୍ଯ୍ୟାୟରେ ମଠର କୋଠିଘର, ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କରାଯାଇଥିବା ବେଳେ ଶନିବାର ଚତୁର୍ଥ ଦିନରେ ମଠ କୋଠାରେ ଚାଲିଥିବା ଅଳଙ୍କାର ଦୋକାନ ଉଚ୍ଛେଦ ଆରମ୍ଭ…

ଅଛେ ଦିନ୍‌ ଆଣିବାର ପ୍ରତିଶ୍ରୁତି ଦେଇ ମୋଦି ଅର୍ଥ ବ୍ୟବସ୍ଥାକୁ ସଙ୍କଟରେ ପକାଇଛନ୍ତି: ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୮: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଶନିବାର ଟୁଇଟ୍‌ କରି କହିଛନ୍ତି, ଅଛେ ଦିନ୍‌ ଆଣିବାର ତୁରୀ ବଜାଉଥିବା ମୋଦି ଏବେ ଦେଶର ଅର୍ଥ…

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି। ତେବେ ଏହି ତାଲିକାରେ ୧୯ ଲକ୍ଷ ୬ ହଜାର ୬ଶହ ୫୭ ଜଣଙ୍କ ନାମ…

ଭୀମା-କୋରେଗାଓ୍ବଁ ମାମଲା: ଲିଓ ଟଲଷ୍ଟୟଙ୍କ ମହାନ୍‌ କୃତି ‘ଓ୍ବାର ଆଣ୍ଡ୍‌ ପିସ୍‌’କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୧।୮: ଏବେ ଭୀମା-କୋରେଗାଓ୍ବଁ ହିଂସାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବିଚାରପତି ସରଙ୍ଗ କୋତଓ୍ବାଲ ବୁଧବାର ଅଭିଯୁକ୍ତ ବର୍ନନ ଗୋଞ୍ଜାଲଭେସ୍‌ଙ୍କୁ ପଚାରିଥିଲେ ଯେ, ସେ କାହିଁକି ନିଜ ଘରେ ଓ୍ବାର ଆଣ୍ଡ୍‌ ପିସ୍‌ ଭଳି ଆପତ୍ତି ଜନକ ସାମଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?