Home Middle

ସୁଖୀ ସୂଚକାଙ୍କରେ ଭାରତର ସ୍ଥାନ ନବମ

ନୂଆଦିଲ୍ଲୀ,୩୧।୮: ଉତ୍ତମ ଆର୍ଥିକ ପରିସ୍ଥିତି ଓ ସୁସ୍ଥ ଜୀବନଯାପନ ଦ୍ୱାରା ଜଣେ ସୁଖୀ ହୋଇପାରେ ବୋଲି ଭାରତୀୟଙ୍କର ଧାରଣା। ଏକ ନୂତନ ସର୍ବେକ୍ଷଣ ରିପୋର୍ଟରୁ ଏହି ସୂଚନା ମିଳିଛି। ବିଶ୍ୱ ସ୍ତରରେ କରାଯାଇଥିବା ଅଧ୍ୟୟନରୁ ଜଣାପଡ଼ିଛି, ସୁଖୀ ସୂଚକାଙ୍କ ତାଲିକାରେ ବିଶ୍ୱର…

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ତେବେ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ…

ପୋଲିସର ଦକ୍ଷତା ମାପିବେ ଜନତା

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ପୋଲିସର ଦକ୍ଷତା ମାପିବେ ସାଧାରଣ ଜନତା। ଥାନାରେ ପୋଲିସର ଅଭିଯୋଗକାରୀଙ୍କ ପ୍ରତି ବ୍ୟବହାର କିଭଳି ରହୁଛି ଓ ତଦନ୍ତରେ ଅଭିଯୋଗକାରୀ କେତେ ସନ୍ତୁଷ୍ଟ ସେନେଇ ପୋଲିସକୁ ମାର୍କ ଦେବେ ଅଭିଯୋଗକାରୀ। ଯେଉଁ ଥାନା ବିରୋଧରେ ମାର୍କ ଆସିବ ସେହି…

ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ। ତାଙ୍କୁ ଅତିରିକ୍ତ ଭାବେ ଏସଆରସି ଓ ଓସଡମା ଏମ୍‌ଡି…

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ କାମ କରୁଥିବା ବେଳେ ଏଣିକି ୧୨ଟି ପିଏସ୍‌ବି କାମ କରିବ ବୋଲି…

ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ,୩୦।୮: ଆସନ୍ତା ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଏହି ସମୟରେ ସିବିଆଇ ଚିଦାମ୍ବରମଙ୍କୁ ଆଉ ୫ ଦିନ…

ଭଙ୍ଗା ଯାଇପାରୁନି ‘ଏମାର ମଠ’ର ମୁଖ୍ୟ କୋଠା: ମଉନ ବ୍ରତରେ ବସିଛନ୍ତି ମହନ୍ତ, ଅଣାଗଲା ବଡ଼ କଣ୍ଟେନର

ପୁରୀ ଅଫିସ,୩୦।୮: ବହୁ ଚର୍ଚ୍ଚିତ ଦ୍ୱାଦଶ ଶତାବ୍ଦିର ‘ଏମାର ମଠ’ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଶୁକ୍ରବାର ମଠର ରଘୁନନ୍ଦନ ପାଠାଗାର ଭଙ୍ଗା ଯାଉଛି। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନ ଥିବା ଯୋଗୁ ମୁଖ୍ୟ କୋଠା…

ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର

ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର ସନ୍ଧାନ।…

୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି ୭୧,୫୪୨.୯୩ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ବାର୍ଷିକ ରିପୋର୍ଟରେ ଏ ସମ୍ପର୍କରେ…

୨ରେ ଲଘୁଚାପ, ଅଧିକ ବର୍ଷିବ ନାହିଁ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ…

ଦିଲ୍ଲୀରେ ଆଇଏସ୍‌ଆଇ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀ: ଜାରି ହେଲା ସ୍କେଚ୍‌

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ପଠାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଇତିମଧ୍ୟରେ ଦିଲ୍ଲୀ ଆସିଥିବା ଆତଙ୍କବାଦୀ ଅକରମ କୁରେଶି ଏବଂ ତାଙ୍କ ସହଯୋଗୀ…

ଅଯୋଧ୍ୟା ମାମଲା: ମସଜିଦ୍‌ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍‌ କରିଥିଲେ ବୋଲି ନାହିଁ ପ୍ରମାଣ

ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍‌ ମାମଲାରେ ସୁପ୍ରିମ୍‌କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍‌ଙ୍କ ଦ୍ୱାରା କୌଣସି ମସଜିଦ୍‌ ନିର୍ମାଣ ହୋଇ ନ ଥିଲା। ଏହାର କୌଣସି ପ୍ରମାଣ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?