ମାନ୍ଦାବସ୍ଥାର ପ୍ରଭାବ: ସାବୁନ ଦର ହ୍ରାସ କରୁଛନ୍ତି କମ୍ପାନୀ
ନୂଆଦିଲ୍ଲୀ,୨୯ା୮: ଦେଶରେ ମାନ୍ଦାବସ୍ଥା ଏଭଳି ମାଡି ଆସିଛି ଯେ, ଅଟୋମୋବାଇଲ, ରିଏଲ୍ ଇଷ୍ଟେଟ୍ ପରେ ଏବେ ସାବୁନ ତିଆରି କରୁଥିବା କମ୍ପାନୀ ନିଜର ଉତ୍ପାଦର ଦର ହ୍ରାସ କରିବାକୁ ବାଧ୍ୟ ହେଉଛନ୍ତି। ଅଧିକାଂଶ କମ୍ପାନୀ ପ୍ରାୟ ୩୦ ପ୍ରତିଶତ ପର୍ଯ୍ୟନ୍ତ ଦରହ୍ରାସ…
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଗାଡ଼ି କିଣିବା ସମୟରେ ଏହି ନମ୍ବର ପ୍ଲେଟ ଲାଗି କରି ଆସିବ। ବିନା ନମ୍ବରରେ…
ସମଗ୍ର ଦେଶରେ ଖୋଲାଯିବ ୭୫ ମେଡିକାଲ କଲେଜ
ନୂଆଦିଲ୍ଲୀ,୨୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଦି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସମଗ୍ର ଦେଶରେ ମୋଟ ୭୫ଟି ନୂତନ ମେଡିକାଲ କଲେଜ ଖୋଲାଯିବା ନେଇ କେନ୍ଦ୍ର ସରକାର ମଞ୍ଜୁରୀ…
ଟାଇମ୍ ମାଗାଜିନ୍ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’
ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍ ମାଗାଜିନ୍ ପକ୍ଷରୁ ‘ବିଶ୍ୱର ପ୍ରମୁଖ…
ଆଇପିସି ଏବଂ ସିଆର୍ପିସିରେ ଅଣାଯିବ ପରିବର୍ତ୍ତନ; ଗଠନ ହେବ ନ୍ୟାସନାଲ୍ ମୋଡୁସ୍ ଆପରେଣ୍ଡି ବ୍ୟୁରୋ: ଅମିତ ଶାହ
ନୂଆଦିଲ୍ଲୀ,୨୮।୮: ଦେଶରେ ପ୍ରଚଳିତ ଭାରତୀୟ ପିଙ୍ଗଳ କୋଡ୍(ଆଇପିସି) ଏବଂ ଆପରାଧୀକ ପ୍ରଣାଳୀ କୋଡ୍(ସିଆର୍ପିସି)ରେ କେତେକ ପରିବର୍ତ୍ତନ କରାଯିବ ବୋଲି ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଦିଲ୍ଲୀ ସ୍ଥିତି ବ୍ୟୁରୋ ଅଫ୍ ପୋଲିସ ରିସର୍ଚ୍ଚ ଆଣ୍ଡ୍ ଡେଭଲପ୍ମେଣ୍ଟ୍ର ୪୯ତମ…
କଶ୍ମୀର ଭାରତର; ପାକିସ୍ତାନ ସହିତ ଏବେ ପିଓକେ ନେଇ ହେବ କଥାବାର୍ତ୍ତା: ଭେଙ୍କାୟା ନାଇଡୁ
ନୂଆଦିଲ୍ଲୀ, ୨୮।୮: କଶ୍ମୀର ଭାରତର। ଏହାକୁ ନେଇ ପାକିସ୍ତାନ କୌଣସି ମନ୍ତବ୍ୟ ଦେବା କିମ୍ବା ପଦକ୍ଷେପ ଗ୍ରହଣ କରିବା ଅନୁଚିତ। ସେହିପରି କଶ୍ମୀର ସମସ୍ୟା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ଏବେ ଭାରତ କେବଳ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ଏହାର ପ୍ରତିପକ୍ଷ…
ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥା ହେବ କଡ଼ାକଡ଼ି: ଲାଗିବ ୨୦ ସିସିଟିଭି କ୍ୟାମେରା
ସିଦ୍ଧାର୍ଥନଗର,୨୮।୮: ଭାରତ-ନେପାଳ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବାକୁ ନିଷ୍ପତ୍ତି ହୋଇଛି। ଉତ୍ତରପ୍ରଦେଶ ଗୋରଖପୁରଠାରେ ନେପାଳ ସହିତ ଭାରତର ୬୮ କିଲୋମିଟର ସୀମା ରହିଛି। ତେବେ ଏଠାରେ ଉଭୟ ଦେଶ ମଧ୍ୟରେ ଗମନାଗମନ କରିବା ପାଇଁ କୌଣସି ବାରଣ ନାହିଁ। ଏହାର…
ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମ୍କୋର୍ଟ; ଅକ୍ଟୋବରରେ ସମ୍ବିଧାନ ପୀଠରେ ହେବ ଶୁଣାଣି
ନୂଆଦିଲ୍ଲୀ,୨୮।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ସୁପ୍ରିମ୍କୋର୍ଟରେ ୧୪ଟି ଆବେଦନ ଦାଖଲ କରାଯାଇଥିଲା। ତେବେ ମୋବାଇଲ୍ ଏବଂ ଇଣ୍ଟରନେଟ୍ ସେବା ବନ୍ଦ ନେଇ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ୭ ଦିନ ମଧ୍ୟରେ ଏନେଇ ଉତ୍ତର…
ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଚାଲିଛି ଆତଙ୍କବାଦୀ କାର୍ଯ୍ୟ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୮।୮: ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟ ବୃଦ୍ଧି ହେଉଛି ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍ କରି ଜଣାଇଛନ୍ତି। ପୂର୍ବରୁ ରାହୁଲ ଅଭିଯୋଗ କରିଥିଲେ ଯେ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ହିଂସାକାଣ୍ଡ ଘଟିଚାଲିଛି। ଏହାକୁ ଅସ୍ତ୍ର…
ଚନ୍ଦ୍ରୟାନ-୨ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କଲା: ୧୧ ଦିନ ପରେ କରିବ ଅବତରଣ
ଶ୍ରୀହରିକୋଟା,୨୮।୮: ଚନ୍ଦ୍ରୟାନ-୨ ବୁଧବାର ପୂର୍ବାହ୍ନ ୯ଟା ୪ରେ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କରିଛି। ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨କୁ ତୃତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି। ୧୧ ଦିନ ପରେ ସେପ୍ଟେମ୍ବର ୭ରେ ଏହା ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଅଗଷ୍ଟ ୩୦…
ବାରାଣସୀରେ ଆତଙ୍କବାଦୀ ଆକ୍ରମଣ ପାଇଁ ଲଶ୍କରର ଷଡ଼ଯନ୍ତ୍ର
ନୂଆଦିଲ୍ଲୀ,୨୮।୮: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ବାରାଣସୀରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ରିପୋର୍ଟ ଅନୁସାରେ ଲଶ୍କର ସଦସ୍ୟ ଉମର ମଦନି ବାରାଣସୀର ଏକ ଯାତ୍ରୀ ନିବାସରେ…
ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ:ଜଣେ ଯବାନ ଶହୀଦ
ମାଲକାନଗିରି/ଖଇରପୁଟ/ମାଥିଲି,୨୮।୮(ଡି.ଏନ୍.ଏ./ସ୍ବ.ପ୍ର) : ମାଲକାନଗିରି ଜିଲା ମୁଦୁଲିପଡା ଥାନା ଅନ୍ତର୍ଗତ ବଣ୍ଡାଘାଟି କଦମଗୁଡା ଗ୍ରାମ ନିକଟ ଡାବୁଗୁଡ଼ା ଓ ସୋନୁଗୁଡ଼ା ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ଯବାନ ଶହୀଦ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି।…

