୬ ଇଞ୍ଚ ଦବିଲା ଆପ୍ରୋଚ ରୋଡ୍ : ରାଜଧାନୀରେ ପୁଣି ଫ୍ଲାଏଓଭର ଆତଙ୍କ
ଭୁବନେଶ୍ୱର, ୨୬ା୮(ବ୍ୟୁରୋ) : ଭୁବନେଶ୍ୱର ବମିଖାଲ ଫ୍ଲାଏଓଭର ନିର୍ମାଣ ବେଳେ ୨ ବଡ଼ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯିବା ଘଟଣା ଏବେ ବି ଲୋକଙ୍କ ମନରେ ତାଜା ରହିଛି। ସେହିପରି ଲୋକମାନେ ଯାତାୟାତ କରିବାବେଳେ ରସୁଲଗଡ଼ ଫ୍ଲାଏଓଭରରୁ ବଡ଼ କଂକ୍ରିଟ୍ ଖସିବା…
ଅଟୋ ପାର୍ଟସ ଉଦ୍ୟୋଗକୁ ବ୍ୟାପିଲା ମାନ୍ଦାବସ୍ଥା;୧୦ ହଜାର କୋଟି କ୍ଷତି ସହିବେ ୪୦୦ କମ୍ପାନୀ
ନୂଆଦିଲ୍ଲୀ,୨୬-୮: ଭାରତୀୟ ଅଟୋ ଉଦ୍ୟୋଗ ଏବେ ଅନେକ ପ୍ରକାର ସଙ୍କଟର ସାମ୍ନା କରୁଛି। ମାନ୍ଦାବସ୍ଥାର ପ୍ରଭାବ ଏଭଳି ଛାଇ ଯାଇଛି ଯେ, ଅଟୋ ସେକ୍ଟରରେ ପ୍ରାୟ ସାଢ଼େ ୩ ଲକ୍ଷ କର୍ମଚାରୀଙ୍କୁ ଛଟେଇ କରାଯାଇସାରିଛି। ଆହୁରି ବହୁ କର୍ମଚାରୀ ବେକାର ହୋଇଯିବାର…
ବିଶ୍ୱ ଚାମ୍ପିୟନଶିପ୍: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ
ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ଯୋଡ଼ିଛନ୍ତି। ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡ୍ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍ ବିଶ୍ୱ ଚାମ୍ପିୟନଶିପ୍ରେ ୨୪…
ପଞ୍ଚଭୂତରେ ଲୀନ ହେଲେ ଅରୁଣ
ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ନେତା ଅରୁଣ ଜେଟଲୀଙ୍କ ପ୍ରାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ରାଷ୍ଟ୍ରୀୟ ସମ୍ମାନ ସହ ରବିବାର ନିଗମବୋଧ ଘାଟରେ ଜେଟଲୀଙ୍କ ପୁଅ ରୋହନ ମୁଖାଗ୍ନୀ ଦେଇ ପିତାଙ୍କ ଅନ୍ତିମ ସଂସ୍କାର କରିଛନ୍ତି। ଏହି ସମୟରେ…
ବାହାରିନ୍ର ୨ ଶହ ବର୍ଷ ପୁରାତନ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କଲେ ମୋଦି
ମାନାମା,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାରିନ୍ ଗସ୍ତରେ ଯାଇଛନ୍ତି। ସେ ରବିବାର ରାଜଧାନୀ ମାନାମାଠାରେ ଥିବା ୨ଶହ ବର୍ଷ ପୁରାତନ ଶ୍ରୀନାଥଜୀ ମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଛନ୍ତି। ଏହାର ନିର୍ମାଣ ୧୮ ଶତାବ୍ଦୀର ଦ୍ୱିତୀୟ ଦଶକରେ…
ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି: ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଲେ ମୋଦି
ନୂଆଦିଲ୍ଲୀ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ହେଉଥିବା ମନ୍ କି ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ପାଇଁ ପ୍ରସ୍ତୁତି ଜାରି ରହିଛି। ଏହା ଦେଶର ଏକ…
ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ଆସିଲା ଜେଟଲୀଙ୍କ ପାର୍ଥିବ ଶରୀର
ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଛି। ଶେଷ ଦର୍ଶନ ପାଇଁ ରବିବାର ସକାଳେ ତାଙ୍କ ପାର୍ଥିବ ଶରୀରକୁ ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଉଛି। ଏହାପରେ ଅପରାହ୍ନରେ ନିଗମବୋଧ ଘାଟରେ ତାଙ୍କର…
ପୁରୀରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ
ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ ମିଳିତ ଏନ୍କାଉଣ୍ଟର ହୋଇଛି। ଏଥିରେ ଏକାଧିକ ମାମଲାରେ ଜଡିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ଗୋଖା…
ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ
ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା। ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି।…
୨୦୨୧ ପୂର୍ବରୁ କଶ୍ମୀରରେ ନିର୍ବାଚନ ସମ୍ଭବ ନୁହେଁ
ଜମ୍ମୁ/ଶ୍ରୀନଗର,୨୫ା୮ (ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ୨୦୨୧ ପୂର୍ବରୁ ବିଧାନସଭା ନିର୍ବାଚନ ହେବା ସମ୍ଭବ ନୁହେଁ ବୋଲି ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡିଛି। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନ ପ୍ରଣୟନ କରିଛନ୍ତି। ତଦନୁଯାୟୀ ଅକ୍ଟୋବର ମାସରୁ ଜମ୍ମୁ-କଶ୍ମୀର ଦୁଇଟି କେନ୍ଦ୍ରଶାସିତ…
ଜିଏସ୍ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍ଲୀ
ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ ରାଜନୈତିକ କ୍ଷେତ୍ରରେ ଅସୀମ ଜ୍ଞାନ ଥିଲା। ଛାତ୍ର ରାଜନୀତିରୁ କ୍ଷମତାର କେନ୍ଦ୍ରବିନ୍ଦୁରେ ପାଦ…
ଦ୍ୱିତୀୟ ଟେଷ୍ଟ: ଲଥାମଙ୍କ ଶତକ
କଲମ୍ବୋ, ୨୫।୮- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ତାରକା ଓପନର ଟମ୍ ଲଥାମଙ୍କ ଅପରାଜିତ ଶତକ ସହାୟତାରେ ଶ୍ରୀଲଙ୍କାକୁ ଦୃଢ଼ ଜବାବ ଦେଇଛି। ଟସ୍ ଜିତି ଶ୍ରୀଲଙ୍କା ପ୍ରଥମ ଇନିଂସରେ ଧନଞ୍ଜୟ…

