Home Middle

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା ୫ଟା ୪୫ ମିନିଟରେ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ରାତିରେ ଗିରଫ ହୋଇଥିବା…

ଜଷ୍ଟିସ୍‌ ବି.ପି. ଦାସ ଓଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ଗୁରୁବାର ଜଷ୍ଟିସ ବିମଳ ପ୍ରସାଦ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ସେ ପୁରୀ ଶ୍ରୀମନ୍ଦିର ସଂସ୍କାର କମିଶନର ଜଣିକିଆ ଅଧ୍ୟକ୍ଷ ଥିଲେ। ଦାସଙ୍କ ସୁପାରିସ ଅନୁଯାୟୀ, ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ…

‘କାଳିଆ ଯୋଜନା’ରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ ସରିଛି। ଇତିମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ୨୭ ତାରିଖ ସୁଦ୍ଧା ପଞ୍ଚାୟତସ୍ତରରେ ଏବଂ ୩୧ ତାରିଖ ସୁଦ୍ଧା ବ୍ଲକ ଓ ଜିଲାସ୍ତରରେ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ…

ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ମୋଦି: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ଯାଇଛନ୍ତି। ସେ ପ୍ରଥମେ ଫ୍ରାନ୍ସ ଗସ୍ତ କରିବେ। ଏହା ପରେ ସୌଦି ଏବଂ ବାହାରିନ୍‌ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି କୁହାଯାଉଛି। ମୋଦି ଅଗଷ୍ଟ ୨୬ ପର୍ଯ୍ୟନ୍ତ ବିଦେଶ ଗସ୍ତରେ…

ଅଯୋଧ୍ୟା ମାମଲା: ବ୍ରିଟିଶ୍‌ ଅମଳରେ ହେଉଥିଲା ଜୁମା ନମାଜ ପାଠ; ହିନ୍ଦୁ ବି କରୁଥିଲେ ପୂଜା

ନୂଆଦିଲ୍ଲୀ, ୨୨।୮: ଅଯୋଧ୍ୟା ମାମଲାରେ ଗୁରୁବାର ୧୦ମ ଦିନ ପାଇଁ ହୋଇଥିବା ଶୁଣାଣି ହୋଇଛି। ଏଥିରେ ଗୋପାଲ ସିଂ ବିଶାରଦଙ୍କ ପକ୍ଷରୁ ନିଯୁକ୍ତ ଆଇନଜୀବୀ ରଞ୍ଜିତ୍‌ କୁମାର ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ସମ୍ମୁଖରେ ଅବଦୁଲ୍‌…

୭,୨୫୮ ପିଲାଙ୍କୁ ମିଳିବ କାଳିଆ ଛାତ୍ର ବୃତ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘କାଳିଆ ଛାତ୍ରବୃତ୍ତି’ ପ୍ରଦାନ କରୁଛନ୍ତି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୭,୨୫୮ ପିଲାଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ…

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ ଅଲଗା କରାଯିବ। ଗୁରୁବାର ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ମିଳିତ ବୈଠକରେ ଏଭଳି ନିଷ୍ପତ୍ତି…

ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ।…

ସଙ୍କଟରେ ଭାରତୀୟ ଅର୍ଥବ୍ୟବସ୍ଥା: ଛଟେଇ, ବେକାରି ସମସ୍ୟା ଓ ଦରଦାମ୍‌ ବୃଦ୍ଧିରେ ଅସ୍ତବ୍ୟସ୍ତ ସାଧାରଣ ଲୋକେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଭାଗରେ ଭାରତୀୟ ଅର୍ଥବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ସରକାରଙ୍କ ଅଦୂରଦର୍ଶୀ ଯୋଜନା ଯୋଗୁ ଏବେ ବିଭିନ୍ନ କମ୍ପାନୀରେ ଛଟେଇ ଜାରି ରହିଛି। ଏହାଯୋଗୁ ବେକାରି ସମସ୍ୟା ବଢ଼ି ଚାଲିଛି।…

ରାଜ୍ୟରେ ପ୍ରଥମ: ଟ୍ରକ ଧକ୍କାରେ ୩ହାତୀଙ୍କ ମୃତ୍ୟୁ

ଢେଙ୍କିକୋଟ/କେନ୍ଦୁଝର,୨୨।୮(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଉପରଡିହା ଗ୍ରାମପଞ୍ଚାୟତର ବାଲିଯୋଡି ଗ୍ରାମ ନିକଟ ୨୦ନଂ ଜାତୀୟ ରାଜପଥରେ ବୁଧବାର ବିଳମ୍ବିତ ରାତିରେ ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ଦୁଇଟି ହାତୀର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ଆହତ ହାତୀର ମୃତ୍ୟୁ ଘଟିଥିବା…

୨୬ରେ ମୋଦି-ଟ୍ରମ୍ପ୍‌ ଭେଟ: କଶ୍ମୀର-ଆତଙ୍କବାଦ ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଅଗଷ୍ଟ ୨୬ରେ ଭେଟିବେ। ପ୍ୟାରିସ୍‌ରେ ଦୁଇନେତାଙ୍କ ସାକ୍ଷାତ୍‌ ଜି-୭ ଶିଖର ସମ୍ମିଳନୀରେ ହେବ। ଏହି ସାକ୍ଷାତ୍‌ ସମୟରେ ଟ୍ରମ୍ପ୍‌ କଶ୍ମୀର ସମସ୍ୟା ଉଠାଇବା ସହିତ ଏଥିରେ ମଧ୍ୟସ୍ଥତା ପାଇଁ ଇଛା…

ସିବିଆଇ ଅଧିକାରୀଙ୍କୁ ଓଲଟା ପ୍ରଶ୍ନ ପଚାରୁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯିବା ପରେ ସିବିଆଇ ପକ୍ଷରୁ ପଚରା ଉଚରା କରାଯାଉଛି। ତେବେ ସେ ଏଥିରେ ସହଯୋଗ କରୁ ନ ଥିବା କୁହାଯାଉଛି। ସିବିଆଇ ଅଧିକାରୀଙ୍କ ପ୍ରଶ୍ନରେ ସେ ଓଲଟା ପ୍ରଶ୍ନ ପଚାରୁଛନ୍ତି। ଗୁରୁବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?