Home Middle

୯୬ ବର୍ଷ ତଳେ ଆରମ୍ଭ ହୋଇଥିବା ରେଡ଼ିଓ ପ୍ରସାରଣରେ ମୋଦି ଆଣିଛନ୍ତି ନୂଆ କ୍ରାନ୍ତି

ନୂଆଦିଲ୍ଲୀ, ୨୦।୮: ପ୍ରତିବର୍ଷ ଅଗଷ୍ଟ ୨୦ରେ ଭାରତରେ ଜାତୀୟ ଦିବସ ପାଳିତ ହୋଇଥାଏ। ୯୬ ବର୍ଷ ତଳେ ୧୯୨୩ରେ ଦେଶରେ ପ୍ରଥମ ରେଡ଼ିଓ ପ୍ରସାରଣ ଆରମ୍ଭ ହୋଇଥିଲା। ଏହାକୁ ଇଣ୍ଡିଆନ୍‌ ବ୍ରୋଡ୍‌କାଷ୍ଟ କମ୍ପାନୀ ଦ୍ୱାରା କରାଯାଇଥିଲା। ୧୯୩୦ରେ ଏହି କମ୍ପାନୀର ଅଥିକ…

ସ୍କୁଲ ଖୋଲିଲା: ଉପସ୍ଥାନ କମ

ଶ୍ରୀନଗର,୨୦ା୮: ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶିକ୍ଷାନୁଷ୍ଠାନ ଖୋଲିଥିବାବେଳେ ଉପସ୍ଥାନ ବହୁତ କମ୍‌ ଥିବା ଦେଖିବାକୁ ମିଳିଛି। ବହୁ ସ୍କୁଲରେ କେବଳ ଶିକ୍ଷକ ଓ କର୍ମଚାରୀ ଆସିଥିବାବେଳେ…

ଯୁଦ୍ଧ ପାଇଁ ପ୍ରସ୍ତୁତ ଥିଲା ସେନା

ନୂଆଦିଲ୍ଲୀ,୨୦ା୮(ପି.ଟି.): ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭିତରେ ପଶି ପାରମ୍ପରିକ ଯୁଦ୍ଧ ପାଇଁ ଭାରତୀୟ ସେନା ପୂରା ଦମ୍‌ରେ ପ୍ରସ୍ତୁତ ଥିଲା। ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ ଏ ସମ୍ପର୍କରେ ସରକାରଙ୍କୁ ଜଣାଇଥିଲେ ବୋଲି ଉଚ୍ଚସ୍ତରୀୟ ସାମରିକ ସୂତ୍ରରୁ ଜଣାପଡିଛି। ପୁଲ୍‌ଓ୍ବାମା…

ଉତ୍ତର ଭାରତରେ ବନ୍ୟା

ନୂଆଦିଲ୍ଲୀ/ହରିଦ୍ୱାର/ରୂପନଗର, ୨୦ା୮(ପି.ଟି.): ଉତ୍ତର ଭାରତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷାଜନିତ ବନ୍ୟା ପରିସ୍ଥିତି ଯୋଗୁ ସୋମବାର ସୁଦ୍ଧା ୩୮ ଜଣଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀରରେ ବନ୍ୟା ଯୋଗୁ ଲୋକେ…

ସୁଧାଂଶୁ ଷଡ଼ଙ୍ଗୀ ପୋଲିସ କମିଶନର: ସତ୍ୟଜିତ୍‌ ମହାନ୍ତି ହେଲେ ଜେଲ ଏଡିଜି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନ୍‌ ସିଟି ପୋଲିସ କମିଶନର ଥିବା ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର ସତ୍ୟଜିତ୍‌ ମହାନ୍ତିଙ୍କୁ ଜେଲ ଏଡିଜି ଭାବେ ବଦଳି କରାଯାଇଥିବା ବେଳେ ରାଜ୍ୟ ଅପରାଧ…

ଭାରତ ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ ସିରିଜ : ମନୀଷ, ଆୟାର ଅଧିନାୟକ

ମୁମ୍ବାଇ, ୨୦ା୮(ପି.ଟି.)- ଚଳିତମାସ ୨୯ ତାରିଖରେ ଥିରୁଭାନନ୍ତପୁରମଠାରେ ଭାରତ‘ଏ’-ଦକ୍ଷିଣ ଆଫ୍ରିକା ‘ଏ’ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୩ଟି ମ୍ୟାଚରେ ମନୀଷ ପାଣ୍ଡେ ଭାରତ‘ଏ’ର ଅଧିନାୟକ ରହିବେ। ପରବର୍ତ୍ତୀ ୨ଟି ମ୍ୟାଚରେ ଶ୍ରେୟାସ…

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ…

୨୦୧୮-୧୯ରେ ଭାରତର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଛି: ସିସ୍କୋ

ନୂଆଦିଲ୍ଲୀ,୧୯।୮: ଭାରତରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି। ୨୦୧୮-୧୯ରେ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଉପରେ ଅଧିକ ସାଇବର ଆକ୍ରମଣ ହୋଇଥିବା ନେଇ ସିସ୍କୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌, ବିଭିନ୍ନ ଅର୍ଥସଂସ୍ଥା, ବିଭିନ୍ନ…

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୂଚାରୁ ଭାବେ…

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ । ସେ…

ହୀରାକୁଦ ଡ୍ୟାମ୍‌ରେ ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର, ୧୯ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ସୋମବାର ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ୧୪ଟି ଗେଟ୍‌ରେ ପ୍ରତି ସେକେଣ୍ଟରେ ୧ଲକ୍ଷ ୭୫ ହଜାର ୩୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୭୩ ହଜାର ୯୧୦…

୫୧ ବର୍ଷ ତଳେ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏନ୍‌-୧୨ର ଭଗ୍ନାବଶେଷ ମିଳିଲା

ଚଣ୍ଡିଗଡ଼,୧୯।୮: ବାୟୁସେନାର ଏନ୍‌-୧୨ ବିଏଲ୍‌-୫୩୪ ବିମାନ ୫୧ ବର୍ଷ ତଳେ ୧୯୬୮ ଫେବୃୟାରୀ ୭ରେ ହିମାଚଳପ୍ରଦେଶ ରୋହତାଙ୍ଗ୍‌ ନିକଟରେ ନିଖୋଜ ହୋଇଯାଇଥିଲା। ସେତେବେଳେ ଏନେଇ ବହୁ ଖୋଜା ଖୋଜି ହୋଇଥିଲେ ମଧ୍ୟ ଏହାର ସନ୍ଧାନ ମିଳି ନ ଥିଲା। ତେବେ ଡୋଗରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?