କଶ୍ମୀରକୁ ୟୁଏନ୍ଏସ୍ସିକୁ ଟାଣିଲା ପାକିସ୍ତାନ: ଜାତିସଂଘରେ ରୁଦ୍ଧଦ୍ୱାର ବୈଠକ
ଜାତିସଂଘ,୧୭ା୮,(ପି.ଟି./ଆଇଏଏନ୍ଏସ୍): କଶ୍ମୀର ସମ୍ପର୍କିତ ଭାରତର ନିଷ୍ପତ୍ତିକୁ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଜାତିସଂଘରେ ଚ୍ୟାଲେଞ୍ଜ କରିଛି। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇବା ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଅଗଷ୍ଟ ୫ର…
ଅର୍ଥନୀତିକୁ ପ୍ରୋତ୍ସାହନ;ପ୍ରଧାନମନ୍ତ୍ରୀ-ସୀତାରାମନ୍ ଆଲୋଚନା
ନୂଆଦିଲ୍ଲୀ,୧୭-୮: ଅର୍ଥନୀତିରେ ମାନ୍ଦାବସ୍ଥା ମାଡି ଆସୁଥିବା ବେଳେ ଏହାକୁ ରୋକିବା ଲାଗି ଉପାୟ ସ୍ଥିର କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ଙ୍କ ସହ ଆଲୋଚନା କରିଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଗୁରୁବାର ଏହି…
ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ ନିଆଯିବ।…
ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ, ସରକାରୀ ମେଡିକାଲ କଲେଜରେ ଏମ୍ବିବିଏସ୍ କରି…
ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି ଜାଣନ୍ତୁ- ଲେନିନ ମହାନ୍ତି- ସମ୍ପାଦକ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ସୁଜିତ କୁମାର-…
ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳଙ୍କ ଇସ୍ତଫା
ଭୁବନେଶ୍ୱର,୧୬।୮(ବ୍ୟୁରୋ): ବରିଷ୍ଠ ଆଇଏଏସ୍ ଅଫିସର ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି। ୧୯୮୫ ବ୍ୟାଚ୍ର ଏହି ଅଫିସର ରାଜ୍ୟ ସରକାରଙ୍କୁ ଏ ନେଇ ଅବଗତ କରାଇଛନ୍ତି। ସେ କୃଷି ଉତ୍ପାଦନ କମିଶନର ଭାବେ କାର୍ଯ୍ୟ କରୁଥିଲେ। ୨୦୨୦ ଜାନୁଆରୀରେ ସେ ଅବସର…
ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍
ସମ୍ବଲପୁର,୧୬।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୦ଟି ଗେଟ୍ ଶୁକ୍ରବାର ବନ୍ଦ କରିଦିଆଯାଇଛି। ଏବେ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଗୁରୁବାର ପ୍ରଥମେ ଡ୍ୟାମ୍ର ୨ଟି ଗେଟ୍ ଖୋଲାଯାଇଥିବା ବେଳେ ପରେ ପର୍ଯ୍ୟାୟ କ୍ରମେ…
ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର…
ଅସିତ୍ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ ଏବେ…
ସ୍ବାଧୀନତା ଦିବସର ୯୨ ମିନିଟ୍ର ଭାଷଣ: ପ୍ରଧାନମନ୍ତ୍ରୀ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର କଲେ ଉଚ୍ଚାରଣ
ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍ କିଲ୍ଲାରୁ ଦେଶ ଉଦ୍ଦେଶ୍ୟରେ ୯୨ ମିନିଟ୍ ଭାଷଣ ଦେଇଛନ୍ତି। ଏହି ସମୟରେ ସେ ସର୍ବାଧିକ ୪୭ ଥର ନାଗରିକ ଶବ୍ଦର ଉଚ୍ଚାରଣ କରିଛନ୍ତି। ସେ ୩୦ ଥର…
ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ…
ଜନସଂଖ୍ୟା ବୃଦ୍ଧି ରୋକିବା ପାଇଁ ମୋଦିଙ୍କ ଆହ୍ବାନ: ପରିବାରକୁ ସୀମିତ ରଖିବା ହିଁ ଦେଶଭକ୍ତି
ନୂଆଦିଲ୍ଲୀ, ୧୫।୮: ଦେଶରେ ବୃଦ୍ଧି ପାଉଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଛୋଟ ପରିବାର ଦ୍ୱାରା ଏହି ସମସ୍ୟାର ସଫଳ ନିରାକରଣ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ…

