Home Middle

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ…

ନୂଆ ଭାରତ ଗଠନର ସଙ୍କେତ ଦେଲେ ମୋଦି: ନିର୍ମାଣ ହେବ ୨ କୋଟି ଘର, ୧୫ କୋଟି ଘରେ ପହଞ୍ଚିବ ପିଇବା ପାଣି, ପ୍ରତି ଗାଁରେ ବ୍ରଡ୍‌ବ୍ୟାଣ୍ଡ୍‌ ସେବା

ନୂଆଦିଲ୍ଲୀ,୧୫।୮: ନୂଆ ଭାରତ ଗଠନ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଙ୍କେତ ଦେଇଛନ୍ତି। ନୂଆ ଭାରତରେ ଲୋକଙ୍କ ପାଇଁ ୨ କୋଟି ଘର ନିର୍ମାଣ କରାଯିବ। ଏହା ସହିତ ଜଳସଙ୍କଟର ମୁକାବିଲା ଲାଗି ୧୫ କୋଟି ଘରେ ପିଇବା ପାଣି…

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ଦେଶର ସଡ଼କ ପଥର ବିକାଶ ଦ୍ୱାରା ବ୍ୟବସାୟିକ କ୍ଷେତ୍ର…

ଆତଙ୍କବାଦୀ ଶରଣକାରୀଙ୍କର ହେବ ପର୍ଦ୍ଦାଫାଶ୍‌: ମୋଦି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନକୁ କରିଛନ୍ତି ସମାଲୋଚନା। ସେ ପାକିସ୍ତାନର ନାମ ନ ନେଇ କହିଛନ୍ତି ଯେ, ଆତଙ୍କବାଦୀ ଶରଣକାରୀଙ୍କର ପର୍ଦ୍ଦାଫାଶ୍‌ ହେବ। ପୃଥିବୀରେ ଆତଙ୍କବାଦୀଙ୍କ ଯୋଗୁ ପ୍ରତିଦିନ ବହୁ ଲୋକଙ୍କର ମୃତ୍ୟୁ ଘଟୁଛି। ଭାରତର…

ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଧାରା ଜାରି ରହିଛି। ଦେଶ ଶିକ୍ଷା, ସ୍ବାସ୍ଥ୍ୟ,…

ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ ପାଇଁ ନିଆଯିବ ପଦକ୍ଷେପ: ମୋଦି

ନୂଆଦିଲ୍ଲୀ, ୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସୂଚନା ଦେଇଛନ୍ତି ଯେ, ଏବେ ଦେଶରେ ଏକ ନିର୍ବାଚନ ହେବ। ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ ପାଇଁ…

ପରିବର୍ତ୍ତନରୁ ଲାଭବାନ୍‌ ହେବେ କଶ୍ମୀରବାସୀ

ନୂଆଦିଲ୍ଲୀ,୧୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯାଇଥିବାରୁ ସେଠାର ଜନସାଧାରଣ ଯଥେଷ୍ଟ ଉପକୃତ ହେବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସରକାର…

ମହାନଦୀରେ ବନ୍ୟା

ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗୋଟିଏ ଗେଟ୍‌…

ଲାଲକିଲ୍ଲାରେ ପହଞ୍ଚିଲେ ମୋଦି: କିଛି ସମୟ ପରେ ଉଡାଇବେ ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ସାରା ଦେଶରେ ଆଜି ୭୩ତମ ସ୍ବାଧୀନତା ଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲ୍ଲାରେ ପତାକା ଉତ୍ତୋଳନ ପାଇଁ ପହଞ୍ଚିଛନ୍ତି। ସେଠାରେ ସେ ଦେଶକୁ ସମ୍ବେଧିତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟଥର…

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ ବାହାରିବେ।…

ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ ଆବେଦନ…

ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍‌ ଅନର୍‌’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍‌ ଅନର୍‌’/ହାଉସ୍‌ ଗାର୍ଡକୁ ଉଚ୍ଛେଦ କରାଯାଇଛି। କେବଳ ସାଧାରଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?