ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ ୪୫…
ବାବର ମସଜିଦ୍ ନିର୍ମାଣ କରିଥିଲେ: ଏହାର ନାହିଁ ପ୍ରମାଣ
ନୂଆଦିଲ୍ଲୀ,୧୩।୮: ଅଯୋଧ୍ୟାର ରାମଜନ୍ମ ଭୂମି-ବାବରୀ ମସଜିଦ୍ ମାମଲାରେ ମଙ୍ଗଳବାର ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ଏସ୍.ସି. ବୈଦନାଥନ୍ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ୫ ଜଣିଆ ଖଣ୍ଡପୀଠ ସମ୍ମୁଖରେ ପ୍ରକାଶ କରିଥିଲେ ଯେ, ମସଜିଦ୍ ବାବରଙ୍କ ଦ୍ୱାରା ନିର୍ମାଣ…
ଆସାମ ଏନ୍ଆର୍ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍ଆର୍ସି ମାମଲାରେ ମଙ୍ଗଳବାର ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ତେବେ ଏହାକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ପୂର୍ବରୁ ଏଥିପାଇଁ ଧାର୍ଯ୍ୟ…
ଆହୁରି ୨ ଦିନ ବର୍ଷିବ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ…
୨୭ ହଜାର ଯବାନ ହେବେ ଛଟେଇ
ନୂଆଦିଲ୍ଲୀ,୧୩।୮: ଭାରତୀୟ ସେନାର ୨୭ ହଜାର ଯବାନଙ୍କୁ ଛଟେଇ କରାଯିବ। ଏହାଦ୍ୱାରା ୧୬ ଶହ କୋଟି ଟଙ୍କା ସଞ୍ଚୟ ହେବ ବୋଲି ସେନା ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପ୍ରତି ସେନାରେ ୧୨.୫ ଲକ୍ଷ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ମଧ୍ୟରେ ୪୩…
ବଢୁଛି ପାକିସ୍ତାନର ସମସ୍ୟା: ଭାରତରେ ମିଶିବାକୁ ଦାବି କରୁଛନ୍ତି ପିଓକେ ଲୋକେ
ଇସଲାମାବାଦ୍,୧୩।୮: ପାକିସ୍ତାନର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତ ଆଗରେ ବଡ଼ ଭାଇ ପଣିଆ ଦେଖାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇପାରି ନାହିଁ। ତେବେ ଇତିମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ…
ବେକାବୁ ହେଲାଣି ବନ୍ୟା: ଭୂସ୍ଖଳନରେ ୯ ମୃତ
ନୂଆଦିଲ୍ଲୀ, ୧୩ା୮(ପି.ଟି.): କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ବର୍ଷାଜନିତ ବନ୍ୟା ପରିସ୍ଥିତି ଏବେ ବି ଗମ୍ଭୀର ରହିଥିବାବେଳେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ଏଥିସହ ଉତ୍ତରାଖଣ୍ଡ ଓ ଜମ୍ମୁ-କଶ୍ମୀରରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇ ୯…
ଚାଇନାକୁ ଜୟଶଙ୍କରଙ୍କ ବାର୍ତ୍ତା: ‘ମତ ପାର୍ଥକ୍ୟ ବିବାଦରେ ପରିଣତ ନ ହେଉ’
ବେଜିଂ, ୧୩ା୮(ପି.ଟି.): ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କର ନିବିଡ଼ତା ରହିଛି। ଦୁଇଦେଶ କୌଣସି ଭିନ୍ନତାକୁ ଗ୍ରହଣ କରି ଭବିଷ୍ୟତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅନ୍ଧକାର ମଧ୍ୟକୁ ଠେଲିଦେବା ଅନୁଚିତ ବୋଲ ଦୁଇିଦିନିଆ ବେଜିଂ ଗସ୍ତରେ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍.…
ଜମ୍ମୁ ପୋଲିସର ଆଡ୍ଭାଇଜରି: ସନ୍ଦିଗ୍ଧଙ୍କ ସମ୍ପର୍କରେ ତୁରନ୍ତ ଜଣାଅ
ଜମ୍ମୁ,୧୩ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ଦୁଇଭାଗ ହେବା ପରେ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ଭାରତର ନିଷ୍ପତ୍ତିକୁ ଦୃଢ଼ ବିରୋଧ କରୁଥିବା ପାକିସ୍ତାନ ଜମ୍ମୁ-କଶ୍ମୀରରେ ଅସ୍ଥିରତା ସୃଷ୍ଟି ପାଇଁ ପ୍ରୟାସ କରୁଛି। ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ଥିବା ଗୋଇନ୍ଦା…
ସାରା ରାଜ୍ୟରେ ବର୍ଷିଲା
ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି ଦୁଇଦିନ…
ଲୋକଙ୍କ ସ୍ବପ୍ନ ପୂରଣରେ ଆନନ୍ଦ ମିଳେ: ମୋଦି
ନୂଆଦିଲ୍ଲୀ, ୧୩ା୮ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦୁଃସାହସିକ ଅଭିଯାତ୍ରୀ ବିଅର ଗ୍ରିଲ୍ସଙ୍କୁ ନେଇ ନିର୍ମିତ ଏପିସୋଡ୍ ‘ମ୍ୟାନ୍ ଭର୍ସେସ ଓ୍ବାଇଲ୍ଡ’ ସୋମବାର ରାତିରେ ଡିସ୍କଭରି ଚ୍ୟାନେଲରେ ପ୍ରଦର୍ଶିତ ହୋଇଛି। ଉଭୟେ ଜଙ୍ଗଲ ମଧ୍ୟରେ ବୁଲିବା ଓ ନଦୀରେ ଭ୍ରମଣ…
ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ
ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ ଶାସକ…

